ପାରଳାଖେମୁଣ୍ଡି (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଏବଂ ସାଇବର କ୍ରାଇମ ଓ ଇକୋନୋମିକ ଅଫେନ୍ସେସ୍ (CC & EO) ଥାନା, ଗଜପତି ପାରଳାଖେମୁଣ୍ଡି: ସି.ଆଇ.ଡି. କ୍ରାଇମବ୍ରାଞ୍ଚ (CID-CB), ଓଡ଼ିଶା ଦ୍ୱାରା ପ୍ରାୟୋଜିତ ଏବଂ ପରିଚାଳିତ ଏକ ବ୍ୟାପକ ସାଇବର ସୁରକ୍ଷା ଓ ସଚେତନତା କାର୍ଯ୍ୟକ୍ରମ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗଜପତି ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।















