• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୯୭୭ ମାଟ୍ରିକ୍ ବ୍ୟାଚ୍‌ର ବନ୍ଧୁ ମିଳନ

Proprietor Abhimanyu Maharana by Proprietor Abhimanyu Maharana
July 14, 2026
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
0
୧୯୭୭ ମାଟ୍ରିକ୍ ବ୍ୟାଚ୍‌ର ବନ୍ଧୁ ମିଳନ
Share on FacebookShare on TwitterWhatsapp

୫୦ ବର୍ଷ ପରେ ଏକାଠି ହେଲେ ସହପାଠୀ

 ମୂଳୀଝର ମା’ ଉଗ୍ରତାରା ପୀଠରେ ବନ୍ଧୁ ମିଳନ ଉତ୍ସବ, ଦିବଙ୍ଗତ ସହପାଠୀଙ୍କୁ ଶ୍ରଦ୍ଧାଞ୍ଜଳି 

ରଣପୁର (ଓଡିଶା ତାଜାନ୍ୟୁଜ ) (ନି. ପ୍ର) :- ନୟାଗଡ଼ ଜିଲ୍ଲାର ଚାନ୍ଦପୁର ଥାନା ଅନ୍ତର୍ଗତ ମୟୂରଝାଲିଆ ହାଇସ୍କୁଲର ୧୯୭୭ ମସିହା ମାଟ୍ରିକ୍ ବ୍ୟାଚ୍‌ର ପୁରାତନ ଛାତ୍ରଛାତ୍ରୀମାନଙ୍କର ଏକ ଭାବପ୍ରବଣ ବନ୍ଧୁ ମିଳନ ଉତ୍ସବ ରବିବାର ମୂଳୀଝରସ୍ଥିତ ମା’ ଉଗ୍ରତାରା ଦେବୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ପ୍ରାୟ ୫୦ ବର୍ଷ ପରେ ପରସ୍ପରକୁ ଭେଟି ପୁରାତନ ସହପାଠୀମାନେ ଛାତ୍ରଜୀବନର ମଧୁର ସ୍ମୃତିକୁ ସାଉଁଟିବା ସହ ନିଜ ନିଜ ଜୀବନର ସୁଖ-ଦୁଃଖ ଓ ଅବସରପ୍ରାପ୍ତ ଜୀବନର ଅନୁଭୂତି ବାଣ୍ଟିଥିଲେ।

ଅବସରପ୍ରାପ୍ତ ବିଚାରପତି ତଥା ବରିଷ୍ଠ ନାଗରିକ କଲ୍ୟାଣ ମଞ୍ଚ, ଟାଙ୍ଗୀର ସଭାପତି ଶ୍ରୀ ନାରାୟଣ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ପ୍ରଥମେ ଶ୍ରୀଜଗନ୍ନାଥ ଓ ମା’ ଉଗ୍ରତାରାଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ପରେ ପରଲୋକଗତ ସହପାଠୀ ରତ୍ନାକର ବୈରିଶଲ, ମଧୁସୂଦନ ସେଠୀ, ରବି ବଳିୟାର ସିଂହ, ଶିବପ୍ରସାଦ ଦାସ ଓ କୃଷ୍ଣମୋହନ ମାହାନ୍ତିଙ୍କ ଅମର ଆତ୍ମାର ସଦଗତି କାମନାରେ ଏକ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା ।

ପୂର୍ବତନ ଛାତ୍ର,ଅବସରପ୍ରାପ୍ତ ଶିକ୍ଷକ ତଥା ବରିଷ୍ଠ ଶିକ୍ଷାବିତ୍ ଭାସ୍କର ଚନ୍ଦ୍ର ପ୍ରଧାନ ବାଲ୍ୟଜୀବନର ସ୍ମୃତିଚାରଣ କରିବା ସହ ସଭା ପରିଚାଳନା କରିଥିଲେ। ଏହି ଅବସରରେ ସଂଘମିତ୍ରା ପଣ୍ଡା, ନବକିଶୋର ନାୟକ, ସୁରେଶ ଚନ୍ଦ୍ର ଜେନା, ଗୋଲଖ ମଙ୍ଗରାଜ, ଗୋପାଳକୃଷ୍ଣ ଭୋଳ, ବିନାୟକ ସାହୁ, ଜଳନ୍ଧର ତାଡ଼, ତ୍ରୀନାଥ ସେଠୀ, ମାନସ ରଞ୍ଜନ ପଣ୍ଡା,

ବାବାଜୀ ପାତ୍ର, ରବି ବେହେରା, ବିନୋଦ ସ୍ୱାଇଁ, ବିଜୟ ଗୁମାନ ସିଂହ, ପ୍ରକାଶ ସାହୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅନୁଭୂତି ବ୍ୟକ୍ତ କରିଥିଲେ । ଶ୍ରୀ ନାରାୟଣ ମହାପାତ୍ର ଶ୍ରୀରାମଚରିତମାନସର ବିଭିନ୍ନ ଦୋହା ଉଦ୍ଧୃତ କରି ବନ୍ଧୁତ୍ୱର ମହତ୍ତ୍ୱ, ପରସ୍ପର ପ୍ରେମ ଓ ମାନବିକ ସମ୍ପର୍କର ଆବଶ୍ୟକତା ସମ୍ପର୍କରେ ଉଦ୍‌ବୋଧନ ଦେଇଥିଲେ । ତାଙ୍କର ପ୍ରେରଣାଦାୟକ ବକ୍ତବ୍ୟକୁ ସମସ୍ତ ପୁରାତନ ଛାତ୍ରଛାତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ ।

ନବକିଶୋର ନାୟକ, ସୁରେଶ ଚନ୍ଦ୍ର ଜେନା ଓ ବିନାୟକ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ସୁଚାରୁ ଭାବେ ସମ୍ପନ୍ନ ହୋଇଥିଲା । ଆସନ୍ତା ବର୍ଷ ଛାତ୍ରଜୀବନର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଟାଙ୍କୋଳସ୍ଥିତ ମା’ ତାରା ଦେବୀ ପୀଠରେ ଅଧିକ ବ୍ୟାପକ ଆକାରରେ ବନ୍ଧୁ ମିଳନ ଉତ୍ସବ ଆୟୋଜନ କରିବାକୁ ସର୍ବସମ୍ମତିକ୍ରମେ ସ୍ଥିର କରାଯାଇଥିଲା। ଶେଷରେ ପ୍ରସାଦ ସେବନ ପରେ ସମସ୍ତ ସହପାଠୀ ଭାବବିହ୍ୱଳ ପରିବେଶ ମଧ୍ୟରେ ପରସ୍ପରକୁ ବିଦାୟ ଜଣାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

July 14, 2026
ଖଳି ଲାଗି ପାଇଁ ଶୁଦ୍ଧ ସୁଆର ଶ୍ରୀମନ୍ଦିର ପ୍ରବେଶ

ଖଳି ଲାଗି ପାଇଁ ଶୁଦ୍ଧ ସୁଆର ଶ୍ରୀମନ୍ଦିର ପ୍ରବେଶ

July 14, 2026
ଗଣତନ୍ତ୍ର ପ୍ରତି ବିପଦ : ରବି ରଥ

ଗଣତନ୍ତ୍ର ପ୍ରତି ବିପଦ : ରବି ରଥ

July 14, 2026
୧୯୭୭ ମାଟ୍ରିକ୍ ବ୍ୟାଚ୍‌ର ବନ୍ଧୁ ମିଳନ

୧୯୭୭ ମାଟ୍ରିକ୍ ବ୍ୟାଚ୍‌ର ବନ୍ଧୁ ମିଳନ

July 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

July 14, 2026
ଖଳି ଲାଗି ପାଇଁ ଶୁଦ୍ଧ ସୁଆର ଶ୍ରୀମନ୍ଦିର ପ୍ରବେଶ

ଖଳି ଲାଗି ପାଇଁ ଶୁଦ୍ଧ ସୁଆର ଶ୍ରୀମନ୍ଦିର ପ୍ରବେଶ

July 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version