• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅବସର କାଳୀନ ବିଦାୟୀ ସମ୍ବର୍ଦ୍ଧନା ସଭା

Proprietor Abhimanyu Maharana by Proprietor Abhimanyu Maharana
July 5, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଅବସର କାଳୀନ ବିଦାୟୀ ସମ୍ବର୍ଦ୍ଧନା ସଭା
Share on FacebookShare on TwitterWhatsapp

ବୋଲଗଡ଼ (ଓଡ଼ିଶା ତାଜାନ୍ୟୁଜ) (ନି.ପ୍ର) :- ବୋଲଗଡ଼ ଶିକ୍ଷାବ୍ଲକ ଅନ୍ତର୍ଗତ ଅସରଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଶାନ୍ତ କୁମାର ବେହେରାଙ୍କ ସଭାପତିତ୍ୱରେ ଶନିବାର ବିଦ୍ୟାଳୟ ସଭାଗୃହରେ ଅବସର କାଳୀନ ବିଦାୟୀ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଅଛି ! ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁ,

ମୁଖ୍ୟବକ୍ତା ଭାବେ ପ୍ରାକ୍ତନ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମ ଚରଣ ବେହେରା ଓ ସମ୍ମାନିତ ଅତିଥିଭାବେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ ସ୍ୱାଇଁ, ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ନିରଞ୍ଜନ ନାୟକ,ପିଚୁକୁଳି କ୍ଲଷ୍ଟର ସି ଆର ସି ସି ଲୋକନାଥ ସାହୁ, ହରିହର ବିଦ୍ୟାପୀଠ ପ୍ରଧାନ ଶିକ୍ଷକ କ୍ଷେତ୍ରରେ ମୋହନ ରଣା,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନିରୁପମା ଶ୍ରୀଚନ୍ଦନ ରାୟ,ବିଦ୍ୟାଳୟ ଆଲୁମିନା କମିଟି ସଭପତି ତ୍ରିନାଥ ଦଳାଇ,

କନ୍ତାଇଲୋ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷୟିତ୍ରୀ ରୀନା ସ୍ୱାଇଁ,ବିଦ୍ୟାଧର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଭିକାରୀ ପୃଷ୍ଟି,ସହକାରୀ ଶିକ୍ଷକ ନିରଞ୍ଜନ ନାୟକ, ଶିକ୍ଷୟିତ୍ରୀ ରୀନା ଜେନା ପ୍ରମୁଖ ଯୋଗଦେଉ ଜଗନ୍ନାଥଙ୍କ ଫୋଟଚିତ୍ରରେ ପ୍ରଦୀପ ପ୍ରଜ୍ବଳନ କରି ଏହାକୁ ଶୁଭ ଉଦଘାଟନ କରିଥିଲେ !ଶିକ୍ଷକ ନେତା ପ୍ରଫୁଲ୍ଲ କୁମାର ସିଂହ ବେଦପାଠ ଗାନ କରି ମଞ୍ଚ ପରିଚାଳନା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ !

ବିଦ୍ୟାଳୟର ଛାତ୍ରୀମାନେ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ ! ସମସ୍ତ ନିମନ୍ତ୍ରିତ ଅତିଥି, ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ସହକର୍ମୀମାନେ ଶ୍ରୀ ଖଣ୍ଡାୟତଙ୍କୁ ମକୂଟ ପିନ୍ଧାଇ ଉତ୍ତରୀୟ,ମାନପତ୍ର ଏବଂ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରିଥିଲେ ! ବିଦାୟୀ ସହ ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ଖଣ୍ଡାୟୀ ଜଣେ ସୁସାହିତ୍ୟକ,

ଧାର୍ମିକ ଓ ସତ୍ୟନିଷ୍ଟ, କର୍ମଠ, ଛାତ୍ର ବତ୍ସାଳ ସହ ପ୍ରଧାନ ଶିକ୍ଷକ ଥିଲେ ବୋଲି ସମସ୍ତ ଅତିଥି, ଛାତ୍ରଛାତ୍ରୀ, ସହ କର୍ମୀ ଓ ଗ୍ରାମବାସୀମାନେ ତାଙ୍କର ଗୁଣ ଗାନ କରି ଶୁଭ ବିଦାୟ ଦେଇଥିଲେ! ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ସହଯୋଗ କରି ପରିଚାଳନା କରିଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଯାତ୍ରା ପାଇଁ ଟିପିସିଓଡିଏଲ୍‌ର ବ୍ୟାପକ ପ୍ରସ୍ତୁତି

ରଥଯାତ୍ରା ପାଇଁ ଟିପିସିଓଡିଏଲ୍‌ର ବ୍ୟାପକ ପ୍ରସ୍ତୁତି

July 5, 2026
ଅସୁସ୍ଥ ଶ୍ରୀବିଗ୍ରହଙ୍କୁ ଲାଗିହେଲା ଫୁଲରୀ ତେଲ

ଅସୁସ୍ଥ ଶ୍ରୀବିଗ୍ରହଙ୍କୁ ଲାଗିହେଲା ଫୁଲରୀ ତେଲ

July 5, 2026
ଅବସର କାଳୀନ ବିଦାୟୀ ସମ୍ବର୍ଦ୍ଧନା ସଭା

ଅବସର କାଳୀନ ବିଦାୟୀ ସମ୍ବର୍ଦ୍ଧନା ସଭା

July 5, 2026
ବାଲିଗୁଡା ବନାଞ୍ଚଳ ର ଲଣ୍ଡାଗାଁ ରେ ୪ ହଜାର ବାଉଁଶ ଚାରା ରୋପଣ

ବାଲିଗୁଡା ବନାଞ୍ଚଳ ର ଲଣ୍ଡାଗାଁ ରେ ୪ ହଜାର ବାଉଁଶ ଚାରା ରୋପଣ

July 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଯାତ୍ରା ପାଇଁ ଟିପିସିଓଡିଏଲ୍‌ର ବ୍ୟାପକ ପ୍ରସ୍ତୁତି

ରଥଯାତ୍ରା ପାଇଁ ଟିପିସିଓଡିଏଲ୍‌ର ବ୍ୟାପକ ପ୍ରସ୍ତୁତି

July 5, 2026
ଅସୁସ୍ଥ ଶ୍ରୀବିଗ୍ରହଙ୍କୁ ଲାଗିହେଲା ଫୁଲରୀ ତେଲ

ଅସୁସ୍ଥ ଶ୍ରୀବିଗ୍ରହଙ୍କୁ ଲାଗିହେଲା ଫୁଲରୀ ତେଲ

July 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version