• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପଦ୍ମପୁରରେ ଗାନ୍ଧୀ ଜୟନ୍ତୀ ପାଳିତ ପଦ୍ମପୁର, – ବରଗଡ଼ ଜିଲ୍ଲା

Proprietor Abhimanyu Maharana by Proprietor Abhimanyu Maharana
October 2, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପଦ୍ମପୁରରେ ଗାନ୍ଧୀ ଜୟନ୍ତୀ ପାଳିତ  ପଦ୍ମପୁର, –  ବରଗଡ଼ ଜିଲ୍ଲା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨ ଅକ୍ଟୋବର ଶୁକ୍ରବାର ) ପଦ୍ମପୁର :- ପଦ୍ମପୁର ଉପଖଣ୍ତ ସଦର ମହକୁମା ଠାରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇ ଯାଇଅଛି । ଏହି ଉପଲକ୍ଷେ ଉପଖଣ୍ତ ପ୍ରଶାସନ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ପଦ୍ମପୁର ସହର ମଧ୍ୟରେ ଥିବା ମହାତ୍ମା ଗାନ୍ଧୀ, ଲାଲ ବାହାଦୂର ଶାସ୍ତ୍ରୀ ତଥା ଅନ୍ୟାନ୍ୟ ମହା ପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ଯାର୍ପଣ କରା ଯାଇଥିଲା । କୋଭିଡ – ୧୯ ନିୟଣାବଳୀ ଅନୁ ପାଳନ ସହିତ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଆନୁକୂଲ୍ୟରେ ଓଡିଶା ଅର୍ବାନ୍ ହାଉସିଂ ମିଶନ ,ଗୃହ ଓ ନଗର ଉନ୍ନୟନ ବିଭାଗ ଓଡିଶା ସରକାରଙ୍କ ଦ୍ୱାରା ପ୍ରସ୍ତାବିତ Fit India Freedam run କାର୍ଯ୍ୟକ୍ରମ ରେ ପଦ୍ମପୁର ଉପ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ ମୁଖ୍ଯଅତିଥି,

ଉପଖଣ୍ତ ପୋଲିସ ଆରକ୍ଷୀ ଅଧିକାରୀ ଶ୍ରୀ ପ୍ରଦୀପ କୁମାର ସାହୁ, ଆଇଆଇସି ପଦ୍ମପୁର ମାନସ ରଞ୍ଜନ ପ୍ରଧାନ, ଉପଖଣ୍ତ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ । ଏହି ଅବସରରେ ଜନ ସଚେତନତା ପାଇଁ ବିଜ୍ଞାପିତ ଅଞ୍ଚଳ ପରିଷଦ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୟନ୍ତ କୁମାର ସାହୁଙ୍କ ସଂଯୋଜନାରେ ଏକ ସାଇକେଲ ରେଲି ଅନୁଷ୍ଠିତ ହୋଇଥିଲା । ଏହି ସାଇକେଲ ରେଲି ରେ ମୁଖ୍ୟ ଅତିଥି,ଅନ୍ଯାନ୍ୟ ଅତିଥି ତଥା କର୍ମଚାରୀ ମାନେ ଅଂଶଗ୍ରହଣ କରି ସଚେତନତା ର ବାର୍ତ୍ତା ପ୍ରଦାନ କରିଥିଲେ ।

ଗାନ୍ଧୀ ଜୟନ୍ତୀ ଅବସରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ସ୍ଥାନୀୟ ଚିକିତ୍ସାଳୟ ପରିସର,ଆହାର କେନ୍ଦ୍ର ପରିସର ଓ ଭେଉଁରିଆ ଛକ ରେ ସଫେଇ କାର୍ଯ୍ୟକ୍ରମ ଆୟୋଜନ କରା ଯାଇଥିଲା । ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ବିଜ୍ଞାପିତ ଅଞ୍ଚଳ ପରିଷଦ କର୍ମଚାରୀ ମାନେ ସହଯୋଗ କରିଥିଲେ । (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ବୃକ୍ଷ ରୋପଣ କାର୍ଯ୍ୟକ୍ରମ

September 3, 2026
ନୟାଗଡ଼ ବୟୋଜ୍ୟେଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା

ନୟାଗଡ଼ ବୟୋଜ୍ୟେଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା

September 3, 2026
ନୟାଗଡ଼ ମ୍ୟୁନିସିପାଲିଟିରେ ସ୍ୱାୟତ୍ତ ଶାସନ ଦିବସ ମହା ସମାରୋହରେ ପାଳିତ

ନୟାଗଡ଼ ମ୍ୟୁନିସିପାଲିଟିରେ ସ୍ୱାୟତ୍ତ ଶାସନ ଦିବସ ମହା ସମାରୋହରେ ପାଳିତ

September 3, 2026
ବିଧାୟକ ବାବୁ ସିଂଙ୍କ ପ୍ରୟାସରେ ରାଜ୍ୟର ପ୍ରଥମ ବୃହତ୍ ସାର୍ବଜନୀନ ପ୍ରଣବ କିଶୋର ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଉତ୍ସବ

ବିଧାୟକ ବାବୁ ସିଂଙ୍କ ପ୍ରୟାସରେ ରାଜ୍ୟର ପ୍ରଥମ ବୃହତ୍ ସାର୍ବଜନୀନ ପ୍ରଣବ କିଶୋର ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଉତ୍ସବ

September 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ବୃକ୍ଷ ରୋପଣ କାର୍ଯ୍ୟକ୍ରମ

September 3, 2026
ନୟାଗଡ଼ ବୟୋଜ୍ୟେଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା

ନୟାଗଡ଼ ବୟୋଜ୍ୟେଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା

September 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version