ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଓଡ଼ିଶାର ବହୁଚର୍ଚ୍ଚିତ ଗଜପତିର ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ତତତ୍କାଳୀନ ଡିଏଫ୍ଓ ବରିଷ୍ଠ ଆଇଏଫଏସ ଅଧିକାରୀ ସଂଗ୍ରାମ ବେହେରା ସସପେଣ୍ଡ ହୋଇଥିବା ସୂଚନା ମିଳିଛି. ଏଠାରେ ଉଲ୍ଲେଖଯୋଗ୍ୟଯେ, ଗତ ୨୭ ତାରିଖ ଦିନ ପାରଳାଖେମୁଣ୍ଡି ଏସ୍ଡିଜେଏମ୍ ଅଦାଲତରେ ଶ୍ରୀ ବେହେରା ଆତ୍ମସମର୍ପଣ ପରେ କରି ଜାମିନ ଆବେଦନ ଖାରଜ ହୋଇଯିବାରୁ ତାଙ୍କୁ ପାରଳାଖେମୁଣ୍ଡି ଜେଲକୁ ପଠା ଯାଇଥିଲା.















