• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 18, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ନୟାଗଡ଼ ଜିଲ୍ଲାରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ SIR-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାର ସମସ୍ତ ERO, ଡେପୁଟି କଲେକ୍ଟର, ଆସିଷ୍ଟାଣ୍ଟ କଲେକ୍ଟର ଏବଂ ନିର୍ବାଚନ ବିଭାଗର ସମ୍ପୃକ୍ତ ଅଧିକାରୀ ଓ କର୍ମଚାରୀଙ୍କ ସହିତ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗଦେଇଥିଲେ ।

ବୈଠକରେ SIR-2026 ଅନ୍ତର୍ଗତ ଦାବି ଓ ଆପତ୍ତି ସମ୍ପର୍କିତ ଫର୍ମ-9, 10, 11, 11A ଏବଂ 11B ରେ ପ୍ରାପ୍ତ ଆବେଦନଗୁଡ଼ିକର ସ୍ଥିତି, ଯାଞ୍ଚ ଓ ପ୍ରକ୍ରିୟାକରଣ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । ପାରଦର୍ଶିତା ଓ ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା ନିମନ୍ତେ ଉକ୍ତ ଫର୍ମଗୁଡ଼ିକରେ ପ୍ରାପ୍ତ ଦାବି ଓ ଆପତ୍ତିର ରିପୋର୍ଟ ସମ୍ପୃକ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ହସ୍ତାନ୍ତର କରାଯାଇଥିଲା ।

ଦାବି ଓ ଆପତ୍ତି ସମ୍ପର୍କିତ ସମସ୍ତ ତଥ୍ୟ ନିୟମାନୁସାରେ ଯାଞ୍ଚ କରି ନିର୍ଦ୍ଧାରିତ ପ୍ରକ୍ରିୟାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ ପାଇଁ ଜିଲ୍ଲାପାଳ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ନିର୍ବାଚନ ପ୍ରକ୍ରିୟାରେ ସମସ୍ତ ହିତଧାରୀଙ୍କ ସହଯୋଗ ଓ ସକ୍ରିୟ ଅଂଶଗ୍ରହଣ ସହିତ SIR-2026 କାର୍ଯ୍ୟକ୍ରମକୁ ସ୍ୱଚ୍ଛ, ନିରପେକ୍ଷ ଓ ସୁଚାରୁ ଭାବେ ସମ୍ପାଦନ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

August 18, 2026
S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

August 18, 2026
ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

August 17, 2026
ରଣପୁର ବ୍ଲକ ରାଜସୁନାଖଳା, ରାଜ୍ୟ ବିଧାନସଭା ବାଚସ୍ପତି ନିଜେ ସରକାରୀ ଆଇନ ଭାଙ୍ଗୁଛନ୍ତି : ଜାତୀୟ ପତାକା ଉତ୍ତୋଳନ ବେଳେ ଅଘଟଣ

ରଣପୁର ବ୍ଲକ ରାଜସୁନାଖଳା, ରାଜ୍ୟ ବିଧାନସଭା ବାଚସ୍ପତି ନିଜେ ସରକାରୀ ଆଇନ ଭାଙ୍ଗୁଛନ୍ତି : ଜାତୀୟ ପତାକା ଉତ୍ତୋଳନ ବେଳେ ଅଘଟଣ

August 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

August 18, 2026
S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

August 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version