• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ  ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
July 16, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ  ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜାନ୍ୟୁଜ ) (ନି. ପ୍ର) :- ନୟାଗଡ଼ ହାଉସିଂବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ରଥପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ରଥ ନିର୍ମାଣ ପାଇଁ ବ୍ଯବହୃତ ହେଉଥିବା ଫାସି, ଅସନ, ଧଉରା ଗଛର ଅଭାବକୁ ନେଇ ସୃଷ୍ଟି ହେଉଥିବା ବିଭିନ୍ନ ବାଦବିବାଦରୁ ଦୂରେଇ ବିଦ୍ଯାଳୟର ସେବାବ୍ରତୀ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ ମାନେ ନିଜ ନିଜ ଜମିବାଡିରେ ଫାସି ଗଛ ଲଗାଇ ତାକୁ ଯତ୍ନ ସହକାରେ ବଡକରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ସମର୍ପଣ କରିବାକୁ ସଂକଳ୍ପ ନେଇଛନ୍ତି ।

ଏହି ଫାସି ଚାରା ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ଯୋଗଦେଇଥିଲା ବେଳେ ବିଶିଷ୍ଟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ଥିଲେ, ସମ୍ମାନିତ ଅତିଥି ଭାବେ ନୟାଗଡ଼ ବନଖଣ୍ଡ ଅଧିକାରୀ ଦେବାର୍ଚ୍ଚନ ବେହେରା ଓ ପୌର ପରିଷଦ ଅଧ୍ଯକ୍ଷା ନିରୁପମା ଖଟେଇ ଯୋଗଦେଇ କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଥିଲେ । ରଥ ନିର୍ମାଣ ପାଇଁ ଆବଶ୍ଯକ କାଠ ନୟାଗଡ଼ ବନଖଣ୍ଡ ରୁ ସରି ସରି ଯାଉଥିବା ବେଳେ ଏହି ପ୍ରୟାସ ନିଶ୍ଚିତ ଭାବେ ସ୍ବାଗତ ଯୋଗ୍ୟ ବୋଲି ମୁଖ୍ଯ ଅତିଥି ଜିଲ୍ଲାପାଳ କହିଥିଲେ ।

ପରିବେଶ ସୁରକ୍ଷା ହେବ ତା ସହିତ ରଥ ପାଇଁ କାଠର ଅଭାବ ଦୂର ହେବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ସର୍ବ ପ୍ରଥମେ ବିଦ୍ଯାଳୟ ପରିସରରେ ଅତିଥି ମାନେ ଏକ ଫାସି ଚାରା ରୋପଣ କରିଥିଲେ।ତାହା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଆଳତୀ ସହିତ ଏକ ଭବ୍ୟ ଓ ଦିବ୍ୟ କାର୍ଯ୍ୟକ୍ରମରେ ଚାଳିଶ ଜଣ ଜଗନ୍ନାଥ ପ୍ରେମୀ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ ମାନଙ୍କୁ ଫାସି ଚାରା ବଣ୍ଟନ କରିଥିଲେ ।

ଅଭିଭାବକ ମାନେ ନିଜ ଜମିବାଡିରେ ଏହି ଚାରା ରୋପଣ କରି ପ୍ରତିଦିନ ସନ୍ଧ୍ଯାରେ ଧୂପ ଦୀପ ଦେଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଏହି ଗଛ ମାଧ୍ୟମରେ ଦର୍ଶନ କରିବେ ବୋଲି ମତବ୍ଯକ୍ତ କରିଥିଲେ । ଯେଉଁ ମାନେ ଏହି କାର୍ଯ୍ୟକ୍ରମ ଜରିଆରେ ଚାରା ସଂଗ୍ରହ କଲେ ସେମାନେ ଏକ ନିର୍ଦ୍ଦିଷ୍ଟ ଫର୍ମ ପୂରଣ କରିଛନ୍ତି, ଯେଉଁ ଫର୍ମ ନୟାଗଡ଼ ବନଖଣ୍ଡ ଓ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ପ୍ରେରଣ କରାଯିବ ବୋଲି ସଂପାଦକ ଶ୍ରୀଯୁକ୍ତ ସାହୁ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରକୃତି ବନ୍ଧୁ ଅନାଦି ଚରଣ ମହାନ୍ତି,

ଭାରତ ବିକାଶ ପରିଷଦ ର ସଦସ୍ଯ ଦୁର୍ଯ୍ୟୋଧନ ସାହୁ,ଉଦୟନାଥ ସାହୁ, ଶ୍ରୀକୁମର ରଥ, ସୂର୍ଯ୍ଯମଣି ସାହୁ ଯୋଗଦେଇ ଥିଲା ବେଳେ ସଂଗୀତ ଗୁରୁ ରଜନୀକାନ୍ତ ମହାପାତ୍ର, ରୋଟାରିଆନ ଧୀରେନ୍ଦ୍ର କୁମାର ପଟ୍ଟନାୟକ,ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକଙ୍କ ସମେତ ବିଦ୍ଯାଳୟର ସ୍କାଉଟ୍ ଗାଇଡ୍ ଛାତ୍ରଛାତ୍ରୀ ଓ ସମସ୍ତ ଗୁରୁଜୀ ଗୁରୁମା ମାନେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

September 18, 2026
ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

September 18, 2026
ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି ‘ଜେ’ ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି

ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି ‘ଜେ’ ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି

September 18, 2026
“ମୋ ପରିବାର” ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀ ସମ୍ମାନୀତ 

“ମୋ ପରିବାର” ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀ ସମ୍ମାନୀତ 

September 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

September 18, 2026
ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version