• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଧାନ ଫସଲରେ ଅଜଣା ରୋଗ ପୋକ କ୍ଷତି ପୂରଣ ପାଇଁ ବ୍ଲକ କୃଷି ଅଧିକାରୀଙ୍କ ନିକଟରେ ଅଭିଯୋଗ – ପଦ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
October 1, 2020
in Uncategorized
0
ଧାନ ଫସଲରେ ଅଜଣା ରୋଗ ପୋକ କ୍ଷତି ପୂରଣ ପାଇଁ ବ୍ଲକ କୃଷି ଅଧିକାରୀଙ୍କ ନିକଟରେ ଅଭିଯୋଗ – ପଦ୍ମପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୧ ଅକ୍ଟୋବର ଗୁରୁବାର) ପଦ୍ମପୁର :-  ଧାନ ଫସଲରେ ଅଜଣା ରୋଗ ପୋକ ଲାଗି ଥିବାରୁ ଚାଷୀ ମାନେ ପାଇକମାଲ କୃଷି ଅଧିକାରୀ ତଥା ପ୍ରଶାସନ ନିକଟରେ ଅଭିଯୋଗ କରିଛନ୍ତି । ସୂଚନା ଅନୁସାରେ ପଦ୍ମପୁର ଉପଖଣ୍ତ ପାଇକମାଲ ବ୍ଲକ ଟେମରୀ ଗ୍ରାମ ପଞ୍ଚାୟତ ଗ୍ରାମର ଅନେକ ଚାଷୀ ବ୍ଲକ କୃଷି ଅଧିକାରୀ ଓ ପ୍ରଶାସନ ନିକଟରେ କ୍ଷତି ପୂରଣ ଦାବି ଅଭିଯୋଗ କରିଛନ୍ତି । ଧାନ ଫସଲରେ ଅଜଣା ରୋଗ ପୋକ ଲାଗି ଧାନ ଫସଲ ସଂପୂର୍ଣ୍ଣ ନଷ୍ଟ ହୋଇ ଯାଉଛି । ଚାଷୀ ବାରମ୍ବାର କୀଟ ନାଶକ ଔଷଧ ଦେଲେ ମଧ୍ୟ କାମ ଦେଉ ନାହିଁ । ବର୍ତ୍ତମାନ ଯେଉଁ ଧାନ ବାହାରି ସାରିଛି ପ୍ରାୟତଃ ଶତକଡା ୫୦ ରୁ ୭୦ ଭାଗ ଧାନ କେଣ୍ଟା ବାହାରି ନଷ୍ଟ ହେବାରେ ଲାଗିଛି । ଚାଷୀର ଆର୍ଥିକ ମାନ ଦୋହଳି ଯାଇଛି ଓ ମୁଣ୍ଡରେ ହାତ ଦେଇ ବସିଲେଣି ।

ପ୍ରକାଶ ଥାଉକି ଚାଷୀ ମାନେ ଲକ ଡାଉନ ସମୟରେ ଧାର ଉଧାର କରି ଧାନ ଚାଷ କରିଛନ୍ତି । ଯେଉଁ ଭଳି ଭାବରେ ଧାନ ନଷ୍ଟ ହେବାକୁ ବସିଲାଣି ସଂପୂର୍ଣ୍ଣ ଭାବେ ଚାଷୀର କ୍ଷତି ହେବାର ଆଶଙ୍କା କରା ଯାଉଛି । ତେଣୁ ଏହାର ବିହିତ ତଦନ୍ତ କରି ଚାଷୀ ମାନଙ୍କୁ ସରକାରୀ ସହାୟତା ତଥା କ୍ଷତି ପୂରଣ ରାଶି ପ୍ରଦାନ କରିବା ପାଇଁ ପ୍ରଶାସନ ନିକଟରେ ଟେମରୀ ଗ୍ରାମର ଚାଷୀ ମାନେ ଲିଖିତ ଦାବି ପତ୍ର ପ୍ରଦାନ କରିଛନ୍ତି । ପାଇକମାଲ ତହସିଲଦାର, ପଦ୍ମପୁର ଉପ ଜିଲ୍ଲାପାଳଙ୍କ ସହିତ ପାଇକମାଲ ଗ୍ରସ୍ତ ସମୟରେ ବରଗଡ଼ ସାଂସଦସୁରେଶ ପୂଜାରୀଙ୍କୁ ମଧ୍ୟ ଦାବି ପତ୍ର ପ୍ରଦାନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ ବୋଡାସମ୍ବର କୃଷକ ସଙ୍ଗଠନ ସକ୍ରିୟ ଚାଷୀ କର୍ମୀ ବାଳକୃଷ୍ଣ ବନଛୋର, ଚୂଡାମଣି ପାଣିଗ୍ରାହୀ,ଋକୁଣ ବନଛୋର, ଅମୃତ ଠାକୁର,ରମେଶ ବାରିକ,ଅଶ୍ବିନୀ କୁମାର ପଟେଲ,ମଥାମଣି ଭୋଇ ପ୍ରମୁଖ ଉପସ୍ଥିତ ଥିଲେ । (ରିପୋର୍ଟ – ନିରୋଜ କୁମାର ପାଣୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version