• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରମିକ ସଂଗଠନ ଓ କିଶାନ ମୋର୍ଚ୍ଚାର ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ପ୍ରତିବାଦ ସଭା

Proprietor Abhimanyu Maharana by Proprietor Abhimanyu Maharana
August 12, 2026
in ଓଡ଼ିଶା, ପୁରୀ, ହୋମ୍
0
ଶ୍ରମିକ ସଂଗଠନ ଓ କିଶାନ ମୋର୍ଚ୍ଚାର ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ପ୍ରତିବାଦ ସଭା
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚାର ମୋର୍ଚ୍ଚା ର ଦେଶବ୍ୟାପୀ ଆନ୍ଦୋଳନ ଡାକରାରେ ଅଗଷ୍ଟ ୧୦ତାରିଖରେ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଅଛି । ଶ୍ରମିକ ବିରୋଧୀ ୪ଟି ଶ୍ରମକୋଡ ବାତିଲ କରିବା, ସ୍କିମ ୱାର୍କର ଅଙ୍ଗନୱାଡ଼ି କର୍ମୀ ସହାୟିକା, ମଧ୍ୟାହ୍ନ ଭୋଜନ ପାଚିକା, ମିଶନଶକ୍ତି ଗୋଷ୍ଟି ସହାୟିକା, ଆଶାକର୍ମୀ ପ୍ରଭୂତିଙ୍କୁ ସରକାରୀ ମାନ୍ୟତା ପ୍ରଦାନ କରିବା,

ଯୁବକଙ୍କୁ ନିଯୁକ୍ତି ଗ୍ୟାରେଣ୍ଟି, କୃଷିଜାତ ଦ୍ରବ୍ୟର ଲାଭଜନକ ଦର ଦେବାପାଇଁ ଆଇନ ପ୍ରଣୟନ,୨୦୨୫ କଳା ବିଦୁତ୍ ସଂଶୋଧନ ଆଇନ ପ୍ରତ୍ୟାହାର, କୃଷକ ଓ ଗରୀବ ଲୋକଙ୍କୁ ଋଣ ଛାଡ କରିବା, ବୃହତ୍ ପୁଞ୍ଜିପତି ଙ୍କ ଉପରେ ଅଧିକ ଟିକସ ବସାଇବା, ସରକାରୀ ସମ୍ପତ୍ତି ଓ ବେବସାୟ ପ୍ରତିଷ୍ଠାନର ଘରୋଇକରଣ ବନ୍ଦ କରିବା, ଜନସାଧାରଣଙ୍କୁ ଶିକ୍ଷା ଓ ସ୍ୱାସ୍ଥ୍ୟ ଏକ ଅଧିକାର ଭାବେ ଗ୍ୟାରେଣ୍ଟି ଦେବା, ସର୍ବନିମ୍ନ ମଜୁରୀ ମାସିକ ୪୨ହଜାର ପ୍ରଦାନ କରିବା,

ଆମେରିକା ସହ ଦେଶ ସ୍ୱାର୍ଥ ବିରୋଧୀ ବାଣିଜ୍ୟ ଚୁକ୍ତି ବାତିଲ କରିବା ପ୍ରଭୃତି ଦାବୀରେ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଏଆଇଟିୟୁସି, ସିଆଇଟିୟୁ, ଏଆଇଏଫ୍ ଟିୟୁ ଓ କୃଷକ ସଂଗଠନମାନଙ୍କ ନେତୃତ୍ଵରେ ଏକ ଶୋଭାଯାତ୍ରା ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ଛକଠାରୁ ବାହାରି ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଥିଲା। ସିପିଆଇ ର ପୂର୍ବତନ ରାଜ୍ୟ ସମ୍ପାଦକ ଆଶିଷ କାନୁନଗୋ, ଶିକ୍ଷକ ନେତା ସୁରେନ୍ଦ୍ର ଜେନା,କୃଷକ ନେତା ଜଗନ୍ନାଥ ଦେଓ, ପ୍ରଦୀପ୍ତ ମହାନ୍ତି,କୃଷ୍ଣଚନ୍ଦ୍ର ରାଉତ,

ମନୋରଞ୍ଜନ ପରିଡା, ଏ ଆଇଟିୟୁସି ର ଶ୍ରମିକ ନେତା ବ୍ରଜବନ୍ଧୁ ପ୍ରଧାନ, ହରିହର ସେନାପତି,ବନମାଳୀ ସାହୁ,ସିଆଇଟିୟୁ ର ଶରତ ରାୟଗୁରୁ, ଟୁନା ନାୟକ,ପୀତବାସ ବେହେରା,ନୀଳଗିରି ମୋଟର କର୍ମଚାରୀ ସଂଘ ସମ୍ପାଦକ ଅଜୟ କୁମାର ମିଶ୍ର,ଅଙ୍ଗନୱାଡ଼ି କର୍ମୀ ସଂଘ ନେତ୍ରୀ ପ୍ରତିଭା ପରିଡା, ଲକ୍ଷ୍ମୀପ୍ରିୟା ମହାପାତ୍ର, ମିଶନଶକ୍ତି ଗୋଷ୍ଟିର ସହାୟିକା ସଂଘ ନେତ୍ରୀ ଅନୁସୂୟା ପ୍ରଧାନ, ଅଟୋ ଚାଳକ ସଂଘ ନେତା ବିପିନ ସାହୁ, ରେଳବାଇ ଠିକା ଶ୍ରମିକ ସଂଘ ନେତା ରଞ୍ଜନ ବଡୁ, ଗୋବିନ୍ଦ ମାଝୀ, ପ୍ରମୁଖ ଆଜିର ଆନ୍ଦୋଳନର ନେତୃତ୍ଵ ନେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବୁଧବାର ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

August 12, 2026
ପର୍ଯ୍ୟଟକଙ୍କ ସୁନାଚେନ୍ ଛିନଟାଇ : ଅଭିଯୁକ୍ତ କୁ ମାଡ଼ିବସିଲା ପୋଲିସ

ପର୍ଯ୍ୟଟକଙ୍କ ସୁନାଚେନ୍ ଛିନଟାଇ : ଅଭିଯୁକ୍ତ କୁ ମାଡ଼ିବସିଲା ପୋଲିସ

August 12, 2026
ଶ୍ରମିକ ସଂଗଠନ ଓ କିଶାନ ମୋର୍ଚ୍ଚାର ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ପ୍ରତିବାଦ ସଭା

ଶ୍ରମିକ ସଂଗଠନ ଓ କିଶାନ ମୋର୍ଚ୍ଚାର ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ପ୍ରତିବାଦ ସଭା

August 12, 2026
ସ୍ବର୍ଗଦ୍ବାରରେ ଅଧିକ କାଠ ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

ସ୍ବର୍ଗଦ୍ବାରରେ ଅଧିକ କାଠ ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

August 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବୁଧବାର ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

August 12, 2026
ପର୍ଯ୍ୟଟକଙ୍କ ସୁନାଚେନ୍ ଛିନଟାଇ : ଅଭିଯୁକ୍ତ କୁ ମାଡ଼ିବସିଲା ପୋଲିସ

ପର୍ଯ୍ୟଟକଙ୍କ ସୁନାଚେନ୍ ଛିନଟାଇ : ଅଭିଯୁକ୍ତ କୁ ମାଡ଼ିବସିଲା ପୋଲିସ

August 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version