• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରୋଟାରୀ କ୍ଲବ ନୟାଗଡ଼ର ୩୭ ତମ ଅଧିଷ୍ଠାନ ଉତ୍ସବ : ବାସୁଦେବ ସାହୁ ସଭାପତି ଓ ଦିଲ୍ଲୀପ ମିଶ୍ର ସଂପାଦକ

Proprietor Abhimanyu Maharana by Proprietor Abhimanyu Maharana
July 5, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରୋଟାରୀ କ୍ଲବ ନୟାଗଡ଼ର ୩୭ ତମ ଅଧିଷ୍ଠାନ ଉତ୍ସବ : ବାସୁଦେବ ସାହୁ ସଭାପତି ଓ ଦିଲ୍ଲୀପ ମିଶ୍ର ସଂପାଦକ
Share on FacebookShare on TwitterWhatsapp

​ନୟାଗଡ଼ (ଓଡ଼ିଶା ତାଜାନ୍ୟୁଜ) (ନି.ପ୍ର) :- ରୋଟାରୀ କ୍ଲବ ନୟାଗଡ଼ର ୩୭ ତମ ଅଧିଷ୍ଠାନ ଉତ୍ସବ ଗତକାଲି ରୋଟାରୀ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୂତନ ରୋଟାରୀ ବର୍ଷ ୨୦୨୬-୨୭ ପାଇଁ ସଭାପତି ଭାବେ ରୋଟାରିଆନ ବାସୁଦେବ ସାହୁ ଏବଂ ସଂପାଦକ ଭାବେ ରୋଟାରିଆନ ଦିଲ୍ଲୀପ ମିଶ୍ର ଆନୁଷ୍ଠାନିକ ଭାବେ କ୍ଲବ୍ ର ଦାୟିତ୍ଵ ଗ୍ରହଣ କରିଛନ୍ତି । ବିଦାୟୀ ସଭାପତି ରୋଟାରିଆନ ବସିରନ ବିବି ଏବଂ ସଂପାଦକ ରୋଟାରିଆନ ଅବିନାଶ ସାହୁ ନୂତନ କର୍ମକର୍ତ୍ତାଙ୍କୁ ଦାୟିତ୍ଵ ହସ୍ତାନ୍ତର କରିଥିଲେ ।

​ଉତ୍ସବରେ ମୂଖ୍ୟ ଅତିଥି ଭାବେ ରୋଟାରୀ ଜିଲ୍ଲା ୩୨୬୨ ର ପୂର୍ବତନ ଗଭର୍ଣ୍ଣର ରୋଟାରିଆନ ଜୟଶ୍ରୀ ମହାନ୍ତି ଯୋଗଦେଇ କ୍ଲବର ସେବା କାର୍ଯ୍ୟକୁ ପ୍ରଶଂସା କରିଥିଲେ । ସମ୍ମାନିତ ଅତିଥି ଭାବେ ନୟାଗଡ଼ ମୁନିସିପାଲିଟି ଅଧ୍ୟକ୍ଷା ଶ୍ରୀମତୀ ନିରୁପମା ଖଟେଇ ଏବଂ ରୋଟାରୀ ଜିଲ୍ଲା ଏଜି ରୋଟାରିଆନ ବିପ୍ର ଚରଣ ପାତ୍ର ମଞ୍ଚାସୀନ ଥିଲେ । ବିଦାୟୀ ସଭାପତି ରୋଟାରିଆନ ବସିରନ ବିବି ସ୍ବାଗତ ଭାଷଣ ଦେଇଥିବା ବେଳେ ପୂର୍ବତନ ସଂପାଦକ ଅବିନାଶ ସାହୁ ୨୦୨୫-୨୬ ବର୍ଷର ବିସ୍ତୃତ ବିବରଣୀ ଓ ସଫଳ ସେବା କାର୍ଯ୍ୟକ୍ରମର ସୂଚନା ଉପସ୍ଥାପନ କରିଥିଲେ ।​

​ଦାୟିତ୍ଵ ଗ୍ରହଣ କରିବା ପରେ ନୂତନ ସଭାପତି ରୋଟାରିଆନ ବାସୁଦେବ ସାହୁ ଆଗାମୀ ବର୍ଷ ପାଇଁ କ୍ଲବର ମିଶନ ଓ ଭିଜନ ଉପସ୍ଥାପନ କରିଥିଲେ। ସେହିପରି ନୂତନ ସଂପାଦକ ରୋଟାରିଆନ ଦିଲ୍ଲୀପ ମିଶ୍ର ୨୦୨୬-୨୭ ରୋଟାରୀ ବର୍ଷର ଆକ୍ସନ ପ୍ଲାନ୍ ଏବଂ ଆଗାମୀ ସେବା ପ୍ରକଳ୍ପ ଗୁଡ଼ିକ ବିଷୟରେ ନିଜର ବକ୍ତବ୍ୟ ରଖିଥିଲେ । ​ଏହି ଅବସରରେ କ୍ଲବରେ ତିନିଜଣ ନୂତନ ସଦସ୍ୟ ଚିନ୍ମୟ ପଟ୍ଟନାୟକ , ଆଶୁତୋଷ ପାତ୍ର ଏବଂ ଗୁଣନିଧି ଶତପଥୀ ଯୋଗଦେଇ ଆନୁଷ୍ଠାନିକ ଭାବେ ସଦସ୍ୟତା ଗ୍ରହଣ କରିଥିଲେ । ​ ମୂଖ୍ୟ ଅତିଥି ଶ୍ରୀମତୀ ମହାନ୍ତି ସମସ୍ତ ନୂତନ ସଦସ୍ୟ ଙ୍କୁ ରୋଟାରୀ ପିନ୍ ପିନ୍ଧାଇ ରୋଟାରୀ କ୍ଲବକୁ ସ୍ଵାଗତ କରିଥିଲେ ।

ଚଳିତ ବର୍ଷ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ରୋଟାରୀ ପରିବାରର କୃତୀ ଛାତ୍ରଛାତ୍ରୀମାନଙ୍କୁ କ୍ଲବ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ସମ୍ବର୍ଦ୍ଧିତ ହୋଇଥିଲେ ତଥାସ୍ତୁ କୁମାର ନାୟକ, ଆଦିତ୍ୟ ଓମକାର ମିଶ୍ର, କେ ଏ ବୈଷ୍ଣବୀ ଓ ଅନ୍ବେଷ ଦାଶ । ଏହି କାର୍ଯ୍ୟକ୍ରମରେ ଭଞ୍ଜନଗର, ଫୁଲବାଣୀ, ବାଣପୁର-ବାଲୁଗାଁ ଏବଂ ଭୁବନେଶ୍ବର ରୋଟାରୀ କ୍ଲବର ଅନେକ ସଦସ୍ୟ ଯୋଗଦେଇ ନୂତନ ସଭାପତି ଓ ସଂପାଦକଙ୍କୁ ଶୁଭେଚ୍ଛା ଜଣାଇଥିଲେ। ରୋଟାରିଆନ ପ୍ରବୀର ପୃଷ୍ଟି ମଞ୍ଚ ପରିଚାଳନା କରିଥିବା ବେଳେ ରୋଟାରିଆନ ଦେବାଶିଷ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version