• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

169 ଜନଜାତି ଗୋଷ୍ଠୀ କୁ ST ମାନ୍ୟତା ଦାବୀ ଦୋହରାଇଲେ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
August 9, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
169 ଜନଜାତି ଗୋଷ୍ଠୀ କୁ ST ମାନ୍ୟତା ଦାବୀ ଦୋହରାଇଲେ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ଶଙ୍ଖ ଭବନ ରେ ବିଶ୍ୱ ଆଦିମ ଜନଜାତି ଦିବସ ପାଳିତ ।
ଅଗଷ୍ଟ କ୍ରାନ୍ତି ଦିବସ ର ସହିଦ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ।

ବିଜୁ ଜନତା ଦଳ ଜନଜାତି ଭାଇ ଭଉଣୀଙ୍କ ଶ୍ରେଷ୍ଠ ବନ୍ଧୁ।
ଜନଜାତିଙ୍କ ଅଧିକାର ଓ ସାଂସ୍କୃତିକ ସୁରକ୍ଷା ପାଇଁ ବିଜେଡି ର ଲଢେଇ ଜାରି ରହିବ।

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଶଙ୍ଖ ଭବନ ରେ world Indegenous peoples day ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ ସରକାର ସମୟ ରେ ଜନଜାତି ବର୍ଗ ର ବିକାଶ ପାଇଁ ଅନେକ ଯୁଗାନ୍ତକାରୀ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା ।

ଉଚ୍ଚ ଶିକ୍ଷା ଠାରୁ ଆରମ୍ଭ କରି ସେମାନଙ୍କ ଜୀବନ ଜୀବିକା ଆଦି ବିଭିନ୍ନ କ୍ଷେତ୍ର ର ବିକାଶ କରି ସେମାନଙ୍କୁ ସଶକ୍ତ କରିବାକୁ ପଦକ୍ଷେପ ନେଇଥିଲା । ବିଜୁ ଜନତା ଦଳ କୁ ଜନଜାତି ଭାଇ ଭଉଣୀ ମାନଙ୍କ ର ଶ୍ରେଷ୍ଠ ବନ୍ଧୁ ଭାବରେ ଅବିହିତ କରି ଶ୍ରୀ ପଟ୍ଟ ନାୟକ କହିଥିଲେ ଯେ ତାଙ୍କ ସରକାର ସମୟରେ ପଂଚାୟତ କୁ ଜଙ୍ଗଲ ଜାତ ଦ୍ରବ୍ୟ ର ସଂଗ୍ରହ ଅଧିକାର ।

ହଜାର ହଜାର hostel , ଉଚ୍ଚ ଶିକ୍ଷା ପାଇଁ ଅନ୍ଵେଷା କାର୍ଯ୍ୟକ୍ରମ, ଜଙ୍ଗଲ ଜମି ଅଧିକାର ଆଦି ଜନଜାତି ଭାଇ ଭଉଣୀଙ୍କୁ ବିକାଶ ସହ ଯୋଡି ପାରିଥିଲା । ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଆଦିବାସୀ ଭାଇ ଭଉଣୀ ମାନଙ୍କ ଅଧିକାର ଓ ସେମାନଙ୍କ ସଂସ୍କୃତି ର ସୁରକ୍ଷା ପାଇଁ ବିଜେଡି ସବୁବେଳ ସେମାନଙ୍କ ସହ ଦୃଢ଼ ଭାବରେ ରହି ଆସିଛି ।

ବିଜେଡି ସରକାର ସମୟ ରେ ଆରମ୍ଭ ହୋଇଥିବା special development council ସମର୍କରେ ଉଲ୍ଲେଖ କରି ଶ୍ରୀ ପଟ୍ଟ ନାୟକ କହିଥିଲେ ଯେ ଆଦିବାସୀ କଳା ଓ ସଂସ୍କୃତି ର ସୁରକ୍ଷା ପାଇଁ ଏହା ଥିଲା ଏକ ଅନନ୍ୟ ପଦକ୍ଷେପ । Special Development councils in 23 districts, have made the tribals equal partners in development.

They became stewards in preserving their own sacred sites, arts, crafts, music, and traditions while improving their livelihood. ଜନଜାତି ଭାଇ ଭଉଣୀ ମାନଙ୍କୁ ସଶକ୍ତ କରି ସମ୍ମାନ ର ସହ ସେମାନଙ୍କ ନିଜ ମାଟିରେ ଵାସ କରିବା ର ସୁଯୋଗ ସୃଷ୍ଟି କରିବା ଥିଲା ବିଜେଡି ସରକାର ର ନୀତି ।

ବିଜେଡି ସରକାର ସମୟରେ 169 ଜନଜାତି ଗୋଷ୍ଠୀକୁ ST ତାଲିକା ରେ ଅନ୍ତର୍ଭୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ଦିଆଯାଇଥିବା ପ୍ରସ୍ତାବ ସମ୍ପର୍କରେ ଶ୍ରୀ ପଟ୍ଟନାୟକ ଉଲ୍ଲେଖ କରିବା ସହ ଏ ଦାବୀ ହାସଲ ପାଇଁ ଉଦ୍ୟମ ଜାରି ରହିବ ବୋଲି ଘୋଷଣା କରିଥିଲେ । ଶ୍ରୀ ପଟ୍ଟ ନାୟକ କହିଥିଲେ ଜନଜାତି ଭାଇ ଭଉଣୀ ମାନଙ୍କ ସଶକ୍ତିକରଣ କେବଳ ଏକ ପ୍ରତିଶ୍ରୁତି ନ ଥିଲା ବିଜେଡି ସରକାର ର ସବୁ ସବୁ ଜନଜାତି ବିକାଶ କାର୍ଯ୍ୟକ୍ରମ ର ଏହା ଥିଲା କେନ୍ଦ୍ର ବିନ୍ଦୁ ।

ଜନଜାତି ଭାଇ ଭଉଣୀ ମାନଙ୍କ ଜ୍ଞାନ କୁ ସମ୍ମାନ ଦେବାସହ ସେମାନଙ୍କ ସଂସ୍କୃତି ର ସୁରକ୍ଷା ପାଇଁ ନିଷ୍ଠାପର ଭାବରେ କାମ କରିବା ପାଇଁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ବିଜେଡି ର ବରିଷ୍ଠ ଉପସଭାପତି ଶ୍ରୀ ଦେବୀ ପ୍ରସାଦ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟ ରେ ଦଳ ର ନେତୃ ଗଣ ଓ ଜନଜାତି ବର୍ଗ ର ବନ୍ଧୁମାନେ ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

August 9, 2026
ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ

ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ

August 9, 2026
169 ଜନଜାତି ଗୋଷ୍ଠୀ କୁ ST ମାନ୍ୟତା ଦାବୀ ଦୋହରାଇଲେ ନବୀନ ପଟ୍ଟନାୟକ

169 ଜନଜାତି ଗୋଷ୍ଠୀ କୁ ST ମାନ୍ୟତା ଦାବୀ ଦୋହରାଇଲେ ନବୀନ ପଟ୍ଟନାୟକ

August 9, 2026
ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ

ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ

August 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

August 9, 2026
ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ

ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ

August 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version