• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାମ୍ବାଦିକ ସଂଘ ପକ୍ଷରୁ ରଥଯାତ୍ରୀଙ୍କୁ ଜଳ ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
July 18, 2026
in ଓଡ଼ିଶା, ପୁରୀ, ହୋମ୍
0
ସାମ୍ବାଦିକ ସଂଘ ପକ୍ଷରୁ ରଥଯାତ୍ରୀଙ୍କୁ ଜଳ ବଣ୍ଟନ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜାନ୍ୟୁଜ ) (ନି. ପ୍ର) :- ଓଡିଶା ସାମ୍ବାଦିକ ସଂଘ(ଓଜେୟୁ) ,ପୁରୀଜିଲ୍ଲା ପକ୍ଷରୁ ପିକେଆରଆଇଟି କଲୋନୀ ତାରିଣୀ ମନ୍ଦିର ନିକଟରେ ରଥଯାତ୍ରୀ ମାନଙ୍କୁ ଜଳ ବଣ୍ଟନ କରାଯାଇଥିଲା । ଏହି ବଣ୍ଟନ କାର୍ଯ୍ୟକ୍ରମରେ ପୁରୀ ସଦରବ୍ଲକର ପ୍ରାକ୍ତନ ବିଡିଓ ଦେବଦତ୍ତ ଷଡଙ୍ଗୀ ଓ ତାଙ୍କ ଧର୍ମପତ୍ନୀ ନିରୁପମା ଷଡ଼ଙ୍ଗୀ ଉପସ୍ଥିତ ରହି ଜଳ ବଣ୍ଟନ କରିଥିଲେ । ତାଳବଣିଆ ବସଷ୍ଟାଣ୍ଡରୁ ଚାଲି ଚାଲି ଯାତାୟାତ କରୁଥିବା ରଥଯାତ୍ରୀ ମାନଙ୍କୁ ପିଇବା ପାଣି ବୋତଲ ବଣ୍ଟନ କରାଯାଇଥିଲା ।

ପାଣି ପିଇବା ପରେ ଅନୁଷ୍ଠାନକୁ ଧନ୍ୟବାଦ ଦେବା ସହ ଜଳ ମହାପୁଣ୍ୟ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ସଂଘର ଜିଲ୍ଲା ସଭାପତି ବିଜୟ ମିଶ୍ର, ସମ୍ପାଦକ ସୁଧାଂଶୁ ଶେଖର କର, ଉପଦେଷ୍ଟା ଅକ୍ଷୟ କୁମାର ସ୍ବାଇଁ, ଉପସଭାପତି ଅନିମେଶ ପଟ୍ଟନାୟକ, ବନିତା ଦୀକ୍ଷିତ ଓ ସମାଜସେବୀ ଅରୁଣ କୁମାର, ଅଭିରାମ ପ୍ରମୁଖ ଉପସ୍ଥିତ ରହି ଜଳ ବଣ୍ଟନ କରିଥିଲେ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପୁରୀ ଜିଲ୍ଲା ସଭାପତି ଇଂ ରାଜେଶ କୁମାର ମିଶ୍ର ଭିସି ମାଧ୍ୟମରେ ଯୋଗ ଦେଇ ସଂଘର ଏଭଳି ପ୍ରୟାସକୁ ଭୂୟଂଶୀ ପ୍ରଶଂସା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ବାଇକ ଚାଳକଙ୍କ ମୃତ୍ୟୁ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ବାଇକ ଚାଳକଙ୍କ ମୃତ୍ୟୁ

July 18, 2026
ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

July 18, 2026
ଆଦର୍ଶ ଶିଶୁ ନିକେତନ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଆଦର୍ଶ ଶିଶୁ ନିକେତନ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

July 18, 2026
କଟକରେ ଓଡ଼ିଶାର ସର୍ବବୃହତ ବିଶ୍ଵନାଥ ପଣ୍ଡିତ ପାଠାଗାର ଉଦଘାଟିତ

କଟକରେ ଓଡ଼ିଶାର ସର୍ବବୃହତ ବିଶ୍ଵନାଥ ପଣ୍ଡିତ ପାଠାଗାର ଉଦଘାଟିତ

July 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ବାଇକ ଚାଳକଙ୍କ ମୃତ୍ୟୁ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ବାଇକ ଚାଳକଙ୍କ ମୃତ୍ୟୁ

July 18, 2026
ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

July 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version