• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସେବାର ମୂର୍ତ୍ତିମନ୍ତ ପ୍ରତୀକ ଶିବରାମ – ନିସ୍ଵାର୍ଥପର ସେବାରେ ୧୦ ବର୍ଷ

Proprietor Abhimanyu Maharana by Proprietor Abhimanyu Maharana
July 11, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସେବାର ମୂର୍ତ୍ତିମନ୍ତ ପ୍ରତୀକ ଶିବରାମ – ନିସ୍ଵାର୍ଥପର ସେବାରେ ୧୦ ବର୍ଷ
Share on FacebookShare on TwitterWhatsapp

ନୟାଗଡ (ଓଡିଶା ତାଜାନ୍ୟୁଜ) (ନି.ପ୍ର) :- ଯୁବକମାନେ ଚାହିଁଲେ ସମାଜର ଅନେକ କିଛି ପରିବର୍ତ୍ତନ କରିପାରିବେ l ସେମାନଙ୍କ ଆଗରେ ଅସମ୍ଭବ ଶବ୍ଦ ବହୁ ଦୂର l ଏମିତି କିଛି ଯୁବକ ଆଗକୁ ଆସିଛନ୍ତି ଯେଉଁମାନେ ଅସହାୟ, ନିରାଶ୍ରୟଙ୍କ ମୁହଁରେ ହସ ଟିକିଏ ଫୁଟାଇବା ପାଇଁ ପ୍ରାଣପ୍ରାଣେ ଉଦ୍ୟମରତ l ନିଜ ପକେଟ ଖର୍ଚ୍ଚ ଏବଂ ବଦାନ୍ୟ ବ୍ୟକ୍ତିଙ୍କ ଠାରୁ ଆର୍ଥିକ ସାହାର୍ଯ୍ୟ ମାଗି ଗରିବଙ୍କ ସେବା ଯୋଗାଇବା ପାଇଁ ଲକ୍ଷ୍ୟ ରଖିଛନ୍ତି l ଦିନେ କି ୨ ଦିନ ନୁହେଁ,ବରଂ ଦୀର୍ଘ ୧୦ ବର୍ଷ ଧରି ନୟାଗଡ ଜିଲ୍ଲାରେ ଅସହାୟ ଏବଂ ଦୁଃଖିଙ୍କୁ ସେବା ଯୋଗାଇ ଆସୁଛି “ସେବା ଉତ୍ସବ ସମିତି, ନୟାଗଡ଼ ” l

ଏହି ସେବା ଉତ୍ସବର ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ହେଉଛନ୍ତି ଯୁବ ଆଇନଜୀବୀ, ସାମ୍ବାଦିକ ତଥା ସମାଜସେବୀ ଶିବରାମ ମହାପାତ୍ର l ବର୍ଷ ତମାମ ନୁହେଁ,ବରଂ ବର୍ଷକୁ ଗୋଟିଏ ମାସ ସେବା ପାଇଁ ନିଜକୁ ସମର୍ପି ଦେଇଛନ୍ତି l ପୂର୍ବରୁ ସେବା ଯୋଗାଇ ଆସୁଥିଲେ ମଧ୍ୟ ଏଭଳି ଅନୁଷ୍ଠାନ ଗଠନ ପ୍ରୟାସକୁ ପୁରିଛି ୧୦ ବର୍ଷ l ଯାହାକୁ ନେଇ ପ୍ରଶଂସାର ସୁଅ ଛୁଟିଛି l ଶିବରାମ ନୟାଗଡ଼ର ଆଗ୍ରହୀ ଯୁବ ସ୍ଵେଛାସେବୀମାନଙ୍କୁ ଏକାଠି କରି ଗଠନ କରିଛନ୍ତି ଏହି ଅନୁଷ୍ଠାନ l  

ନୟାଗଡ଼ ଜିଲ୍ଲାର ଅପହଞ୍ଚ ଇଲାକାରେ ପହଞ୍ଚି ଯୋଗାଉଛନ୍ତି ସେବା l ସାଥିରେ ଯୁବ ସ୍ବେଛାସେବୀଙ୍କୁ ନେଇ ପ୍ରତିବର୍ଷ ଦୀର୍ଘ ୧୫ ଦିନ ଧରି ଆୟୋଜନ କରୁଛନ୍ତି ସେବା ଉତ୍ସବ l ଜିଲ୍ଲାର ଯେଉଁ ସବୁ ଅଞ୍ଚଳରେ ପ୍ରଶାସନ ପହଞ୍ଚି ପାରୁନାହିଁ, ସେହି ସବୁ ଅନୁନ୍ନତ ଅଞ୍ଚଳରେ ଗାଁକୁ ଗାଁ ବୁଲି ବସ୍ତ୍ର,ଔଷଧ,ଖାଦ୍ୟ ଆଦି ବଣ୍ଟନ କରୁଛନ୍ତି ସେବା ଉତ୍ସବ ସମିତିର ସ୍ଵେଛାସେବୀମାନେ l ପ୍ରଥମେ ନିହାତି ସେବା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ଏକ ଚିଠା ପ୍ରସ୍ତୁତ କରିଥାନ୍ତି ସ୍ଵେଛାସେବୀ l ସେମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କିଣାଯାଏ ସାମଗ୍ରୀ l ପରେ ଗୋଟିଏ ଗୋଟିଏ ବ୍ଲକ ବୁଲି ଏହାକୁ ବଣ୍ଟନ କରିଥାନ୍ତି l

ଜିଲ୍ଲାର 8 ଟି ଯାକ ବ୍ଲକରେ ବିଶେଷ କରି ଅପହଞ୍ଚ ଅଞ୍ଚଳରେ କଷ୍ଟସାଧ୍ୟ ଜୀବନ ବିତାଉଥିବା ଲୋକଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ପାଖରେ ପହଞ୍ଚୁଛନ୍ତି ଏହି ଯୁବକମାନେ l ଯେଉଁ ଯାଗାକୁ ଗାଡି କିମ୍ବା ସାଇକେଲ ଯାଇ ପାରୁନାହିଁ,ସେହି ସବୁ ଯାଗାକୁ ଚାଲି ଚାଲି ପହଞ୍ଚି ଯାଆନ୍ତି ଏହି ସ୍ବେଛାସେବୀ ମାନେ l ବର୍ତ୍ତମାନ ଲୋକ ଦେଖାଣିଆ ସେବାର ଦୃଶ୍ୟ ସୋସିଆଲ ମିଡିଆରେ ଟ୍ରେଣ୍ଡରେ ପରିଣତ ହୋଇଛି l ଠିକ ଏହି ସମୟରେ ଶିବରାମ ଓ ତାଙ୍କ ସାଥି ଯୁବକମାନେ ବାସ୍ତବ ସେବାରେ ନିମଗ୍ନ ହେବା ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି l ଏଭଳି କାର୍ଯ୍ୟକୁ ଭୁରି ଭୁରି ପ୍ରଶଂସା କରିଛନ୍ତି ସମସ୍ତେ l.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version