• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

Proprietor Abhimanyu Maharana by Proprietor Abhimanyu Maharana
August 1, 2026
in ଓଡ଼ିଶା, ପୁରୀ, ହୋମ୍
0
ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଚଳିତ ବନ୍ୟାରେ ପୁରୀ ଜିଲ୍ଲାର ନିମାପଡା, ପିପିଲି,ଡେଲାଙ୍ଗ ଓ କଣାସ ବ୍ଲକ ର ମୋଟ ୧୦ ଟି ପଞ୍ଚାୟତ ର ୧୫ ଟି ଗ୍ରାମ ପ୍ରଭାବିତ ହୋଇଛି । ଏଥିରେ ମୋଟ ୧୭୨୨୧ ଜଣ ବ୍ୟକ୍ତି ପ୍ରଭାବିତ ହୋଇଛନ୍ତି ବୋଲି ଜିଲ୍ଲା ଜରୁରୀ ବିଭାଗ ସୂଚନା ଦେଇଛନ୍ତି । ଜିଲ୍ଲା ଜରୁରୀ ବିଭାଗର ତଥ୍ୟ ଅନୁସାରେ ନିମାପଡା ବ୍ଲକର ଶଗଡା ପଞ୍ଚାୟତ,ପିପିଲି ବ୍ଲକ ର ପୁବା ଶାସନ, କଣ୍ଟି,ପୋପରଙ୍ଗା,ଓ ଭାରତୀପୁର ପଞ୍ଚାୟତ,କଣାସ ବ୍ଲକର ବଡାଶ, ଦୋକନ୍ଦା, ପାଣ୍ଡିଆକେରା ଓ ଗଡବଳଭଦ୍ରପୁର ପଞ୍ଚାୟତ ଏବଂ ଡେଲାଙ୍ଗ ବ୍ଲକର ସିଂହବରହମପୁର ପଞ୍ଚାୟତ ର ୧୭୨୨୧ ବ୍ୟକ୍ତି ପ୍ରଭାବିତ ହୋଇଛନ୍ତି ।

ପ୍ରଭାବିତ ମାନଙ୍କ ମଧ୍ୟରେ ୪୬ କ୍ୟୁଣ୍ଟାଲ ଚୁଡା ଓ ୫.୩ କ୍ୟୁଣ୍ଟାଲ ଗୁଡ ବଣ୍ଟନ କରାଯାଇଛି । କୃଷି ବିଭାଗର ପ୍ରାଥମିକ ରିପୋର୍ଟ ଅନୁସାରେ ପ୍ରାୟ ୩୧୦୦ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି।ଚିକିତ୍ସା ସୁବିଧା ପାଇଁ କଣାସ ବ୍ଲକରେ ଗୋଟିଏ ମେଡ଼ିକାଲ ଟିମ ମୁତୟନ କରାଯାଇଛି । ବନ୍ୟା ର ମୁକାବିଲା ପାଇଁ ପୂର୍ବରୁ ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ଏକ ଆଭାସୀ ବୈଠକ ମାଧ୍ୟମରେ ସମସ୍ତ ବିଡ଼ିଓ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନଙ୍କୁ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଆବଶ୍ୟକ ସ୍ଥଳେ ଖାଲୁଆ ଅଞ୍ଚଳ ରୁ ଲୋକ ମାନଙ୍କୁ ଉଦ୍ଧାର କରି ନିରାପଦ ଆଶ୍ରୟ ସ୍ଥଳରେ ରଖିବା, ଖାଦ୍ୟ,ପାନୀୟ ଜଳ, ଚିକିତ୍ସା ପ୍ରଦାନ କରିବା ଉପରେ ଜିଲ୍ଲାପାଳ ଗୁରୁତ୍ୱ ଦେଇଥଲେ । ବର୍ତ୍ତମାନ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣ ରେ ରହିଛି । ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିଛି ଓ ବନ୍ୟା ର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲ୍ଲାପାଳ ଶ୍ରୀ ପରିଡା ସୂଚନା ଦେବା ସହ ଅଯଥା ଭୟଭୀତ ନ ହେବାକୁ ଅନୁରୋଧ କରିଛନ୍ତି ।ଅପରପକ୍ଷରେ ଜଳସ୍ତର ହ୍ରାସ ପାଉଛି ବୋଲି ଜଳସେଚନ ବିଭାଗ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

August 1, 2026
ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

August 1, 2026
ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

August 1, 2026
ଖୋ ଖୋ ବୈଷୟିକ କାର୍ଯ୍ୟକର୍ତ୍ତା ଙ୍କୁ ସମ୍ବର୍ଦ୍ଧନା

ଖୋ ଖୋ ବୈଷୟିକ କାର୍ଯ୍ୟକର୍ତ୍ତା ଙ୍କୁ ସମ୍ବର୍ଦ୍ଧନା

August 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

August 1, 2026
ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

August 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version