• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭ ଦିନ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ତିନିରଥର ୩୦ଟି ରଥମୋଡ ଚକଫାଳି ନିର୍ମାଣ ଶେଷ ବିଳାସପଟି, ଚିକ୍କଣ ଫୁଲ,ଡାଳିଲତା ପକା ପୋଲ ଚାଦର ସିଲାଇ ଜାରୀ

Proprietor Abhimanyu Maharana by Proprietor Abhimanyu Maharana
July 10, 2026
in ଓଡ଼ିଶା, ପୁରୀ, ମନୋରଞ୍ଜନ, ହୋମ୍
0
୭ ଦିନ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ତିନିରଥର ୩୦ଟି ରଥମୋଡ ଚକଫାଳି ନିର୍ମାଣ ଶେଷ ବିଳାସପଟି, ଚିକ୍କଣ ଫୁଲ,ଡାଳିଲତା ପକା ପୋଲ ଚାଦର ସିଲାଇ ଜାରୀ
Share on FacebookShare on TwitterWhatsapp

ପୁରୀ  (ଓଡିଶା ତାଜାନ୍ୟୁଜ) (ନି.ପ୍ର) :- ଆଷାଢ ମାସ ଶୁକ୍ଳପକ୍ଷ ଦ୍ବିତୀୟା ତିଥିରେ ଶ୍ରୀଗୁଣ୍ଡିଚା ଯାତ୍ରା । ରତ୍ନବେଦିରୁ ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି । ରଥାରୁଢ ହୋଇ ବଡଦାଣ୍ଡରେ ଘର ଘର ନାଦ କରି ରଥ ଗଡିବ । ଏଥିପାଇଁ ବଡଦାଣ୍ଡ ସ୍ଥିତ ଶ୍ରୀମନ୍ଦିର କାର୍ଯ୍ଯାଳୟ ସମ୍ମୁଖ ରଥଖଳା ଚଳଚଞ୍ଚଳ ହୋଇଉଠିଛି । ରଥ ନିର୍ମାଣକାରୀ ସେବକ ମାନେ ତିନିରଥର ନିର୍ମାଣ କାର୍ଯ୍ଯ ଦ୍ରୁତ ଗତିରେ କରୁଛନ୍ତି । ବୁଧବାର ରଥ ନିର୍ମାଣର ୭୯ ତମ ଦିବସରେ ରଥ ନିର୍ମାଣକାରୀ ସେବକ ମାନେ ରଥଖଳା ଠାରେ ମୁଖ୍ୟ ମହାରଣାଙ୍କ ମାର୍ଗ ଦର୍ଶନରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ। ଆଉ ୭ ଦିନ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ।

ବୁଧବାର ତିନିରଥର ୩୦ଟି ରଥମୋଡ ଚକଫାଳି ନିର୍ମାଣ ଶେଷ ହୋଇଛି । ବିଳାସପଟି, ଚିକ୍କଣ ଫୁଲ, ଡାଳିଲତା ପକା ଓ ପୋଲ ଚାଦର ସିଲାଇ ଜାରୀ ରହିଛି । ମଙ୍ଗଳବାର ସୁଦ୍ଧା ତିନିରଥରେ ରଙ୍ଗ କାର୍ଯ୍ୟ ଶେଷ ହୋଇଥିବା ୩୨ ଗୋଟି କନ୍ୟା ପଟା ବାଡ଼ିଆ ଯିବା ସହ ପ୍ରଭାରେ ରଙ୍ଗ କାର୍ଯ୍ୟ ସହ ତିନିରଥର ବାହ୍ୟ ଅଂଶ ଏବଂ ଘୋଡ଼ା, ସାରଥୀଙ୍କ ରଙ୍ଗ କାର୍ଯ୍ୟ ଜାରୀ ରହିଥିଲା । ଆଜି ତିନିରଥର ମହାରଣା ସେବକ ମାନେ ୧୦ ଟି ଲେଖାଏଁ ରଥ ମୋଡ ଚକ ଫାଳି ନିର୍ମାଣ ଶେଷ କରିଛନ୍ତି। ରଥ ଗଡି ଦିଗ ହରା ହେଲେ ରଥକୁ ଦିଗ ଦିଆଯିବା ପାଇଁ ଚକ ମୋଡ ଫାଳୀ ର ବିଶେଷ ଆବଶ୍ୟକତା ପଡ଼ିଥାଏ ।

ଦିଗ ହରା ରଥକୁ ଦିଗ ଦେବା ପାଇଁ ରଥଟଣା ମାର୍ଗଦର୍ଶକଙ୍କ ନିର୍ଦ୍ଦେଶ ପ୍ରକାରେ ଭୋଇ ସେବକ ମାନେ ଏହି ମୋଡା ଚକ ଫାଳୀ କୁ ଉପଯୋଗ କରି ରଥକୁ ଦିଗ ଦେଇଥାନ୍ତି। ଆଜି ମହାରଣା ସେବକ ମାନେ ତିନିରଥର ବେଦୀ ସିଂହାସନ ରେ ବିଜେ ଚକା ସ୍ଥାପନ ପୂର୍ବରୁ ବେଦୀ ପରିସରକୁ ରଞ୍ଜା ମାରି ସଫା କାର୍ଯ୍ୟ ଶେଷ କରିଛନ୍ତି।ଚିତ୍ରକାର ସେବକ ମାନେ ତିନିରଥର ପ୍ରଭା ରେ ଖୋଦେଇ ରୂପରେ ରଙ୍ଗ କାର୍ଯ୍ୟ ର ଶେଷ ସ୍ପର୍ଶ ଦେବା ସହ ପ୍ରଭା ମଧ୍ୟ ଭାଗରେ ଅଙ୍କିତ ଦେବ ବେବୀଙ୍କ ରଙ୍ଗ ଚିତ୍ର କାର୍ଯ୍ୟ ମଧ୍ୟ ଶେଷ ସ୍ପର୍ଶ ଦେଉଛନ୍ତି।

ଏଥିସହ ଚିତ୍ରକାର ସେବକ ମାନେ ତିନିରଥର ଚକ, ଦଣ୍ଡା, ଗୁଜ, ରଥ ଉପର ନାହାକା ,ବ୍ରେକ ପୁଲି, ଘୋଡ଼ା, ସାରଥୀ ଇତ୍ୟାଦିର ରଙ୍ଗ କାର୍ଯ୍ୟ ଜାରୀ ରଖିଛନ୍ତି।ଦରଜୀ ସେବକ ମାନେ ନନ୍ଦି ଘୋଷ ରଥର ବାକି ରହିଥିବା ବତା କନାରେ ବିଳାସ ପଟି ପକା କାର୍ଯ୍ୟ ଶେଷ କରି ତିନିରଥର ଦୁଆର ବେଢା ଚନ୍ଦ୍ର ଶାଳୀ ରେ ଚିକଣ ଫୁଲ, ଡାଳି ଲତା ପକା କାର୍ଯ୍ୟ ସହ, ଦୁଆର ବେଢ଼ା କନାରେ ପୋଲମୁଦ୍ରା, ପୋଲ ଚାଦର ସିଲାଇ କାର୍ଯ୍ୟ ଜାରୀ ରଖିଛନ୍ତି ।ଦୋଳବେଦୀ ଅସ୍ଥାୟୀ କମାର ଶାଳରେ ଓଝା କମାର ସେବକ ମାନେ ଜରୁରୀ ପରିସ୍ଥିତି ପାଇଁ କିଛି ଆବଶ୍ୟକ କଣ୍ଟା ନିର୍ମାଣ ଜାରୀ ରଖିଛନ୍ତି ।

ପାହି ମହାରଣା ମାନେ ରଥ ଯାତ୍ରା ରେ ସେବା ପୂଜା ପାଇଁ ସରଞ୍ଜାମ ନିର୍ମାଣ ଶେଷ କରି ଗୁଣ୍ଡିଚା ମନ୍ଦିର ରେ ବ୍ୟବହାର ପାଇଁ ଆବଶ୍ୟକୀୟ କାଠ ସରଂଜାମ ନିର୍ମାଣ ଜାରୀ ରଖିଛନ୍ତି । ତିନିରଥର ମହାରଣା ସେବକ ୭୮ଜଣ ,ଭୋଇ ସେବକ ୭୬ଜଣ ,କରତୀ ସେବକ ୪ଜଣ, ରୂପକାର ସେବକ ୨୧ଜଣ,ଓଝା କମାର ସେବକ ୨୦ଜଣ ,ତୁମ୍ବ ବିନ୍ଧ କାରିଗର ୨ଜଣ,ପାହି ମହାରଣା ୨ଜଣ ଚିତ୍ରକାର ୪୦ଜଣ ଓ ରଥଖଳା ସହାୟକ ୧ ଜଣ ମୋଟ ୨୪୪ ଜଣ ମହାପ୍ରଭୁଙ୍କ ତିନିରଥ ନିର୍ମାଣ କାର୍ଯ୍ଯରେ ନିଷ୍ଠା ଶ୍ରଦ୍ଧା ଓ ଭକ୍ତିର ସହ ନିମଗ୍ନ ରହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଦିବସ ଉପରେ ଏକ ଆଇନ ସଚେତନତା

ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଦିବସ ଉପରେ ଏକ ଆଇନ ସଚେତନତା

July 11, 2026
ଭାପୁରରେ ସେବା ଉତ୍ସବ, ବସ୍ତ୍ର ଓ ଚପଲ ବଣ୍ଟନ

ଭାପୁରରେ ସେବା ଉତ୍ସବ, ବସ୍ତ୍ର ଓ ଚପଲ ବଣ୍ଟନ

July 11, 2026
ସେବାର ମୂର୍ତ୍ତିମନ୍ତ ପ୍ରତୀକ ଶିବରାମ – ନିସ୍ଵାର୍ଥପର ସେବାରେ ୧୦ ବର୍ଷ

ସେବାର ମୂର୍ତ୍ତିମନ୍ତ ପ୍ରତୀକ ଶିବରାମ – ନିସ୍ଵାର୍ଥପର ସେବାରେ ୧୦ ବର୍ଷ

July 11, 2026
ଭାରତ ବିକାଶ ପରିଷଦ, ନୟାଗଡର ପ୍ରତିଷ୍ଠା ଦିବସ ପାଳିତ

ଭାରତ ବିକାଶ ପରିଷଦ, ନୟାଗଡର ପ୍ରତିଷ୍ଠା ଦିବସ ପାଳିତ

July 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଦିବସ ଉପରେ ଏକ ଆଇନ ସଚେତନତା

ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଦିବସ ଉପରେ ଏକ ଆଇନ ସଚେତନତା

July 11, 2026
ଭାପୁରରେ ସେବା ଉତ୍ସବ, ବସ୍ତ୍ର ଓ ଚପଲ ବଣ୍ଟନ

ଭାପୁରରେ ସେବା ଉତ୍ସବ, ବସ୍ତ୍ର ଓ ଚପଲ ବଣ୍ଟନ

July 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version