ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଅଗଷ୍ଟ ମାସର ସ୍ୱାରସ୍ବତ ଆସର ଖାରବେଳ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ସାହିତ୍ୟ ସଭାରେ ସଭାପତିତ୍ୱ କରିଥିଲେ ବନ୍ଦିତା ଦାସ । ବୀଣାପାଣି ସରସ୍ୱତୀଙ୍କୁ ପୁଷ୍ପ ଓ ଧୂପ ଅର୍ପଣ ତଥା ବନ୍ଦନା ପରେ ସଭା ଆରମ୍ଭ ହୋଇଥିଲା । ବିଶିଷ୍ଟ କଣ୍ଠ ଶିଳ୍ପୀ ସ୍ୱର୍ଗତ ପ୍ରଣବ ପଟ୍ଟନାୟକଙ୍କ ଆତ୍ମାର ସଦଗତି ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।

ବାର୍ଷିକ ପତ୍ରିକା ସୃଜନର ପାହାଚ ପ୍ରକାଶ ସମ୍ପର୍କିତ ଆଲୋଚନା ପରେ ଦେଶାତ୍ମବୋଧକ କବିତା ପାଠୋତ୍ସଵ ଅନୁଷ୍ଠିତ ହୋଇଥିଲା । ଏହାକୁ ସଂଯୋଜନା କରିଥିଲେ ପୁଷ୍ପାଞ୍ଜଳି ବିଷୋୟୀ । ବନ୍ଦିତା ଦାସ,ରଶ୍ମିତା ମହାନ୍ତ ,କାହ୍ନୁ ଚରଣ ଦାସ, ପୁଷ୍ପାଞ୍ଜଳି ବିଶୋୟୀ, ତ୍ରିଲୋଚନ ପ୍ରଧାନ ,ସଞ୍ଜୟ ଆନନ୍ଦ କୁମାର ତ୍ରିପାଠୀ ,ସୁକାନ୍ତ ଦାସ ଓ ଜନ୍ମେଜୟ ପ୍ରଜାପତି ସ୍ୱରଚିତ କବିତା ପାଠ କରିଥିଲେ । ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ସୁସ୍ମିତା ମିଶ୍ର ।