• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 17, 2026
in ଓଡ଼ିଶା, ଗଜପତି, ହୋମ୍
0
ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ, ଓଡ଼ିଶାଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ସମ୍ମିଳନୀରେ ମାନ୍ୟବର ମନ୍ତ୍ରୀ ଗଜପତି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣମୂଳକ ଓ ବିକାଶମୂଳକ ଯୋଜନା ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଅବଗତ କରାଇଥିଲେ।ଏହି ଅବସରରେ ସୁଭଦ୍ରା ଯୋଜନା,

ଲକ୍ଷପତି ଦିଦି, ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଆୟୁଷ୍ମାନ ଭାରତ–ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା, ସାମାଜିକ ସୁରକ୍ଷା ଯୋଜନା, ଜାତୀୟ ସାମାଜିକ ସହାୟତା ଯୋଜନା, ଜାତୀୟ ପାରିବାରିକ ସହାୟତା ଯୋଜନା, ବିବାହ ପ୍ରୋତ୍ସାହନ ରାଶି, ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା, ସୁମଙ୍ଗଲ, ବିକଶିତ ଗାଁ–ବିକଶିତ ଓଡ଼ିଶା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଅନ୍ତୋଦୟ ଗୃହ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା, ମୁଖ୍ୟମନ୍ତ୍ରୀ କିଶାନ ଯୋଜନା ଓ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଆଦି ସମ୍ପର୍କରେ ସେ ସୂଚନା ପ୍ରଦାନ କରିଥିଲେ।

ମାନ୍ୟବର ମନ୍ତ୍ରୀ ଜିଲ୍ଲାରେ ଏହିସବୁ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ମାଧ୍ୟମରେ ଯୋଗ୍ୟ ହିତାଧିକାରୀମାନେ ଯେପରି ସରକାରୀ ସୁବିଧା ଓ ସହାୟତା ପାଇପାରିବେ, ସେଥିପାଇଁ ବିଭାଗୀୟ ଅଧିକାରୀମାନେ ଗୁରୁତ୍ୱ ଦେଇ କାର୍ଯ୍ୟ କରୁଥିବା ସମ୍ପର୍କରେ ମଧ୍ୟ ଅବଗତ କରାଇଥିଲେ।ସେହିପରି ବିକାଶିତ ଭାରତ ୨୦୪୭ ପାଇଁ ବିକଶିତ ସମୃଦ୍ଧ ଓଡ଼ିଶା ୨୦୩୬ ସମସ୍ତ କ୍ଷେତ୍ରରେ ଉନ୍ନତ ହେବାର ଲକ୍ଷ୍ୟ ରହିଛି। ସେହିପରି ମତ୍ସ ଓ ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଓ ନୀଳ ବିପ୍ଳବ ଯୋଜନା, ରାଷ୍ଟ୍ରୀୟ ଗୋକୁଳ ମିଶନ,ମୁଖ୍ଯମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା,

ସାମୁଦ୍ରିକ ଖାଦ୍ୟ ରପ୍ତାନି,ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ବିଷୟରେ ମଧ୍ୟ ଅବଗତ କରାଇଥିଲେ। ସେହିପରି ରାଜ୍ୟସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ମଧ୍ୟ ଗଣମାଧ୍ଯମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ଜିଲ୍ଲାରେ ଏହୀ ସମସ୍ତ ଯୋଜନାକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବା ପାଇଁ ଅବଗତ କରାଇଥିଲେ। ଆଜିର ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପ୍ରହଲ୍ଲାଦ ସହାୟ ମୀନା, ବନଖଣ୍ଡ ଅଧିକାରୀ, ପାରଳାଖେମୁଣ୍ଡି ଶ୍ରୀଯୁକ୍ତ କେ. ନାଗାରାଜୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ଦୟାମୟ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନିଜ ଉପରେ ବିଶ୍ୱାସ ରଖି ନିଜର ସର୍ବଶ୍ରେଷ୍ଠ ପ୍ରଚେଷ୍ଟା ଜାରି ରଖିଲେ ସବୁକିଛି ପରିବର୍ତ୍ତନ କରାଯାଇପାରିବ : ବ୍ଲକ୍ ଶିକ୍ଷା ଅଧିକାରୀ

ନିଜ ଉପରେ ବିଶ୍ୱାସ ରଖି ନିଜର ସର୍ବଶ୍ରେଷ୍ଠ ପ୍ରଚେଷ୍ଟା ଜାରି ରଖିଲେ ସବୁକିଛି ପରିବର୍ତ୍ତନ କରାଯାଇପାରିବ : ବ୍ଲକ୍ ଶିକ୍ଷା ଅଧିକାରୀ

August 17, 2026
ପାରଳାଖେମୁଣ୍ଡି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୮୦ ତମ ସ୍ୱାଧୀନତା ଦିବସ ପାଳିତ

ପାରଳାଖେମୁଣ୍ଡି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୮୦ ତମ ସ୍ୱାଧୀନତା ଦିବସ ପାଳିତ

August 17, 2026
ଅଗ୍ରଣୀ ସାମାଜିକ ସଂଗଠନ କ୍ରାନ୍ତି ପକ୍ଷରୁ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଅଗ୍ରଣୀ ସାମାଜିକ ସଂଗଠନ କ୍ରାନ୍ତି ପକ୍ଷରୁ ୮୦ତମ ସ୍ୱାଧୀନତା ଦିବସ ପାଳିତ

August 17, 2026
ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

August 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନିଜ ଉପରେ ବିଶ୍ୱାସ ରଖି ନିଜର ସର୍ବଶ୍ରେଷ୍ଠ ପ୍ରଚେଷ୍ଟା ଜାରି ରଖିଲେ ସବୁକିଛି ପରିବର୍ତ୍ତନ କରାଯାଇପାରିବ : ବ୍ଲକ୍ ଶିକ୍ଷା ଅଧିକାରୀ

ନିଜ ଉପରେ ବିଶ୍ୱାସ ରଖି ନିଜର ସର୍ବଶ୍ରେଷ୍ଠ ପ୍ରଚେଷ୍ଟା ଜାରି ରଖିଲେ ସବୁକିଛି ପରିବର୍ତ୍ତନ କରାଯାଇପାରିବ : ବ୍ଲକ୍ ଶିକ୍ଷା ଅଧିକାରୀ

August 17, 2026
ପାରଳାଖେମୁଣ୍ଡି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୮୦ ତମ ସ୍ୱାଧୀନତା ଦିବସ ପାଳିତ

ପାରଳାଖେମୁଣ୍ଡି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୮୦ ତମ ସ୍ୱାଧୀନତା ଦିବସ ପାଳିତ

August 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version