• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କ୍ଷୁଦ୍ର ସଞ୍ଚୟ ଯୋଜନା ସମ୍ପର୍କିତ ଆର୍ଥିକ ସାକ୍ଷରତା ଓ ସଚେତନତା କର୍ମଶାଳା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
July 30, 2026
in ଓଡ଼ିଶା, ଗଜପତି, ହୋମ୍
0
କ୍ଷୁଦ୍ର ସଞ୍ଚୟ ଯୋଜନା ସମ୍ପର୍କିତ ଆର୍ଥିକ ସାକ୍ଷରତା ଓ ସଚେତନତା କର୍ମଶାଳା ଅନୁଷ୍ଠିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ ଅନ୍ତର୍ଗତ କେ.ସି.ପୁରସ୍ଥିତ ସରକାରୀ ଏସ୍.ଏସ୍.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ପକ୍ଷରୁ କ୍ଷୁଦ୍ର ସଞ୍ଚୟ ଯୋଜନା ସମ୍ପର୍କିତ ଆର୍ଥିକ ସାକ୍ଷରତା ଓ ସଚେତନତା କାର୍ଯ୍ୟକ୍ରମ ଅବସରରେ ଏକ ଆଲୋଚନା ଚକ୍ର ଓ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କର୍ମଶାଳାରେ ଜିଲ୍ଲା ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ ଶ୍ରୀମତୀ ତ୍ରିବେଣୀ କୁମାରୀ ଦେବୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ସୋଲମ ରାଇକା,

ଡେପୁଟି ପୋଲିସ ଉପ- ଅଧୀକ୍ଷକ ଶ୍ରୀମତୀ ସରିତା ବେହୁରିଆ, ଗୁମ୍ମା ଉପ-ଡାକଘରର ପୋଷ୍ଟମାଷ୍ଟର ଶ୍ରୀ ଶଙ୍କର ପାତ୍ର, ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷକ,ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। କର୍ମଶାଳାରେ ବିଭିନ୍ନ କ୍ଷୁଦ୍ର ସଞ୍ଚୟ ଯୋଜନା, ସରକାରଙ୍କ ପ୍ରୋତ୍ସାହନମୂଳକ ସଞ୍ଚୟ ଯୋଜନା, ଆର୍ଥିକ ସାକ୍ଷରତାର ଗୁରୁତ୍ୱ, ନିୟମିତ ସଞ୍ଚୟ ଓ ନିବେଶର ସୁଫଳ ସମ୍ପର୍କରେ ବିସ୍ତୃତ ସଚେତନତା ସୃଷ୍ଟି କରାଯାଇଥିଲା।

ଏହାସହ ଡିଜିଟାଲ ଆର୍ଥିକ କାରବାର ସମୟରେ ସତର୍କତା ଅବଲମ୍ବନ, ସାଇବର ଠକେଇରୁ ସୁରକ୍ଷିତ ରହିବାର ଉପାୟ ଏବଂ ପ୍ରତିରୋଧମୂଳକ ପଦକ୍ଷେପ ସମ୍ପର୍କରେ ଉପସ୍ଥିତ ଅଂଶଗ୍ରହଣକାରୀଙ୍କୁ ଅବଗତ କରାଯାଇଥିଲା। ଆଲୋଚନା ଚକ୍ରରେ ଛାତ୍ରଛାତ୍ରୀ ଓ ଅନ୍ୟାନ୍ୟ ଅଂଶଗ୍ରହଣକାରୀମାନଙ୍କ ସହ ସକ୍ରିୟ ମତବିନିମୟ କରାଯାଇଥିଲା । ସେମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ଦେବା ସହ କ୍ଷୁଦ୍ର ସଞ୍ଚୟ ଯୋଜନା, ସୁରକ୍ଷିତ ନିବେଶ ଏବଂ ସାଇବର ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ

July 30, 2026
ପାରଳାଖେମୁଣ୍ଡି ଠାରେ ରଥଯାତ୍ରା ପାଳନ ଉପଲକ୍ଷେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

ପାରଳାଖେମୁଣ୍ଡି ଠାରେ ରଥଯାତ୍ରା ପାଳନ ଉପଲକ୍ଷେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

July 30, 2026
କ୍ଷୁଦ୍ର ସଞ୍ଚୟ ଯୋଜନା ସମ୍ପର୍କିତ ଆର୍ଥିକ ସାକ୍ଷରତା ଓ ସଚେତନତା କର୍ମଶାଳା ଅନୁଷ୍ଠିତ

କ୍ଷୁଦ୍ର ସଞ୍ଚୟ ଯୋଜନା ସମ୍ପର୍କିତ ଆର୍ଥିକ ସାକ୍ଷରତା ଓ ସଚେତନତା କର୍ମଶାଳା ଅନୁଷ୍ଠିତ

July 30, 2026
ରଥଯାତ୍ରା ପାଳନ ଉପଲକ୍ଷେ ଚତୁର୍ଥ ସନ୍ଧ୍ୟାରେ ମାଁ କୁରେଇଶୁଣୀ ଭଜନ ସଙ୍ଘ ର ଭଜନ ପରିବେଷଣ

ରଥଯାତ୍ରା ପାଳନ ଉପଲକ୍ଷେ ଚତୁର୍ଥ ସନ୍ଧ୍ୟାରେ ମାଁ କୁରେଇଶୁଣୀ ଭଜନ ସଙ୍ଘ ର ଭଜନ ପରିବେଷଣ

July 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ

July 30, 2026
ପାରଳାଖେମୁଣ୍ଡି ଠାରେ ରଥଯାତ୍ରା ପାଳନ ଉପଲକ୍ଷେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

ପାରଳାଖେମୁଣ୍ଡି ଠାରେ ରଥଯାତ୍ରା ପାଳନ ଉପଲକ୍ଷେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

July 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version