ନାଚୁଣୀ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ନାଚୁଣୀ ର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଜାଗ୍ରୃତିକା ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନ ର ବରିଷ୍ଠ ଉପଦେଷ୍ଟା ଗାୟକ ଦକ୍ଷିଣ କେଶରୀ ରାମଚନ୍ଦ୍ର କର ଜାତୀୟ ପତାକା ଉତ୍ତୋଳନ କରି ଉଦ୍ ଵୋଧନ ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ସଭା ପତି ପ୍ରାଧ୍ୟାପକ ଗଙ୍ଗା ଧର ପ୍ରଧାନ,















