• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜାଣନ୍ତୁ ଆପଣଙ୍କର ରାଶିଫଳ ; ୨ ଅକ୍ଟୋବର ଶୁକ୍ରବାର

Proprietor Abhimanyu Maharana by Proprietor Abhimanyu Maharana
October 1, 2020
in Uncategorized, ଓଡ଼ିଶା, ରାଶିଫଳ, ହୋମ୍
0
ଜାଣନ୍ତୁ ଆପଣଙ୍କର ରାଶିଫଳ ; ୨ ଅକ୍ଟୋବର  ଶୁକ୍ରବାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨ ଅକ୍ଟୋବର ଶୁକ୍ରବାର ) ଭୁବନେଶ୍ୱର :- ମେଷ : ହାତଛଡ଼ା ହୋଇଥିବା କାର୍ଯ୍ୟଟି ପୁଣି ହସ୍ତଗତ ହୋଇପାରେ। ବାଦ-ବିବାଦର ସମ୍ମୁଖୀନ ହୋଇପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁଗୁଣ ସମ୍ପନ୍ନ ହେବେ। ଦାତା ଓ ମାନୀ ହୋଇପାରନ୍ତି। ଶତ୍ରୁ ବିନାଶ କରିପାରନ୍ତି।

ବୃଷ: ଧର୍ମ-କର୍ମ ସଂପାଦନ କରିପାରନ୍ତି। ଦ୍ରବ୍ୟ ଲାଭର ସୂଚନା ମିଳୁଛି। ଅର୍ଥ ପ୍ରାପ୍ତ ହେବେ। ପାରିବାରିକ ସୁଖ ମିଳିବ। ନିତ୍ୟାନନ୍ଦ ଭୋଗ କରିବେ। ଯାନବାହନ ସୁଖ ମିଳିପାରେ। ଶତ୍ରୁ ବିଜୟୀ ହେବେ। ମନ ପ୍ରଫୁଲ୍ଲ ରହିବ।

ମିଥୁନ: ସମ୍ମାନନୀୟ ବ୍ୟକ୍ତିଭାବେ ଲୋକାଦୃତ ହେବେ। ଅର୍ଥପ୍ରାପ୍ତିର ସୂଚନା ମିଳୁଛି। କର୍ମରେ ଉନ୍ନତି ଘଟିବ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ସତ୍‍ପୁତ୍ର ଲାଭ କରିପାରନ୍ତି। ଶାସ୍ତ୍ରାଭାଷୀ ହେବେ ବିନୀତ ସ୍ୱଭାବଯୁକ୍ତ ହୋଇପାରନ୍ତି।

କର୍କଟ: ଦାନ-ଧର୍ମକୁ ଶ୍ରେୟ ମଣି ପାରନ୍ତି। ଅର୍ଥାଗମ ହେବ। ସତ୍‍କର୍ମରେ ବ୍ୟୟ କରିପାରନ୍ତି। ପରଧନରେ ଧନୀ ହୋଇପାରନ୍ତି। ପ୍ରିୟଭାଷୀ ହେବେ। ଧନ ଯାନବାହନଯୁକ୍ତ ହୋଇପାରନ୍ତି। ବହୁଧନ ଓ ବହୁମିତ୍ରଯୁକ୍ତ ହେବେ।

ସିଂହ: ଖର୍ଚ୍ଚାନ୍ତ ହେବା ଆଶା କରାଯାଏ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ହେବେ। ସାମାନ୍ୟ ପରିମାଣର ଅର୍ଥ ପ୍ରାପ୍ତ ହେବେ। କର୍ମ ଚଞ୍ଚଳ ରହିବେ। କରଛଡ଼ା ଦେଇଥିବା ମିତ୍ର ପୁଣି ପାଖକୁ ଫେରିବେ। ସତର୍କତାର ଦିନ।

କନ୍ୟା: କେତେକ ସମସ୍ୟା ଉପରେ ତର୍କର ସମ୍ମୁଖୀନ ହୋଇପାରନ୍ତି। ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି। ପାଣ୍ଡିତ୍ୟ ଅର୍ଜନ କରିବେ। ସତ୍ୟବାଦୀ ହେବେ। ଶତ୍ରୁ ଦମନ କରି ଧନ ଭୋଗ କରିପାରନ୍ତି।

ତୁଳା: ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଆଶାବାଦୀ ହେବେ। ଅୟ ବୃଦ୍ଧିର ସୂଚନା ମିଳୁଛି। ପାରିବାରିକ ସୁଖଶାନ୍ତି। ଅବ୍ୟାହତ ରହିବ। ଶତ୍ରୁ ବିନାଶ କରିପାରନ୍ତି। ଶାନ୍ତ, ମେଧାବୀ ଓ ଜିତେନ୍ଦ୍ରିୟ ହେବେ।

ବିଛା: ଅର୍ଥାଭାବ ଦୂର କରିବା ପାଇଁ ଉଦ୍ୟମ ଜାରି ରଖିବେ। ଚିନ୍ତାଗ୍ରସ୍ତ ହୋଇପାରନ୍ତି। ହର୍ଷଯୁକ୍ତ, ବିଶୁଦ୍ଧଭାଷୀ ଓ ଧନଶାଳୀ ହେବେ। ବହୁ ଧନର ଅଧିକାରୀ ହେବେ। ଶତ୍ରୁ ଦମନ କରିବେ।

ଧନୁ: ଧନଲାଭକାରୀ ହେବେ। ଭୋଗୀ ହୋଇପାରନ୍ତି। ବିନୀତ ସ୍ୱଭାବର ହେବେ। ନିତ୍ୟାନନ୍ଦଯୁକ୍ତ, ଗୁଣବାନ ଓ ଧନୀ ହେବେ। ବହୁବିଦ୍ୟା ପାରଙ୍ଗମ ହେବେ। ଘାତଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ମକର: ଆଜି ଦିନଟି ଆପଣଙ୍କ ପାଇଁ କଲ୍ୟାଣକାରୀ ହେବ। ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପାରିବାରିକ ସୁଖ ଶାନ୍ତି ଅବ୍ୟାହତ ରହିବ। ପ୍ରତିଯୋଗିତାରେ ବିଜୟୀ ହୋଇ ଧନପ୍ରାପ୍ତ ହେବେ।

କୁମ୍ଭ: ଜଣେ ସୂଚନା ଦାତାଠାରୁ ଗୁରୁତ୍ୱପୂର୍ଣ୍ଣ ଘଟଣା ଆପଣଙ୍କ ଜ୍ଞାତସାରକୁ ଆସିବ। ଆଶାବାଦୀ ହେବେ। ଧର୍ମ-କର୍ମ ସଂପାଦନ କରିପାରନ୍ତି। ଧନାଗମ ହେବ। ନୀତିନିଷ୍ଠ ହେବେ। ଉତ୍ସର୍ଗୀକୃତ ମନୋଭାବର ହେବେ।

ମୀନ: ମିଳି ଥିବା ସୁଯୋଗକୁ ହାତଛଡ଼ା କରିବେ ନାହିଁ। ରୋଜଗାର ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନ ମିଳିବ। ଗୁଣବାନ୍‍ ହେବେ। ସୁସ୍ଥ ଓ ନିରାମୟ ରହିବେ। କୌଣସି କାରଣରୁ ଧନକ୍ଷୟ ହୋଇପାରେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version