• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

Proprietor Abhimanyu Maharana by Proprietor Abhimanyu Maharana
July 17, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ
Share on FacebookShare on TwitterWhatsapp

ଚକାଶିଳା କ୍ଷେତ୍ର ରଣପୁରରେ ମହା ଆଡ଼ମ୍ବରରେ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ

ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଚକାଶିଳା କ୍ଷେତ୍ରର ଶ୍ରୀଗୁଣ୍ଡିଚା ଯାତ୍ରା ସୃଷ୍ଟି କରିଥିଲା ଏକ ଭକ୍ତି, ପରମ୍ପରା ଓ ଆଧ୍ୟାତ୍ମିକତାର ଅନନ୍ୟ ପରିବେଶ ।

ରଣପୁର (ଓଡିଶା ତାଜାନ୍ୟୁଜ ) (ନି. ପ୍ର) :- ଚକାଶିଳା କ୍ଷେତ୍ର ରଣପୁରରେ ଉଭା ଉତ୍ସବ ପରେ ଗୁରୁବାର ବାର ଦିନ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ବହୁ ବର୍ଷ ଧରି ରାଜାରଜୁଡ଼ା ଅମଳରୁ ପାରମ୍ପରିକ ନୀତିକାନ୍ତି ଅନୁସାରେ ରଥଯାତ୍ରା ପାଳନ ହୋଇଆସୁଅଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନବସର,

ନେତ୍ରୋତ୍ସବ ସମେତ ବିଭିନ୍ନ ନୀତିକାନ୍ତି ମନ୍ଦିରରେ ସମ୍ପନ୍ନ ହେବା ପରେ ଶ୍ରୀଜୀଉମାନେ ବଡ଼ଦାଣ୍ଡରେ ସୁସଜ୍ଜିତ ତିନି ରଥରେ ବିଜେ ହୋଇ ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ । ପାରମ୍ପରିକ ନୀତିକାନ୍ତି ଅନୁସାରେ ଚତୁର୍ଦ୍ଧାମୂର୍ତ୍ତି ଆଡ଼ପ ମଣ୍ଡପରେ ବିଜେ କରିବେ ।

ମନ୍ଦିରରେ ମଙ୍ଗଳ ଆଳତି ନୀତି ସମାପ୍ତ ହେବା ପରେ ଅବକାଶ ନୀତି ସମ୍ପନ୍ନ କରାଯାଇଥିଲା । ପରବର୍ତ୍ତୀ ସମୟରେ ବଲ୍ଲଭ ନୀତି ସହିତ ରଥ ପ୍ରତିଷ୍ଠା କାର୍ଯ୍ୟ ସରିବା ପରେ ମହାପ୍ରଭୁଙ୍କ ସକାଳ ଧୂପ, ଧୋବ ପଖାଳ ଓ ମଙ୍ଗଳା ଅର୍ପଣ ନୀତି ସମାପନ ହୋଇଥିଲା ।

ଏହାପରେ ଅପରାହ୍ନରେ ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥ ଉପରକୁ ବିଜେ କରାଯାଇଥିଲା । ରାଜା ଶ୍ରୀ ଶ୍ରୀ ଦିଲ୍ଲୀପ ଚନ୍ଦ୍ର ସିଂହଦେଓଙ୍କ ରାଜପୁରୋହିତଙ୍କ ଦ୍ୱାରା ତିନି ରଥର ଛେରା ପହଁରା ନୀତି ସମ୍ପନ୍ନ କରାଯାଇଥିଲା ।

ପରେ ହଜାର ହଜାର ଭକ୍ତଙ୍କ ଗହଳି ମଧ୍ୟରେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣାଯାଇଥିବା ବେଳେ ମହିଳାମାନଙ୍କ ଦ୍ୱାରା ସୁଭଦ୍ରାଙ୍କ ଦେବୀଦଳନ ରଥ ଟଣାଯାଇ ମାଉସୀମା’ଙ୍କ ରଥଖଳାରେ ଲାଗିଥିଲା । ଅନ୍ୟପକ୍ଷରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ମନ୍ଦିରଖଳାରେ ଅଟକି ରହିଥିଲା ।

ଆଜିର ମେଘୁଆ ପାଗ ସତ୍ତ୍ୱେ ହଜାର ହଜାର ଶ୍ରଦ୍ଧାଳୁ ରଥାରୂଢ଼ ଶ୍ରୀଜୀଉଙ୍କ ଦର୍ଶନ କରି ଭାବବିହ୍ୱଳ ହୋଇପଡ଼ିଥିଲେ। ତହସିଲଦାରଙ୍କ ସମେତ ପୋଲିସ ଓ ମନ୍ଦିର ପ୍ରଶାସନର ନେତୃତ୍ୱରେ ତାଳଧ୍ୱଜ ଓ ଦେବୀଦଳନ ରଥ ଗୁଣ୍ଡିଚା ମନ୍ଦିର ରଥଖଳା ନିକଟରେ ପହଞ୍ଚିଥିଲା

ଏବଂ ସମଗ୍ର ରଥଯାତ୍ରା ସୁରୁଖୁରୁରେ ପରିଚାଳିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଆମ୍ବୁଲାନ୍ସ, ଅଗ୍ନି ନିର୍ବାହୀ ବିଭାଗ, ଏନଏସି ପକ୍ଷରୁ ପାଣି ଟ୍ୟାଙ୍କର ଓ ସଫେଇ କର୍ମଚାରୀମାନେ ନିୟୋଜିତ ରହିଥିଲେ । ରଥର ମୁଖ୍ୟ କାରିଗର କବିରାଜ ମହାରଣା ଓ

ଅନ୍ୟ କାରିଗରଙ୍କ ସମେତ ଗଣମାଧ୍ୟମ ପ୍ରତିନିଧିମାନେ ମଧ୍ୟ ବିଶେଷ ସତର୍କତା ଅବଲମ୍ବନ କରିଥିବା ଦେଖିବାକୁ ମିଳିଥିଲା । ଏହି ଅବସରରେ ବିଧାନସଭା ବାଚସ୍ପତି, ପୂର୍ବତନ ବିଧାୟକ ରବି ନାରାୟଣ ମହାପାତ୍ର, ଏନଏସି ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି,

ସାଂସଦ ପ୍ରତିନିଧି ପ୍ରିୟବ୍ରତ ପ୍ରହରାଜ ଙ୍କ ସମେତ ଅନ୍ୟାନ୍ୟ ନେତୃବୃନ୍ଦ ଯୋଗଦେଇ ରଥ ଟାଣିଥିଲେ । ରଥଯାତ୍ରାରେ ବିପୁଳ ଜନସମାଗମ ହୋଇଥିବା ବେଳେ ଭକ୍ତମାନଙ୍କ ମଧ୍ୟରେ ଭକ୍ତି, ଶ୍ରଦ୍ଧା ଓ ଉତ୍ସାହର ପରିବେଶ ପରିଲକ୍ଷିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0

ପୁରୀ : ଅଧାରେ ଅଟକିଲା ତିନି ରଥ

July 17, 2026
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ : ଅଧାରେ ଅଟକିଲା ତିନି ରଥ

July 17, 2026
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version