• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୁବ ସ୍ଵାଭିମାନ ଦିବସରେ ରକ୍ତଦାନ ଶିବିର ରୁ ୭୪ ୟୁନିଟ୍ ରକ୍ତ ସଂଗ୍ରହ

Proprietor Abhimanyu Maharana by Proprietor Abhimanyu Maharana
August 19, 2026
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ଯୁବ ସ୍ଵାଭିମାନ ଦିବସରେ ରକ୍ତଦାନ ଶିବିର ରୁ ୭୪ ୟୁନିଟ୍ ରକ୍ତ ସଂଗ୍ରହ
Share on FacebookShare on TwitterWhatsapp

ଖଣ୍ଡପଡ଼ା (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଖଣ୍ଡପଡ଼ା ସହରାଞ୍ଚଳ ସ୍ଥିତ ୧୧ ନଂ ୱାର୍ଡ଼ ସୌମ୍ୟ ବିହାର ରେ ଗତ ରବିବାର ଦିନ ଯୁବ ସ୍ୱାଭିମାନ ଦିବସ ପାଳନରେ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା । ଏ ଅବସରରେ ସ୍ଥାନୀୟ ଯୁବକ, ଯୁବତୀ , ସମାଜସେବୀ ଓ ରାଜନେତା ଯୋଗ ଦେଇ ସେମାନଙ୍କ ମଧ୍ୟରୁ ସ୍ବତଃ ଭାବେ ରକ୍ତ ଦାନ କରି ଶିବିର ରୁ ୭୪ ୟୁନିଟ ରକ୍ତ ସଂଗ୍ରହ କରାଯାଇ ଥ‌ିବା ଜଣାଯାଇଛି ।

ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅଗଷ୍ଟ ୧୬ ତାରିଖରେ ସୌମ୍ୟ ରଞ୍ଜନ ଙ୍କ ଜନ୍ମ ଦିବସକୁ ଯୁବ ସ୍ଵାଭିମାନ ଦିବସ ପାଳନ କରାଯାଇ ନୟାଗଡ଼ ଜିଲ୍ଲା ରକ୍ତ ସଂଗ୍ରହାଳୟ କୁ ରକ୍ତଦାନ କରିଥିଲେ। ଖଣ୍ଡପଡ଼ା ଅଞ୍ଚଳ ର ଅଧିବାସୀ ଯୁବପିଢୀ ସ୍ବେଛାସେବୀ ରକ୍ତଦାନ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆଗେଇ ଆସିଥିଲେ । ଜନ୍ମ ଜୟନ୍ତୀ ଉତ୍ସବ ଡାକରାରେ ରକ୍ତଦାନ ଶିବିରରେ ତାଙ୍କର ୭୪ ତମ ଜନ୍ମ ଜୟନ୍ତୀ ଅବସରରେ ୭୪ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ବେଳେ

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରକ୍ତ ଭଣ୍ଡାରର କର୍ମଚାରୀ ମାନେ ରକ୍ତ ସଂଗ୍ରହ କରିଥିଲେ । ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଭାର ପ୍ରାପ୍ତ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାଇକରାୟ ଓ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ରବୀନ୍ଦ୍ର କୁମାର ସାହୁ ରକ୍ତ ସଂଗ୍ରହରେ ସହଯୋଗ କରିଥିଲେ । ଖଣ୍ଡପଡ଼ା ସହର ସମେତ ବ୍ଲକ, ଭାପୁର ବ୍ଲକ ର ବହୁ ମାନ୍ୟଗଣ୍ୟ ରାଜନେତା ବ୍ୟକ୍ତି ଯୋଗ ଦେଇ,

ସୌମ୍ୟରଞ୍ଜନ ଙ୍କ ଖଣ୍ଡପଡ଼ା ବାସଭବନରେ କେକ କାଟି ଜନ୍ମଦିନ ପାଳନ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ସାମିଲ ହୋଇ ଥିବା ତାଙ୍କ ସହଯୋଗୀ, କର୍ମୀ, ଶୁଭେଚ୍ଛୁ ଙ୍କ ସହ ବିଭିନ୍ନ ପଞ୍ଚାୟତରେ ସରପଞ୍ଚ, ସମିତି ସଭ୍ୟ ଓ ନେତୃବୃନ୍ଦ ଉପସ୍ଥିତ ରହି ଶୁଭେଚ୍ଛା ଜଣାଇ ସ୍ବତଃ ରକ୍ତ ଦାନ କରି ଜନ୍ମ ଜୟନ୍ତୀ ଉତ୍ସବ କୁ ଖୁବ୍ ଧୁମଧାମରେ ପାଳନ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲାପାଳଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ଛାତ୍ର ଛାତ୍ରୀଙ୍କ ମନରେ ଉତ୍ସାହର ଲହରୀ

ନୟାଗଡ ଜିଲ୍ଲାପାଳଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ଛାତ୍ର ଛାତ୍ରୀଙ୍କ ମନରେ ଉତ୍ସାହର ଲହରୀ

August 19, 2026
ଯୁବ ସ୍ଵାଭିମାନ ଦିବସରେ ରକ୍ତଦାନ ଶିବିର ରୁ ୭୪ ୟୁନିଟ୍ ରକ୍ତ ସଂଗ୍ରହ

ଯୁବ ସ୍ଵାଭିମାନ ଦିବସରେ ରକ୍ତଦାନ ଶିବିର ରୁ ୭୪ ୟୁନିଟ୍ ରକ୍ତ ସଂଗ୍ରହ

August 19, 2026
ସମସ୍ୟା ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଅଧିକାରୀଙ୍କୁ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ

ସମସ୍ୟା ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଅଧିକାରୀଙ୍କୁ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ

August 18, 2026
ପାଠ୍ୟ ପୁସ୍ତକରେ ସାଙ୍ଘାତିକ ତ୍ରୁଟି ପ୍ରସଙ୍ଗ ବଲାଙ୍ଗିରରେ ଶିକ୍ଷା ବଞ୍ଚାଅ ଆନେ୍ଦାଳନରେ ବିଜେଡିର ରଣ ହୁଙ୍କାର

ପାଠ୍ୟ ପୁସ୍ତକରେ ସାଙ୍ଘାତିକ ତ୍ରୁଟି ପ୍ରସଙ୍ଗ ବଲାଙ୍ଗିରରେ ଶିକ୍ଷା ବଞ୍ଚାଅ ଆନେ୍ଦାଳନରେ ବିଜେଡିର ରଣ ହୁଙ୍କାର

August 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲାପାଳଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ଛାତ୍ର ଛାତ୍ରୀଙ୍କ ମନରେ ଉତ୍ସାହର ଲହରୀ

ନୟାଗଡ ଜିଲ୍ଲାପାଳଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ଛାତ୍ର ଛାତ୍ରୀଙ୍କ ମନରେ ଉତ୍ସାହର ଲହରୀ

August 19, 2026
ଯୁବ ସ୍ଵାଭିମାନ ଦିବସରେ ରକ୍ତଦାନ ଶିବିର ରୁ ୭୪ ୟୁନିଟ୍ ରକ୍ତ ସଂଗ୍ରହ

ଯୁବ ସ୍ଵାଭିମାନ ଦିବସରେ ରକ୍ତଦାନ ଶିବିର ରୁ ୭୪ ୟୁନିଟ୍ ରକ୍ତ ସଂଗ୍ରହ

August 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version