ବାଲିଗୁଡା (ଓଡିଶା ତାଜାନ୍ୟୁଜ ) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ ବରିଷ୍ଠ ନାଗରିକ ସଂଘ ତରଫରୁ ପ୍ରଥମ ଥର ପାଇଁ ୮୦ ତମ ସ୍ୱାଧୀନତା ଦିବସ ବେଶ ଉତ୍ସାହ ଓ ଦେଶ ଭକ୍ତିର ସହ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଯାଇଛି l ଏଥିରେ ସଂଘର ସଭାପତି ଡ଼.ମଧୁସୂଦନ ମହାପାତ୍ର ‘ବନ୍ଦେ ମାତରମ୍ ‘ ଗାନ ପରେ ପତାକା ଉତ୍ତୋଳନ ପୂର୍ବକ ଜାତୀୟ ସଂଗୀତ ଗାନ କରିବା ପରେ ଉପସ୍ଥିତ ସମସ୍ତ ସଦସ୍ୟ ମାନଙ୍କୁ ୮୦ ତମ ସ୍ଵଧାନତା ଦିବସର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ତାଙ୍କ ଅଭିଭାଷଣ ରେ ସ୍ୱାଧୀନତା ସଂଗ୍ରାମୀ ମାନଙ୍କର ତ୍ୟାଗ, ବଳିଦାନ ଓ ଅବଦାନ କୁ ସ୍ମରଣ କରିଥିଲେ l
















