• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଣପୁର ସବ୍-ରେଜିଷ୍ଟ୍ରାରଙ୍କ ବଦଳି କେବେ! କାର୍ଯ୍ୟକଳାପକୁ ନେଇ ବଢ଼ୁଛି ଜନଅସନ୍ତୋଷ, ଉଠୁଛି ବିଭିନ୍ନ ପ୍ରଶ୍ନ

Proprietor Abhimanyu Maharana by Proprietor Abhimanyu Maharana
August 9, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବାଣପୁର ସବ୍-ରେଜିଷ୍ଟ୍ରାରଙ୍କ ବଦଳି କେବେ! କାର୍ଯ୍ୟକଳାପକୁ ନେଇ ବଢ଼ୁଛି ଜନଅସନ୍ତୋଷ, ଉଠୁଛି ବିଭିନ୍ନ ପ୍ରଶ୍ନ
Share on FacebookShare on TwitterWhatsapp

ବାଣପୁର (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ବାଣପୁର ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ବିଭିନ୍ନ ଚର୍ଚ୍ଚା ଜୋର ଧରିଛି। ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଥିବା ବେଳେ, ସବ୍-ରେଜିଷ୍ଟ୍ରାରଙ୍କ ବଦଳି କେବେ ହେବ ବୋଲି ପ୍ରଶ୍ନ ଉଠୁଛି। ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ଅଧିକାରୀ ପ୍ରାୟ ଛଅ ବର୍ଷ ଧରି ଏକାଧାରରେ ବାଣପୁରରେ କାର୍ଯ୍ୟରତ ଅଛନ୍ତି । ଏତେ ଦୀର୍ଘ ସମୟ ଧରି ଏକ ସ୍ଥାନରେ ରହିବାକୁ ନେଇ ଲୋକଙ୍କ ମଧ୍ୟରେ ବିଭିନ୍ନ ସନ୍ଦେହ ଓ ପ୍ରଶ୍ନ ସୃଷ୍ଟି ହୋଇଛି ।

କେତେକ ମହଳରେ ଏପରି ମଧ୍ୟ ଆଲୋଚନା ହେଉଛି ଯେ, ଉକ୍ତ ଅଧିକାରୀଙ୍କର ଉଚ୍ଚସ୍ତରରେ ପ୍ରଭାବଶାଳୀ ସମ୍ପର୍କ ରହିଥିବାରୁ ତାଙ୍କ ବଦଳି ହେଉନାହିଁ । ଏପରିକି ବଦଳି ରୋକିବା ପାଇଁ ବିପୁଳ ଅର୍ଥ କାରବାର ହୋଇଥିବା ନେଇ ମଧ୍ୟ କେତେକ ଅଭିଯୋଗ ସାମ୍ନାକୁ ଆସିଛି । ତେବେ ଏହି ସମସ୍ତ ଅଭିଯୋଗର ସତ୍ୟତା ସ୍ପଷ୍ଟ ହୋଇନାହିଁ।
ଅନ୍ୟପଟେ, ରାଜ୍ୟ ସରକାରଙ୍କ ରାଜସ୍ୱ ବିଭାଗ ପକ୍ଷରୁ ସବ୍-ପ୍ଲଟ୍ ପଞ୍ଜୀକରଣ ଉପରେ କଟକଣା ଲାଗିଥିବା ସମୟରେ ମଧ୍ୟ କେତେକ ପ୍ଲଟ୍ ପଞ୍ଜୀକରଣ ହୋଇଥିବା ନେଇ ଚର୍ଚ୍ଚା ଚାଲିଛି। ଏହି ପଞ୍ଜୀକରଣ ପ୍ରକ୍ରିୟାରେ ଅନିୟମିତତା ଓ ଅର୍ଥ କାରବାର ହୋଇଥିବା ଅଭିଯୋଗ ଉଠିଛି ।

ଯଦି ଏହି ଅଭିଯୋଗରେ ସତ୍ୟତା ରହିଥାଏ, ତେବେ ଏହାର ନିରପେକ୍ଷ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଆଇନଗତ ପଦକ୍ଷେପ ନିଆଯିବା ଦରକାର ବୋଲି ସାଧାରଣରେ ଦାବି ହେଉଛି । ବାଣପୁର ଛାଡ଼ି ଯିବାକୁ ସମ୍ପୃକ୍ତ ଅଧିକାରୀ କାହିଁକି ଅନିଚ୍ଛୁକ, ଏହା ପଛରେ କୌଣସି ସ୍ୱାର୍ଥ ରହିଛି କି ନାହିଁ, ସେନେଇ ମଧ୍ୟ ଲୋକମାନଙ୍କ ମଧ୍ୟରେ ପ୍ରଶ୍ନ ଉଠୁଛି । ଏହି ସମସ୍ତ ବିଷୟରେ ସରକାର ଓ ସମ୍ପୃକ୍ତ ବିଭାଗ ସ୍ପଷ୍ଟୀକରଣ ଦେବା ସହ ଆବଶ୍ୟକ ହେଲେ ନିରପେକ୍ଷ ତଦନ୍ତ କରିବାକୁ ସାଧାରଣ ଲୋକ ଦାବି କରୁଛନ୍ତି । ଖୁବ ଶୀଘ୍ର ପରବର୍ତ୍ତୀ ପର୍ଯ୍ୟାୟରେ କେଉଁ କେଉଁ ପ୍ଲଟକୁ ସରକାରଙ୍କ ନିର୍ଦ୍ଧେଶକୁ ଖାତିର ନ କରି ଅର୍ଥ ଲୋଭରେ ପଞ୍ଜିକରଣ କରିଥିଲେ ତାହାର ଖୁଲାସା କରାଯିବ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ

ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ

August 9, 2026
ସମୀକ୍ଷାର ବାର୍ଷିକ ଉତ୍ସବରେ ବାଲିପାଟଣା ପ୍ରେସ କ୍ଲବ ସମ୍ମାନିତ

ସମୀକ୍ଷାର ବାର୍ଷିକ ଉତ୍ସବରେ ବାଲିପାଟଣା ପ୍ରେସ କ୍ଲବ ସମ୍ମାନିତ

August 9, 2026
ଭିଜିଲାନ୍ସ ଜାଲରେ ଏଡିଇଓ

ଭିଜିଲାନ୍ସ ଜାଲରେ ଏଡିଇଓ

August 9, 2026
ବାଣପୁର ସବ୍-ରେଜିଷ୍ଟ୍ରାରଙ୍କ ବଦଳି କେବେ! କାର୍ଯ୍ୟକଳାପକୁ ନେଇ ବଢ଼ୁଛି ଜନଅସନ୍ତୋଷ, ଉଠୁଛି ବିଭିନ୍ନ ପ୍ରଶ୍ନ

ବାଣପୁର ସବ୍-ରେଜିଷ୍ଟ୍ରାରଙ୍କ ବଦଳି କେବେ! କାର୍ଯ୍ୟକଳାପକୁ ନେଇ ବଢ଼ୁଛି ଜନଅସନ୍ତୋଷ, ଉଠୁଛି ବିଭିନ୍ନ ପ୍ରଶ୍ନ

August 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ

ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ

August 9, 2026
ସମୀକ୍ଷାର ବାର୍ଷିକ ଉତ୍ସବରେ ବାଲିପାଟଣା ପ୍ରେସ କ୍ଲବ ସମ୍ମାନିତ

ସମୀକ୍ଷାର ବାର୍ଷିକ ଉତ୍ସବରେ ବାଲିପାଟଣା ପ୍ରେସ କ୍ଲବ ସମ୍ମାନିତ

August 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version