ପୁରୀ (ଓଡିଶା ତାଜାନ୍ୟୁଜ ) (ନି.ପ୍ର) ପୁରୀ :- ଚଳିତ ରଥଯାତ୍ରା ଅବସରରେ ଭାରତୀୟ ସୁଟର ପଦ୍ମଶ୍ରୀ ଗଗନ ନାରଙ୍ଗ ଶ୍ରୀଜୀଉମାନଙ୍କୁ ଆଡପ ମଣ୍ଡପ ରେ ଦର୍ଶନ କରିଛନ୍ତି । ଦର୍ଶନ ପରେ ନିଜ ପ୍ରତିକ୍ରିୟା ରେ ମହାପ୍ରଭୁଙ୍କୁ ଦର୍ଶନ କରି ସେ ନିଜକୁ ଧନ୍ୟ ମନେ ଭବୁଛନ୍ତି ବୋଲି କହିବା ସହ ଏହି ଅନୁଭବ ସାରା ଜୀବନ ଆଛାଦିତ କରି ରଖିଥିବ ବୋଲି ଭାବ ବିହ୍ବଳ କଣ୍ଠରେ କହିଥିଲେ l

ପୋଲିସ ଅତିରିକ୍ତ ମହାନିର୍ଦ୍ଦେଶକ ଆଧୁନିକୀକରଣ ସୌମେନ୍ଦ୍ର ପ୍ରିୟଦର୍ଶୀ,ଆଇଜି ପିନାକ ମିଶ୍ର,କ୍ରୀଡା ବିଭାଗର ଅତିରିକ୍ତ ସଚିବ ବିଜୟ କୁମାର ସ୍ବାଇଁ,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ,କ୍ରୀଡା ଅଧିକାରୀ ଚନ୍ଦନ ସାହୁ ପ୍ରମୁଖ ଶ୍ରୀ ନାରଙ୍ଗ ଙ୍କୁ ସ୍ବାଗତ କରିଥିଲେ ।

ସୂଚନା ଯୋଗ୍ୟ ଯେ ପଦ୍ମଶ୍ରୀ ଶ୍ରୀ ନାରଙ୍ଗ ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ତାଙ୍କର ଅଲିମ୍ପିକ୍ସ ପଦକ ଜିତିଥିଲେ । ସେ ପୁରୁଷ ୧୦ ମିଟର ଏୟାର ରାଇଫଲ୍ ଇଭେଣ୍ଟରେ ଏକ କାଂସ୍ୟ ପଦକ ହାସଲ କରିଥିଲେ, ଯାହା ଗେମ୍ସର ସେହି ସଂସ୍କରଣରେ ଭାରତର ପ୍ରଥମ ପଦକ ଥିଲା ।