• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଦବିକ୍ରି ବନ୍ଦ କରିବାକୁ ମହିଳା ସଂଘ ତରଫରୁ ଉପଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
August 21, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ମଦବିକ୍ରି ବନ୍ଦ କରିବାକୁ ମହିଳା ସଂଘ ତରଫରୁ ଉପଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ
Share on FacebookShare on TwitterWhatsapp

ବାଲିଗୁଡା (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ସମଗ୍ର କନ୍ଧମାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳ ରେ ଚୋରା ଦେଶୀ ଓ ବିଦେଶୀ ମଦ ର କାରବାର ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଘରେ ଘରେ ଅସନ୍ତୋଷ ଦେଖା ଦେଉଛି l ଏ ସବୁ କୁ ଦୃଷ୍ଟି ରେ ରଖି କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ର ମାର୍ଲାଙ୍ଗ ପଞ୍ଚାୟତ ର ମହିଳା ଗୋଷ୍ଠୀ ଏକତ୍ରିତ ହୋଇ ସମଗ୍ର ଗ୍ରାମକୁ ନିଶାମୁକ୍ତ କରିବା ନିମନ୍ତେ ସ୍ଥାନୀୟ ଉପ ଜିଲାପାଳ ଶ୍ରୀମତୀ ପ୍ରଣୀତା ଦାସଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।

ଘଟଣା ରୁ ପ୍ରକାଶ ଯେ, ବାଲିଗୁଡା ଉପଖଣ୍ଡ ଅନ୍ତଗତ ମାର୍ଲାଙ୍ଗ ପଞ୍ଚାୟତ ର ସାଲକି ସିତାଗୁଡା ଓ ସାଲକି ବୁଡାଗୁଡାରେ ଆଜକୁ ଦୀର୍ଘ ଦିନ ଧରି ବହୁଳ ଭାବରେ ମହୁଲି ଓ ବିଦେଶୀ ମଦ ବିକ୍ରି ହେଉଛି। ମଦ ଯୋଗୁଁ ପରିବାର ଏବଂ ଗ୍ରାମରେ ସବୁବେଳେ ଆଶାନ୍ତିକର ପରିବେଶ ଲାଗି ରହୁଛି । ଯୁବଗୋଷ୍ଠୀ ନିଶା ବ୍ୟବହାର କରି ବିପଥଗାମୀ ହେଉଛନ୍ତି । ଅନେକ ଲୋକଙ୍କ ଜୀବନହାନୀ ହୋଇଛି । ନିଶାମୁକ୍ତ ପାଇଁ ପୂର୍ବରୁ ମହିଳା, ସ୍ବୟଂ ସହାୟକ ଗୋଷ୍ଠୀ, ଭଦ୍ର ବ୍ୟକ୍ତିମାନେ ବିଶାଳ ବିକ୍ଷୋଭ ପ୍ରଦର୍ଶନ ସହ ଶୋଭଯାତ୍ରା କରିଥିଲେ ।

ପଥ ପ୍ରାନ୍ତ ନାଟକ ଏବଂ ସଚେତନତା ଶିବିର କରାଯିବା ପରେ ମଧ୍ୟ କୌଣସି ପ୍ରକାରେ ସୁଫଳ ମିଳୁନି । ତେଣୁ ଗ୍ରାମରେ ମଦବିକ୍ରି ବନ୍ଦ କରିବାକୁ ପ୍ରଶାସନ ପଦକ୍ଷେପ ନେବାକୁ ଦାବି କରିଛନ୍ତି । ଏ ଦିଗରେ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପ ଜିଲାପାଳ କହିଛନ୍ତି । ଦାବିପତ୍ର ପ୍ରଦାନ ସମୟରେ ଫିରତି ସୁନାମାଝୀ, ଆରତୀ ପାଟମାଝୀ, ଆଡାରାଗ ମୁଠାମାଝୀ , ଶୁବନ୍ତି ପାଟମାଝୀ, ଅମିତ ପ୍ରଧାନଙ୍କ ସମେତ ସମସ୍ତ ଗ୍ରାମବାସୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡାରେ ସିଭିଲ ସର୍ଭିସ କୋଚିଂ ସେଣ୍ଟର ଉଦଘାଟିତ

ବାଲିଗୁଡାରେ ସିଭିଲ ସର୍ଭିସ କୋଚିଂ ସେଣ୍ଟର ଉଦଘାଟିତ

August 21, 2026
ମଦବିକ୍ରି ବନ୍ଦ କରିବାକୁ ମହିଳା ସଂଘ ତରଫରୁ ଉପଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ମଦବିକ୍ରି ବନ୍ଦ କରିବାକୁ ମହିଳା ସଂଘ ତରଫରୁ ଉପଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

August 21, 2026
ବାଲିଗୁଡା ବ୍ଲକ ର ବିଭିନ୍ନ ଶିକ୍ଷାନୁଷ୍ଠାନ “ଟିଚ କନ୍ଧମାଳ” ର ପରିଦର୍ଶନ : ବିଦ୍ୟାଳୟରେ ପହଞ୍ଚିଲେ ଜିଲ୍ଲାସ୍ତରୀୟ ଅଧିକାରୀ

ବାଲିଗୁଡା ବ୍ଲକ ର ବିଭିନ୍ନ ଶିକ୍ଷାନୁଷ୍ଠାନ “ଟିଚ କନ୍ଧମାଳ” ର ପରିଦର୍ଶନ : ବିଦ୍ୟାଳୟରେ ପହଞ୍ଚିଲେ ଜିଲ୍ଲାସ୍ତରୀୟ ଅଧିକାରୀ

August 21, 2026
ଶ୍ରାବଣ ତୃତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ

ଶ୍ରାବଣ ତୃତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ

August 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡାରେ ସିଭିଲ ସର୍ଭିସ କୋଚିଂ ସେଣ୍ଟର ଉଦଘାଟିତ

ବାଲିଗୁଡାରେ ସିଭିଲ ସର୍ଭିସ କୋଚିଂ ସେଣ୍ଟର ଉଦଘାଟିତ

August 21, 2026
ମଦବିକ୍ରି ବନ୍ଦ କରିବାକୁ ମହିଳା ସଂଘ ତରଫରୁ ଉପଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ମଦବିକ୍ରି ବନ୍ଦ କରିବାକୁ ମହିଳା ସଂଘ ତରଫରୁ ଉପଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

August 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version