• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

Proprietor Abhimanyu Maharana by Proprietor Abhimanyu Maharana
July 16, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜାନ୍ୟୁଜ ) (ନି. ପ୍ର) :- “ସବୁଜିମା ଦ୍ଵାରା ପୃଥିବୀର ଉପଚାର କରିବା ” ଏହି ଥିମରେ ପର୍ଯ୍ୟବେଶିତ ବନମହୋତ୍ସବ ଆଜି ପ୍ରଜାମଣ୍ଡଳ ମହାବିଦ୍ୟାଳୟରେ ବହୁ ଆଡ଼ମ୍ବର ସହକାରେ ପାଳନ କରାଯାଇଅଛି। ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନା ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଅଧକ୍ଷା ଶ୍ରୀମତୀ ସ୍ମିତା ରାଣୀ ରାଉତରାୟ ଉଦ୍ଘାଟନ କରିଥିଲେ । ଯୁବ ରେଡକ୍ରସ୍ କାଉନସିଲର ଶ୍ରୀମତୀ ମିନାକ୍ଷୀ ବାଳା ମିଶ୍ର ବନମହୋତ୍ସବ ପାଳନର ଉପାଦେୟତା ଓ ମହତ୍ତ୍ୱ ବିଷୟରେ ନିଜ ମତବ୍ୟକ୍ତ କରିଥିଲେ । ଅଧ୍ଧଖା ଶ୍ରୀମତୀ ରାଉତରାୟ “ବୃକ୍ଷ ରୋପଣ ଦ୍ବାରା ଅମ୍ଳଜାନ ସ୍ତର,

ପୃଥିବୀରେ ସବୁଜିମା ତଥା ବୃଷ୍ଟିପାତ ବୃଦ୍ଧି ହେବ। ସମସ୍ତେ ବୃକ୍ଷ ରୋପଣ କରି,ତାହାର ଯତ୍ନ ନେଇ ତାକୁ ବଞ୍ଚାଇ ରଖିବା” ବୋଲି ନିଜର ଅଭିଭାଷଣରେ କହିଥିଲେ । ଥିମ୍ ର ତାତ୍ପର୍ଯ୍ୟ ବିଷୟରେ କୃଷ୍ଣା କୁମାରୀ ଦାଶ ନିଜର ବକ୍ତବ୍ୟ ରଖିଥିଲେ। ଏହା ପରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ ସ୍ଵେଚ୍ଛାସେବୀ ମାନେ ଫୁଲ ଗଛ ଲଗାଇଥିଲେ । ସ୍ଵେଚ୍ଛାସେବୀ ମାନେ ମହାବିଦ୍ୟାଳୟର ଛାତ୍ରୀ ଓ କର୍ମଚାରୀ ମାନଙ୍କୁ ୧୫୦ଟି ପିଜୁଳି, ଅମୃତଭଣ୍ଡା,ସଜନା, ଡାଳିମ୍ବ ଲେମ୍ବୁ ,ମନ୍ଦାର ,ଶାଗୁଆନ ପ୍ରଭୃତି ବଡ଼ ଗଛ ଚାରା ବଣ୍ଟନ କରିଥିଲେ ।

ଏ କାର୍ଯ୍ୟକ୍ରମକୁ ଯୁବ ରେଡକ୍ରସ୍ କାଉନସିଲର ଶ୍ରୀମତୀ ମତୀ ମିଶ୍ର ସଞ୍ଜଯୋଜନା କରିଥିଲେ ଓ NSS ପ୍ରୋଗ୍ରାମ ଅଫିସର ଶ୍ରୀମତୀ ରଶ୍ମିତା ଭୁଜବଳ ଧନ୍ୟବାଦ ଅର୍ପଣ କରିଥିଲେ । ମହାବିଦ୍ୟାଳୟର ଅଧ୍ୟାପିକା ସରସ୍ଵତୀ ପ୍ରଧାନ, ଅନ୍ୱେଷା ମହାନ୍ତି, ସୁଚିସ୍ମିତା ମିଶ୍ର, ବାଣି ବନ୍ଦନା ବିଶ୍ଵାଳ ଓ ଅଧ୍ୟାପକ କୃପାସିନ୍ଧୁ କରଶ,ବାପି ନାୟକ, ପବିତ୍ର ନନ୍ଦ, ଭୁବନେଶ୍ୱର ବେହେରା ଓ ଅନ୍ୟ କର୍ମଚାରୀ ବୃନ୍ଦ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ପ୍ରାୟ ୨୦୦ ଛାତ୍ରୀ ଓ ୫୦ ଜଣ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନା ସ୍ଵେଚ୍ଛାସେବୀ ମାନେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026
ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

July 16, 2026
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ  ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ  ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ

July 16, 2026
ଦାସିଆ ଅଜାଙ୍କ ୧୧୯ତମ ଜୟନ୍ତୀ ପାଳିତ, ଛାତ୍ରଛାତ୍ରୀଙ୍କୁ ସଂଘର୍ଷ ଓ ସଂକଳ୍ପର ବାର୍ତ୍ତା

ଦାସିଆ ଅଜାଙ୍କ ୧୧୯ତମ ଜୟନ୍ତୀ ପାଳିତ, ଛାତ୍ରଛାତ୍ରୀଙ୍କୁ ସଂଘର୍ଷ ଓ ସଂକଳ୍ପର ବାର୍ତ୍ତା

July 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026
ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

July 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version