• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ମାଟିର ପୁଅ ଜଗନ୍ନାଥ ମିଶ୍ରଙ୍କ ବିରଳ କୃତିତ୍ୱ

Proprietor Abhimanyu Maharana by Proprietor Abhimanyu Maharana
August 12, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ରଣପୁର ମାଟିର ପୁଅ ଜଗନ୍ନାଥ ମିଶ୍ରଙ୍କ ବିରଳ କୃତିତ୍ୱ
Share on FacebookShare on TwitterWhatsapp

ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାରତର ପ୍ରତିନିଧିତ୍ୱ କରିବେ, ଗୌରବାନ୍ୱିତ ରଣପୁରବାସୀ

ରଣପୁର (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ନୟାଗଡ଼ ଜିଲ୍ଲାର ରଣପୁର ବ୍ଳକ, ବୃନ୍ଦାବନପୁର ଗ୍ରାମ ମାଟି ଆଜି ପୁଣିଥରେ ଗୌରବରେ ଗର୍ବିତ ହୋଇଛି । ଏହି ଶହୀଦ ମାଟିର ସୁଯୋଗ୍ୟ ସନ୍ତାନ ଶ୍ରୀମାନ ଜଗନ୍ନାଥ ମିଶ୍ର ନିଜର ଅଦମ୍ୟ ପରିଶ୍ରମ, ଦକ୍ଷତା, ନିଷ୍ଠା ଓ ପ୍ରତିଭା ବଳରେ ଜାତୀୟସ୍ତରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ସହିତ ଏବେ ଅନ୍ତର୍ଜାତୀୟ ମଞ୍ଚରେ ଭାରତର ଗୌରବ ବଢ଼ାଇବାକୁ ଯାଉଛନ୍ତି ।

ଚୀନର ସାଙ୍ଘାଇ ସହରରେ ଅନୁଷ୍ଠିତ ହେବାକୁ ଯାଉଥିବା ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବା ପାଇଁ ଜଗନ୍ନାଥ ମିଶ୍ର ଯୋଗ୍ୟ ବିବେଚିତ ହୋଇଥିବା ଖବର ସମଗ୍ର ରଣପୁର ଅଞ୍ଚଳରେ ଆନନ୍ଦ ଓ ଗର୍ବର ପରିବେଶ ସୃଷ୍ଟି କରିଛି। ଜଣେ ସାଧାରଣ ଗ୍ରାମୀଣ ପରିବେଶରୁ ଆସି ନିଜ ପ୍ରତିଭା ଓ କଠିନ ପରିଶ୍ରମ ମାଧ୍ୟମରେ ବିଶ୍ୱସ୍ତରୀୟ ମଞ୍ଚରେ ଦେଶର ପ୍ରତିନିଧି ହେବାର ସୁଯୋଗ ପାଇବା ନିଶ୍ଚିତ ଭାବେ ଏକ ବିରଳ ସଫଳତା ।

ଜଗନ୍ନାଥଙ୍କ ଏହି ସଫଳତା କେବଳ ତାଙ୍କର ବ୍ୟକ୍ତିଗତ କୃତିତ୍ୱ ନୁହେଁ; ଏହା ତାଙ୍କ ପରିବାର, ବୃନ୍ଦାବନପୁର ଗ୍ରାମ, ରଣପୁର ଅଞ୍ଚଳ ଏବଂ ସମଗ୍ର ନୟାଗଡ଼ ଜିଲ୍ଲା ପାଇଁ ଏକ ବଡ଼ ଗୌରବର ବିଷୟ। ତାଙ୍କର ଏହି ଉପଲବ୍ଧି ଅନେକ ଯୁବପିଢ଼ିଙ୍କୁ ନୂଆ ସ୍ୱପ୍ନ ଦେଖିବା ଓ ସେହି ସ୍ୱପ୍ନକୁ ସାକାର କରିବା ପାଇଁ ଅକ୍ଲାନ୍ତ ପରିଶ୍ରମ କରିବାର ପ୍ରେରଣା ଦେବ। ରଣପୁର ଅଞ୍ଚଳର ଐତିହ୍ୟ,

ସଂସ୍କୃତି ଓ ସଂଗ୍ରାମର ପରମ୍ପରା ସହିତ ଏହି ମାଟିର ଅନେକ ସୁଯୋଗ୍ୟ ସନ୍ତାନ ବିଭିନ୍ନ କ୍ଷେତ୍ରରେ ନିଜର ପ୍ରତିଭାର ପରିଚୟ ଦେଇଆସିଛନ୍ତି । ସେହି ଗୌରବମୟ ପରମ୍ପରାରେ ଜଗନ୍ନାଥ ମିଶ୍ରଙ୍କ ନାମ ଯୋଡ଼ିହେବା ନିଶ୍ଚିତ ଭାବେ ଏକ ଗର୍ବର ବିଷୟ।ବୃନ୍ଦାବନପୁରର ଏହି ଯୁବ ପ୍ରତିଭା ଏବେ ଦେଶର ସୀମା ଅତିକ୍ରମ କରି ବିଶ୍ୱ ମଞ୍ଚରେ ନିଜର ଦକ୍ଷତା ପ୍ରଦର୍ଶନ କରିବାକୁ ଯାଉଛନ୍ତି ।

ତେଣୁ ତାଙ୍କର ଏହି ସଫଳତାରେ ଗ୍ରାମବାସୀଙ୍କଠାରୁ ଆରମ୍ଭ କରି ରଣପୁର ଅଞ୍ଚଳର ବୁଦ୍ଧିଜୀବୀ, ଶିକ୍ଷାବିତ୍‌, ଯୁବପିଢ଼ି ଓ ସଚେତନ ନାଗରିକମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ସାଙ୍ଘାଇର ଅନ୍ତର୍ଜାତୀୟ ମଞ୍ଚରେ ଭାରତର ପ୍ରତିନିଧି ଭାବେ ଜଗନ୍ନାଥ ନିଜର ଦକ୍ଷତା ପ୍ରଦର୍ଶନ କରିବାକୁ ଯାଉଥିବାରୁ ଏହା କେବଳ ତାଙ୍କ ପାଇଁ ନୁହେଁ, ତାଙ୍କ ପରିବାର ଓ ମାଟି ପାଇଁ ମଧ୍ୟ ଏକ ସ୍ମରଣୀୟ ମୁହୂର୍ତ୍ତ ।

ଭାରତର ତ୍ରିରଙ୍ଗାକୁ ନିଜ ପ୍ରତିଭା ମାଧ୍ୟମରେ ବିଶ୍ୱ ମଞ୍ଚରେ ଗୌରବାନ୍ୱିତ କରିବାର ଏହି ସୁଯୋଗ ତାଙ୍କ ଜୀବନର ଏକ ଅମୂଲ୍ୟ ଅଧ୍ୟାୟ ହୋଇ ରହିବ । “ରଣପୁର ମାଟିରୁ ସାଙ୍ଘାଇ ପର୍ଯ୍ୟନ୍ତ- ଜଗନ୍ନାଥ ମିଶ୍ରଙ୍କ ଏହି ଯାତ୍ରା ନିଶ୍ଚିତ ଭାବେ ଆମ ଅଞ୍ଚଳର ଯୁବପିଢ଼ି ପାଇଁ ଏକ ପ୍ରେରଣାଦାୟୀ ଗାଥା ହୋଇ ରହିବ ।”

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠ କୁ ପଦଯାତ୍ରା

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠ କୁ ପଦଯାତ୍ରା

August 12, 2026
ଭୁବନେଶ୍ୱରରେ ‘ବିକଶିତ ଭାରତ ୨୦୪୭’ ଭିଜନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱରରେ ‘ବିକଶିତ ଭାରତ ୨୦୪୭’ ଭିଜନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

August 12, 2026
ରଣପୁର ମାଟିର ପୁଅ ଜଗନ୍ନାଥ ମିଶ୍ରଙ୍କ ବିରଳ କୃତିତ୍ୱ

ରଣପୁର ମାଟିର ପୁଅ ଜଗନ୍ନାଥ ମିଶ୍ରଙ୍କ ବିରଳ କୃତିତ୍ୱ

August 12, 2026
A Rare Achievement by Ranpur’s Son Jagannath Mishra

A Rare Achievement by Ranpur’s Son Jagannath Mishra

August 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠ କୁ ପଦଯାତ୍ରା

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠ କୁ ପଦଯାତ୍ରା

August 12, 2026
ଭୁବନେଶ୍ୱରରେ ‘ବିକଶିତ ଭାରତ ୨୦୪୭’ ଭିଜନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱରରେ ‘ବିକଶିତ ଭାରତ ୨୦୪୭’ ଭିଜନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

August 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version