• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳର ୯ ଜଣ ରେଳ କର୍ମଚାରୀ ସୁରକ୍ଷା ପୁରସ୍କାରରେ ସମ୍ମାନିତ

Proprietor Abhimanyu Maharana by Proprietor Abhimanyu Maharana
July 22, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳର ୯ ଜଣ ରେଳ କର୍ମଚାରୀ ସୁରକ୍ଷା ପୁରସ୍କାରରେ ସମ୍ମାନିତ
Share on FacebookShare on TwitterWhatsapp

ଖୋରଧା-ଜଟଣୀ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ସୁରକ୍ଷିତ ଏବଂ ସୁଚାରୁ ରେଳ ଚଳାଚଳ ସୁନିଶ୍ଚିତ କରିବା ଦିଗରେ ନିଜର ନିଷ୍ଠା,ସତର୍କତା ଏବଂ ଉଲ୍ଲେଖନୀୟ ଯୋଗଦାନ ପାଇଁ ଖୋର୍ଦ୍ଧାରୋଡ୍ ଡିଭିଜନର ୯ ଜଣ ରେଳ କର୍ମଚାରୀଙ୍କୁ ସୁରକ୍ଷା ପୁରସ୍କାରରେ ସମ୍ମାନିତ କରାଯାଇଛି । ଖୋର୍ଦ୍ଧାରୋଡ୍‌ର ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଡି. ସୁନୀଲ ଏହି ପୁରସ୍କାର ପ୍ରଦାନ କରିଛନ୍ତି ।

ମଣ୍ଡଳ ରେଳ ପ୍ରବନ୍ଧକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସମାରୋହରେ ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ପରିଚାଳନା) ଶ୍ରୀ ପି.କେ. ବେହେରା, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଭିତ୍ତିଭୂମି) ଶ୍ରୀ ରାଜଧାରୀ ଯାଦବ ଏବଂ ବରିଷ୍ଠ ମଣ୍ଡଳ ସୁରକ୍ଷା ଅଧିକାରୀ ଶ୍ରୀ ନମୋନାରାୟଣ ମୀନା ଉପସ୍ଥିତ ଥିଲେ ।

ସମ୍ମାନିତ କର୍ମଚାରୀମାନେ ହେଲେ-ଶ୍ରୀ ବିରେନ୍ଦ୍ର କୁମାର ପଣ୍ଡିତTM-II/NYG,ଶ୍ରୀ ମନୀଷ କୁମାର ସିଂହ LP(G)/ତାଳଚେର ଶ୍ରୀ ଦୀପକ କୁମାର ବାରିକ LP(G)/KDJR, ଶ୍ରୀ ଡି. କର୍ମକାର,Sr. ALP/TLHR,ଶ୍ରୀ ମହେଶ୍ୱର ପରିଡ଼ା,LP(G)/KUR,ଶ୍ରୀ ଅଶ୍ୱିନୀ କୁମାର ସିଂହ, LP/PUI,ଶ୍ରୀ ସୁମିତ କୁମାର ଶର୍ମା,LP(G)/JKPR,ଶ୍ରୀ ଦିବାକର କୁମାର ସିଂହ,TPMB/BDBA, ଶ୍ରୀ ସଂଗ୍ରାମ କୁମାର ବେହେରା, TM-IV/DNM

ଏହି ଅବସରରେ ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଡି. ସୁନୀଲ ପୁରସ୍କୃତ କର୍ମଚାରୀ ମାନଙ୍କ କର୍ତ୍ତବ୍ୟ ପରାୟଣତା, ନିଷ୍ଠା,ସତର୍କତା ଏବଂ ତୁରନ୍ତ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଥିଲେ । ସମ୍ଭାବ୍ୟ ଦୁର୍ଘଟଣାକୁ ଏଡ଼ାଇବା ଏବଂ ସୁରକ୍ଷିତ ଟ୍ରେନ୍ ଚଳାଚଳ ସୁନିଶ୍ଚିତ କରିବାରେ ସେମାନଙ୍କର ସମୟୋପଯୋଗୀ ପଦକ୍ଷେପକୁ ସେ ସାଧୁବାଦ ଜଣାଇଥିଲେ ।

ଏଥିସହ ନିଜ ନିଜର କର୍ତ୍ତବ୍ୟ ସମ୍ପାଦନ ସମୟରେ ସମସ୍ତ ରେଳ କର୍ମଚାରୀଙ୍କୁ ସତର୍କ,ଜାଗ୍ରତ ଏବଂ ପ୍ରତିବଦ୍ଧ ରହିବାକୁ ସେ ଆହ୍ୱାନ ଦେଇଥିଲେ । ସୁରକ୍ଷା ପ୍ରତି ଅସାଧାରଣ ନିଷ୍ଠା ପ୍ରଦର୍ଶନ କରୁଥିବା କର୍ମଚାରୀ ମାନଙ୍କୁ ସମ୍ମାନିତ କରିବା ପାଇଁ ଖୋର୍ଦ୍ଧାରୋଡ୍ ଡିଭିଜନ୍ ସଦା ସର୍ବଦା ପ୍ରତିବଦ୍ଧ । ଏହା ସୁରକ୍ଷିତ, ନିରାପଦ ଏବଂ କାର୍ଯ୍ୟକ୍ଷମ ରେଳ ଚଳାଚଳ ଉପରେ ଭାରତୀୟ ରେଳବାଇର ଅବିଚଳ ଧ୍ୟାନକୁ ଆହୁରି ସୁଦୃଢ଼ କରିଥାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅନ୍ତୋଦ୍ୱୟ ଗୃହ ଯୋଜନାରେ ଲାଂଚ ନେବାବେଳେ ପିଇଓଙ୍କୁ ଭିଜିଲାନ୍ସ ଧରିଲା

ଅନ୍ତୋଦ୍ୱୟ ଗୃହ ଯୋଜନାରେ ଲାଂଚ ନେବାବେଳେ ପିଇଓଙ୍କୁ ଭିଜିଲାନ୍ସ ଧରିଲା

July 22, 2026
‘ନିଟ୍‌’ପରୀକ୍ଷାରେ ସଫଳତା; ଡାକ୍ତର ହେବେ ମନିସରଞ୍ଜନ ମଲ୍ଲିକ ବିଭିନ୍ନ ବର୍ଗରୁ ଶୁଭେଚ୍ଛା

‘ନିଟ୍‌’ପରୀକ୍ଷାରେ ସଫଳତା; ଡାକ୍ତର ହେବେ ମନିସରଞ୍ଜନ ମଲ୍ଲିକ ବିଭିନ୍ନ ବର୍ଗରୁ ଶୁଭେଚ୍ଛା

July 22, 2026
ପାଇକନଗରରେ ପ୍ରାୟ ୪ କୋଟି ଟଙ୍କା ବ୍ୟୟରେ କଭର ନାଳ ନିର୍ମାଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ  

ପାଇକନଗରରେ ପ୍ରାୟ ୪ କୋଟି ଟଙ୍କା ବ୍ୟୟରେ କଭର ନାଳ ନିର୍ମାଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ  

July 22, 2026
ନିଟ୍-ୟୁଜି ୨୦୨୬ ପରୀକ୍ଷାର୍ଥୀଙ୍କୁ ନ୍ୟାୟ ଦେବା ବଦଳରେ ପୋଲିସ୍ର ବର୍ବରତା ଦୁର୍ଭାଗ୍ୟଜନକ : ବିଜେଡି

ନିଟ୍-ୟୁଜି ୨୦୨୬ ପରୀକ୍ଷାର୍ଥୀଙ୍କୁ ନ୍ୟାୟ ଦେବା ବଦଳରେ ପୋଲିସ୍ର ବର୍ବରତା ଦୁର୍ଭାଗ୍ୟଜନକ : ବିଜେଡି

July 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅନ୍ତୋଦ୍ୱୟ ଗୃହ ଯୋଜନାରେ ଲାଂଚ ନେବାବେଳେ ପିଇଓଙ୍କୁ ଭିଜିଲାନ୍ସ ଧରିଲା

ଅନ୍ତୋଦ୍ୱୟ ଗୃହ ଯୋଜନାରେ ଲାଂଚ ନେବାବେଳେ ପିଇଓଙ୍କୁ ଭିଜିଲାନ୍ସ ଧରିଲା

July 22, 2026
‘ନିଟ୍‌’ପରୀକ୍ଷାରେ ସଫଳତା; ଡାକ୍ତର ହେବେ ମନିସରଞ୍ଜନ ମଲ୍ଲିକ ବିଭିନ୍ନ ବର୍ଗରୁ ଶୁଭେଚ୍ଛା

‘ନିଟ୍‌’ପରୀକ୍ଷାରେ ସଫଳତା; ଡାକ୍ତର ହେବେ ମନିସରଞ୍ଜନ ମଲ୍ଲିକ ବିଭିନ୍ନ ବର୍ଗରୁ ଶୁଭେଚ୍ଛା

July 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version