ବାଲିଗୁଡା (ଓଡିଶା ତାଜାନ୍ୟୁଜ ) (ନି. ପ୍ର) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗୁଣ୍ଡିଚା ମନ୍ଦିର ର ଆଡପ ମଣ୍ଡପରେ ଚତୁର୍ଥ ଦିନ ସନ୍ଧ୍ୟାରେ ଶ୍ରଦ୍ଧାଳୁ ଠାକୁର ବରାହ ଅବତାରରେ ଦର୍ଶନ ଦେଇଛନ୍ତି l ବଡ ସନ୍ଧ୍ୟା ଦର୍ଶନ ପାଇଁ ମନ୍ଦିର ଟ୍ରଷ୍ଟ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା ।
















