• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୌତୁକ ନିଷେଧ ଅଧିନିୟମ-୧୯୬୧ ଉପରେ ଜିଲ୍ଲାସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 8, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଯୌତୁକ ନିଷେଧ ଅଧିନିୟମ-୧୯୬୧ ଉପରେ ଜିଲ୍ଲାସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ନୟାଗଡ଼ ଜିଲ୍ଲା କାର୍ଯ୍ୟାଳୟର ସଦଭାବନା ସଭା ଗୃହରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ (DSWO Section) ପକ୍ଷରୁ ଯୌତୁକ ନିଷେଧ ଅଧିନିୟମ-୧୯୬୧ ସମ୍ବନ୍ଧୀୟ ଏକ ଜିଲ୍ଲାସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ନୟାଗଡ଼ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀମତୀ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରଶାସନିକ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ପ୍ରମୁଖ ଅତିଥିମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ, CDO-cum-EO ଶ୍ରୀ ଲଗ୍ନଜିତ ରାଉତ,

ଉପଜିଲ୍ଲାପାଳ ଶ୍ରୀ କର୍ଣ୍ଣାଦେବ ସମାଦାର, DLSA ସଚିବ ଶ୍ରୀମତୀ ଅଞ୍ଜଳୀ ମଛକୁନ୍ଦ, ଡେପୁଟି କଲେକ୍ଟର ଶ୍ରୀମତୀ ତପ୍ତି ରାଜ, DSWO ଶ୍ରୀମତୀ ଜୟଶ୍ରୀ ପଟନାୟକ, PO-cum-PO ଶ୍ରୀମତୀ ସଞ୍ଜୁଲତା ପାଣିଗ୍ରାହୀ ଓ ଜିଲ୍ଲା ହବ୍‌ ଫର୍‌ ଏମ୍ପାୱରମେଣ୍ଟ ଅଫ୍‌ ଉଇମେନ୍‌ (DHEW) ର ଜିଲ୍ଲା ସଂଯୋଜକ ଶ୍ରୀ ସୌମ୍ୟ ରଞ୍ଜନ ଦାଶ ଉପସ୍ଥିତ ଥିଲେ।ତାଲିମ ଶିବିରରେ ଜିଲ୍ଲାର ସମସ୍ତ CDPO, LS, DSO, DPO, DSSO ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନଙ୍କ ସମେତ ପ୍ରାୟ ୬୦ ଜଣ ଅଂଶଗ୍ରହଣକାରୀ ଯୋଗଦେଇଥିଲେ ।

ଯୌତୁକ ନିଷେଧ ଅଧିନିୟମର ବିଭିନ୍ନ ସଂଶୋଧନ, ଆଇନଗତ ବ୍ୟବସ୍ଥା, ଅଭିଯୋଗ ପଞ୍ଜୀକରଣ, ମହିଳା ସୁରକ୍ଷା, ସଚେତନତା ସୃଷ୍ଟି ଓ ଯୌତୁକ ପ୍ରଥା ନିରାକରଣରେ ପ୍ରଶାସନର ଭୂମିକା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା । ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ତାଙ୍କ ଉଦ୍ବୋଧନରେ ଯୌତୁକ ପ୍ରଥାକୁ ସମାଜ ପାଇଁ ଏକ ଅଭିଶାପ ବୋଲି ଉଲ୍ଲେଖ କରି

ଏହାର ସମୂଳ ନିରାକରଣ ପାଇଁ ସମସ୍ତ ବିଭାଗକୁ ସମନ୍ୱିତ ଭାବେ କାମ କରିବାକୁ ଆହ୍ୱାନ ଜଣାଇଥିଲେ । ସେ କହିଥିଲେ ଯେ ଆଇନ ସହିତ ସଚେତନତା ଓ ସାମାଜିକ ଭାଗୀଦାରି ମାଧ୍ୟମରେ ମାତ୍ର ଯୌତୁକମୁକ୍ତ ସମାଜ ଗଠନ ସମ୍ଭବ । ଶେଷରେ DSWO ବିଭାଗ ପକ୍ଷରୁ ସମସ୍ତ ଅତିଥି ଓ ଅଂଶଗ୍ରହଣକାରୀଙ୍କୁ ଧନ୍ୟବାଦ ଜଣାଯାଇଥିଲା। ତାଲିମ ଶିବିରଟି ସଫଳତାର ସହିତ ସମାପ୍ତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

Celebrating 77 Years of Fragrance Excellence, Cycle Pure Agarbathi Unveils Festive Innovations in Bhubaneswar

August 8, 2026
ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

August 8, 2026
ଯୌତୁକ ନିଷେଧ ଅଧିନିୟମ-୧୯୬୧ ଉପରେ ଜିଲ୍ଲାସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ

ଯୌତୁକ ନିଷେଧ ଅଧିନିୟମ-୧୯୬୧ ଉପରେ ଜିଲ୍ଲାସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ

August 8, 2026
କଥା ଦେଇ କଥା ରଖିଲା ରୋଟାରୀ କ୍ଲବ – ନୟାଗଡ଼

କଥା ଦେଇ କଥା ରଖିଲା ରୋଟାରୀ କ୍ଲବ – ନୟାଗଡ଼

August 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

Celebrating 77 Years of Fragrance Excellence, Cycle Pure Agarbathi Unveils Festive Innovations in Bhubaneswar

August 8, 2026
ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

August 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version