• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

Proprietor Abhimanyu Maharana by Proprietor Abhimanyu Maharana
July 27, 2026
in ଓଡ଼ିଶା, ପୁରୀ, ମନୋରଞ୍ଜନ, ହୋମ୍
0
ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା
Share on FacebookShare on TwitterWhatsapp

ପାର୍ଶ୍ବଦେବାଦେବୀ ଓ ଅଶରୀରମାନେ ପ୍ରୀତ ହେଲେ

ପୁରୀ (ଓଡିଶା ତାଜାନ୍ୟୁଜ) ନି. ପ୍ର :- ରବିବାର ଆଷାଢ ଶୁକ୍ଳ ଦ୍ଵାଦଶୀ ତିଥିରେ ରଥାରୁଢ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅଧରପଣା ପୂଜା ନୀତି ସମ୍ପନ୍ନ ହୋଇଛି । ପୂଜା ପରେ ପ୍ରତି ରଥର ତିନୋଟି ଲେଖାଁଏ ପୂର୍ଣ୍ଣ ପଣାହାଣ୍ଡିକୁ ସେବକ ମାନେ ଭାଙ୍ଗି ଦେଇଥିଲେ । ଅଧରରୁ ନିର୍ଗତ ଏହି ଅଧରପଣାକୁ ରଥ ସୁରକ୍ଷାରେ ଥିବା ପାର୍ଶ୍ବ ଦେବାଦେବୀ ଓ ଅଶରୀରମାନେ ପଣା ପାଇ ପ୍ରୀତ ହୋଇଥିଲେ । ଗତକାଲି ଶନିବାର ସୁନାବେଶ ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ ଦର୍ଶନ ଚାଲିଥିଲା ।

ମହାପ୍ରଭୁଙ୍କ ପହୁଡ ନୀତି ରବିବାର ସକାଳ ୫ଟା୫୦ରେ ହୋଇଥିଲା । ସକାଳ ୮ଟା୩୫ରେ ମଙ୍ଗଳଆଳତି ପରେ ପରେ ତିନିରଥରେ ମଇଲମ ଓ ତଡପଲାଗି ୯ଟା ୫୦ରେ ଅବକାଶ ନୀତି ଶେଷ ହୋଇଥିଲା । ୧୦ଟା ୨୦ରେ ବେଶ ଶେଷ, ୧୦ଟା ୪୫ ଗୋପାଳବଲ୍ଲଭ ହୋଇ ୧ଟା୫୦ରେ ସକାଳଧୂପ ହୋଇଥିଲା । ୨ଟା ୨୦ରେ ମଇଲମ, ୨ଟା୪୦ରେ ମହାସ୍ନାନ, ଅପରାହ୍ନ ୩ଟାରେ ସର୍ବାଙ୍ଗ ହୋଇ ୩ଟା୨୫ରେ ବେଶ ଶେଷ ହୋଇଥିଲା ।

୩ଟା୩୦ରୁ ୪ଟା ୫ରେ ତିନିରଥରେ ମଧ୍ଯାହ୍ନ ଧୂପ ନୀତି ଶେଷ ହେବାପରେ ଅଧରପଣା ନୀତି ଆରମ୍ଭ ହୋଇଥିଲା । କୁମ୍ଭକାରଙ୍କ ମାନଙ୍କ ଦ୍ବାରା ପ୍ରସ୍ତୁତ ହୋଇଥିବା ଶ୍ରୀବିଗ୍ରହଙ୍କ ଅଧର ସ୍ପର୍ଶ କରୁଥିବା ତୁମ୍ବାକାର ମାଟିହାଣ୍ଡି ତିନିରଥରେ ତିନୋଟି ଲେଖାଏଁ ୯ଟି ରଖାଯାଇଥିଲା । ପାଣିଆଆପଟ ସେବକମାନେ ତିନିରଥରେ ପିତ୍ତଳ ହଣ୍ଡା ରଖି ସିଂହଦ୍ୱାର ଛାଉଣୀ ମଠ କୁଅରୁ ପାଣି ଆଣି ରଖିଥିଲେ ।

ଶ୍ରୀମନ୍ଦିର ପ୍ରଶାସନ, ରାଘବ ଦାସ ମଠ ଓ ଓଡ଼ିଆ ମଠ ପଣା ପ୍ରସ୍ତୁତି ସାମଗ୍ରୀ ଯୋଗାଇ ଦେଇଥିଲେ । ଛେନା, କଦଳୀ, ସର,ଛାଚି, କର୍ପୂର, ଜାଇଫଳ, ଗୋଲମରିଚ ଗୁଣ୍ଡ ପକାଯାଇ ପଣା ପ୍ରସ୍ତୁତ ହୋଇଥିଲା । ହଣ୍ଡାରେ ପଣା ପ୍ରସ୍ତୁତ ପ୍ରତି ରଥରେ ରଖାଯାଇଥିବା ତିନୋଟି ଅଧରହାଣ୍ଡିରେ ପୂର୍ଣ୍ଣ କରାଯାଇଥିଲା । ପରେ ମହାସୁଆର ମାନଙ୍କ ଉପସ୍ଥିତିରେ ଭିତରଚ୍ଛ, ତଳୁଚ୍ଛ ଓ ସୁଭଦ୍ରାଙ୍କ ରଥରେ ପାଳିଆ ପୁଷ୍ପାଳକ ଅଧର ସମ୍ମୁଖରେ ଖଣ୍ଡେ ନୂଆ ଗାମୁଛା ଟେରା ବନ୍ଧାଯାଇଥିଲା ।

ଅଧରପଣା ହାଣ୍ଡି ଉପରେ ମଧ୍ୟ ଖଣ୍ଡେ ଲେଖାଏଁ ଧଳାକରିଆ ଘୋଡାଇ ଦିଆଯାଇଥିଲା । ଏହାପରେ ପତ୍ରିବଡ଼ୁ, ସୁଆରବଡ଼ୁ ଓ ଗରାବଡ଼ୁ ପାଳିଆ ସେବକମାନେ ତିନି ରଥ ଉପରେ ପୂଜା ଠା କରିଥାନ୍ତି । ପରେ ପାଳିଆ ପୂଜାପଣ୍ଡା ପଞ୍ଚୋପଚାରରେ ପୂଜା କରିଥିଲେ। ମହାପ୍ରଭୁଙ୍କ ଅଧରାମୃତ ଅଧରପଣାରକୁ ଭଙ୍ଗା ଯିବା ପରେ ରଥରେ ଥିବା ପାର୍ଶ୍ବ ଦେବଦେବୀ ଓ ଚଣ୍ଡୀଚାମୁଣ୍ଡା ମାନେ ପାଇଥିଲେ । ଆଜି ଦିନତମାମ ଶ୍ରଦ୍ଧାଳୁଙ୍କ ଭିଡ ଲାଗିରହିଥିଲା । ମହାପ୍ରଭୁଙ୍କ ଅଧରପଣା ନୀତି ଦର୍ଶନ ଭକ୍ତମାନେ ଦର୍ଶନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

July 27, 2026
ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

July 27, 2026
ଇଣ୍ଡିଆନ ଆଇଡୋଲ ସିଜିନ ୧୬ ର ବିଜେତା – ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ ଆଇଡୋଲ ସିଜିନ ୧୬ ର ବିଜେତା – ଜ୍ୟୋତିର୍ମୟୀ ନାୟକ

July 26, 2026
ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

July 27, 2026
ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version