• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହିଳା ମାନେ କେବଳ ଲାଭାର୍ଥୀ ନୁହେଁ ବିକାଶ ପ୍ରକ୍ରିୟା ର କର୍ଣ୍ଣଧାର ହୁଅନ୍ତୁ : ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

Proprietor Abhimanyu Maharana by Proprietor Abhimanyu Maharana
August 1, 2026
in ଓଡ଼ିଶା, ପୁରୀ, ହୋମ୍
0
ମହିଳା ମାନେ କେବଳ ଲାଭାର୍ଥୀ ନୁହେଁ ବିକାଶ ପ୍ରକ୍ରିୟା ର କର୍ଣ୍ଣଧାର ହୁଅନ୍ତୁ : ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
Share on FacebookShare on TwitterWhatsapp

ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀ ଅନୁଷ୍ଠିତ ।

ପୁରୀ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଆମ ମା,ମହିଳା ମାନଙ୍କ ମଧ୍ୟରେ ଭରପୁର ଆତ୍ମବିଶ୍ବାସ ଓ ଅଜସ୍ର ଶକ୍ତି ରହିଛି।ସେଥିପାଇଁ ସମଗ୍ର ଦେଶରେ ୨୬ ଲକ୍ଷ ୫୦ ହଜାର ଲକ୍ଷ ପତି ଦିଦି ସୃଷ୍ଟି କରି ଓଡ଼ିଶା ସର୍ବୋଚ୍ଚ ସ୍ଥାନ ହାସଲ କରିଛି ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା । ଆଜି ଅପରାହ୍ନ ରେ ପୁରୀ ସ୍ବାମୀ ନାରାୟଣ ମନ୍ଦିର ପରିସରରେ ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।ପୁରୀ, କଟକ,ଖୋର୍ଦ୍ଧା ଓ ନୟାଗଡ଼ ର ୬୦୦ ରୁ ଉର୍ଦ୍ଧ୍ବ ସୁଭଦ୍ରା ଶକ୍ତି ର ଡିଏଲଏଫ,ବିଏଲଏଫ ସଦସ୍ୟା ଏଥିରେ ଯୋଗ ଦେଇ ଉପ ମୁଖ୍ୟମନ୍ତ୍ରୀ ଙ୍କ ସହ ବାର୍ତ୍ତାଳାପ କରିବା ସହ ସେମାନଙ୍କ ସମସ୍ୟା,ଆଗାମୀ ଯୋଜନା, ନୂଆ ନୂଆ ଉତ୍ପାଦ ପାଇଁ ଆବଶ୍ୟକ ସହଯୋଗ ସମ୍ପର୍କରେ ଆଲୋଚନା କରିଥିଲେ ।

ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଆଞ୍ଚଳିକ ସ୍ତରୀୟ ଏହି କାର୍ଯ୍ୟକ୍ରମ ଦେବଗଡରୁ ଆରମ୍ଭ ହୋଇଥିଲା ଓ ପୁରୀ ରେ ସାରିବା ଲକ୍ଷ୍ୟ ରଖାଯାଇଥିଲା।ପ୍ରତିକୂଳ ପାଗ ସତ୍ବେ ସମସ୍ତଙ୍କ ସହଯୋଗ ରେ ଏହା ସମ୍ପର୍ଣ୍ଣ ହୋଇଛି । ଏହି ସମ୍ମିଳନୀର ଉଦ୍ଦେଶ୍ୟ ମିଶନ ଶକ୍ତିର ମା ମାନଙ୍କ ଠାରୁ ସେମାନଙ୍କ ଅନୁଭବ ଓ ଅଭିଜ୍ଞତା ମାଧ୍ୟମରେ ନୂତନ ଜ୍ଞାନ ଆହରଣ କରିବା । ଏହା ନୂଆ କିଛି କରିବାକୁ ପ୍ରେରଣା ଦେବା ସହ ଯୁବ ବର୍ଗଙ୍କୁ ଉପଯୁକ୍ତ ମାର୍ଗଦର୍ଶନ ରେ ସହାୟକ ହେବ । ଉତ୍ପାଦନ ବୃଦ୍ଧି ସହ ନୂତନ ନୂତନ ଉତ୍ପାଦ ପାଇଁ ସୁଯୋଗ ସୃଷ୍ଟି, ବଜାର ସୃଷ୍ଟି,ଇ ବଜାର ବ୍ୟବସ୍ଥା, କୃଷି କ୍ଷେତ୍ର,ଖାଦ୍ୟ ପ୍ରକ୍ରିୟା କରଣ, ପର୍ଯ୍ୟଟନ କ୍ଷେତ୍ରରେ ଅଧିକ ମନୋନିବେଶ କରିବା ସମ୍ପର୍କରେ ଉପ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।

କେବଳ ଲାଭାର୍ଥୀ ହେବା ଆମର ଲକ୍ଷ୍ୟ ନୁହେଁ ବରଂ ରାଜ୍ୟ ଓ ଦେଶର ବିକାଶ କୁ ତ୍ବରାନ୍ବିତ କରିବା ଆମ ସମସ୍ତଙ୍କ ଉଦ୍ୟମ ହେବା ଉଚିତ ବୋଲି ସେ ଆହ୍ବାନ ଦେଇଥିଲେ । ସରକାରଙ୍କ ସହ ଭାଗିଦାରୀ ହୋଇ ଆଗେଇବା ସହ ନିଜ ନିଜ ମଧ୍ୟରେ ସୁସ୍ଥ ପ୍ରତିଯୋଗିତା ମାଧ୍ୟମରେ ଆମ ଦକ୍ଷତା ଓ କୌଶଳ କୁ ଅଧିକ କ୍ରିୟାଶୀଳ କରିବାକୁ ଶ୍ରୀମତୀ ପରିଡା ପରାମର୍ଶ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଓ ପୁରୀ ବିଧାୟକ ସୁନୀଲ କୁମାର ମହାନ୍ତି ମହିଳା ମାନଙ୍କୁ ସଶକ୍ତୀକରଣ କରିବା କ୍ଷେତ୍ରରେ ଏହି ପଦକ୍ଷେପ ଏକ ଉଲ୍ଲେଖଯୋଗ୍ୟ ଭୂମିକା ବୋଲି କହିବା ସହ ସମଗ୍ର ଦେଶରେ ଆମ ରାଜ୍ୟର ମହିଳା ମାନେ ସର୍ବାଧିକ ଲକ୍ଷ ପତି ଦିଦି ହେବା ଏକ ଗୌରବ ର କଥା ବୋଲି କହିଥିଲେ ।

ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସ୍ନେହା ଅରୁଗୁଳା ପ୍ରାରମ୍ଭରେ ସମସ୍ତଙ୍କୁ ସ୍ବାଗତ କରିବା ସହ ଏହି ସମ୍ମିଳନୀ ମହିଳା ମାନଙ୍କୁ ଅଧିକ ଦକ୍ଷତା ସମ୍ପର୍ଣ୍ଣ କରିବ ବୋଲି କହିଥିଲେ । ଶେଷରେ ଓଡିଆ ଜୀବିକା ମିଶନର ଯୁଗ୍ମ ସଚିବ ମମତା ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମ ରେ ଉପ ମୁଖ୍ୟମନ୍ତ୍ରୀ ଙ୍କ ବ୍ୟକ୍ତିଗତ ସଚିବ ଅବିନାଶ ରାଉତ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ତନୁପ୍ରଭା ବେଉରା ଓ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗ ଦେଇଥିଲେ । ପୂର୍ବରୁ ତାଳବଣିଆ ଠାରେ ପୁରୀ ଜିଲ୍ଲା ସୁଭଦ୍ରା ଶକ୍ତି କେନ୍ଦ୍ର କୁ ଉପ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଥିଲେ । ଅନ୍ୟାନ୍ୟ ଅତିଥି ମାନେ ମଧ୍ୟ ଉପସ୍ଥିତ ଥିଲେ ।କାର୍ଯ୍ୟକ୍ରମ ରେ ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ର ଅଧିକାରୀ, କର୍ମଚାରୀ ପ୍ରମୁଖ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

August 1, 2026
ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

August 1, 2026
ଖୋ ଖୋ ବୈଷୟିକ କାର୍ଯ୍ୟକର୍ତ୍ତା ଙ୍କୁ ସମ୍ବର୍ଦ୍ଧନା

ଖୋ ଖୋ ବୈଷୟିକ କାର୍ଯ୍ୟକର୍ତ୍ତା ଙ୍କୁ ସମ୍ବର୍ଦ୍ଧନା

August 1, 2026
ମହିଳା ମାନେ କେବଳ ଲାଭାର୍ଥୀ ନୁହେଁ ବିକାଶ ପ୍ରକ୍ରିୟା ର କର୍ଣ୍ଣଧାର ହୁଅନ୍ତୁ : ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ମହିଳା ମାନେ କେବଳ ଲାଭାର୍ଥୀ ନୁହେଁ ବିକାଶ ପ୍ରକ୍ରିୟା ର କର୍ଣ୍ଣଧାର ହୁଅନ୍ତୁ : ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

August 1, 2026
ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

August 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version