• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ କଲେଜର ଶିକ୍ଷାଦାନ ନିର୍ଘଣ୍ଟ କାହା ସ୍ୱାର୍ଥରେ…

Proprietor Abhimanyu Maharana by Proprietor Abhimanyu Maharana
August 22, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ କଲେଜର ଶିକ୍ଷାଦାନ ନିର୍ଘଣ୍ଟ କାହା ସ୍ୱାର୍ଥରେ…
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟର ଶିକ୍ଷାଦାନ ସମୟ ସକାଳ ସାତଟାରୁ ଆରମ୍ଭ କରିବା ଏବଂ ପୂର୍ବାହ୍ନ ଭିତରେ ପ୍ରାୟ ସମସ୍ତ କ୍ଲାସ୍ ଶେଷକରି ଅପରାହ୍ନ ସମୟ ଫାଙ୍କାରଖିବା ପଛରେ ଯେଉଁ ଦୁରଭିସନ୍ଧି କାମକରୁଛି, ତାହା ସୁସ୍ଥ ଶିକ୍ଷାଦାନ ପ୍ରକ୍ରିୟାର ପରିପନ୍ଥୀ ବୋଲି ବିଶିଷ୍ଟ ବାମପନ୍ଥୀ ନେତା ତଥା ପୂର୍ବତନ ଛାତ୍ର ନେତା ବିଶ୍ଵନାଥ ମହାପାତ୍ର କ୍ଷୋଭ ପ୍ରକାଶ କରିଛନ୍ତି ! କଲେଜରେ ଆବଶ୍ୟକୀୟ ଶ୍ରେଣୀଗୃହର ଅଭାବ ନଥିଲା ବେଳେ ସକାଳ ନଅଟା ପରେ କ୍ଲାସ୍ ଆରମ୍ଭ କରି ଅପରାହ୍ନ ଚାରିଟା ପର୍ଯ୍ୟନ୍ତ ଚଳେଇଲେ ଆଖପାଖ ଓ ଦୂର ଦୂରାନ୍ତରୁ ଛାଟିପିଟି ହୋଇ ଦୌଡ଼ୁଥିବା ଛାତ୍ର ଛାତ୍ରୀ ମାନେ ହଟହଟାରୁ ରକ୍ଷା ପାଇପାରନ୍ତେ ।

ଘରୋଇ ଶିକ୍ଷାନୁଷ୍ଠାନ ଗୁଡିକୁ ସହଯୋଗ କରିବା ପାଇଁ ତଥା ଘରୋଇ କୋଚିଂ ବ୍ୟବସ୍ଥା ସହିତ ସଂପୃକ୍ତ ଶିକ୍ଷକ ଓ ଶିକ୍ଷାର୍ଥୀଙ୍କୁ ସୁବିଧା ଦେବାପାଇଁ ବିଧିସମ୍ମତ୍ତ ସମୟ ନିର୍ଘଣ୍ଟକୁ ବିଶୃଙ୍ଖଳିତ କରିବା ଦ୍ୱାରା ପରୋକ୍ଷରେ ଶିକ୍ଷାର ଘରୋଇକରଣକୁ ଉତ୍ସାହିତ କରାଯାଇ ସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକୁ ନ୍ୟୁନ କରାଯାଉଛି ବୋଲି ଶ୍ରୀ ମହାପାତ୍ର ଅଭିଯୋଗ କରିଛନ୍ତି ! ନୟାଗଡ଼ ମହାବିଦ୍ୟାଳୟ ସମସ୍ତ ଶୈକ୍ଷିକ ଭିତ୍ତିଭୂମି ସୁଦୃଢ ଥିବା ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଓଡିଣାରେ । ଏହାର ଶ୍ରେଣୀ ଶିକ୍ଷାଦାନକୁ ଲଘୁକରି କୋଚିଂ ବ୍ୟବସ୍ଥାକୁ ଗୁରୁତ୍ଵ ଦେଲେ ସ୍ଵଚ୍ଛଳ ବର୍ଗର ପିଲାମାନେ କିଛି ଲାଭବାନ ହୋଇପାରନ୍ତି,

ଉତ୍ତୀର୍ଣ୍ଣ ଫଳାଫଳରେ କିଛି ରେକର୍ଡ ସୃଷ୍ଟି କରିପାରନ୍ତି ! ମାତ୍ର ସାଧାରଣ ବର୍ଗର ପିଲାମାନେ ଏହାଦ୍ବାରା କ୍ଷତିଗ୍ରସ୍ତ ହେଉଛନ୍ତି, ଏହା ପରିଚାଳନା ପରିଷଦ ବିଚାର କରିବା ଦରକାର ! ଯେଉଁ ଶିକ୍ଷକ ଓ ଶିକ୍ଷାକର୍ମୀମାନେ ଆର୍ଥିକ ଅବିଚାରର ସମ୍ମୁଖୀନ ହେଉଛନ୍ତି ବେତନରେ, ସେମାନଙ୍କୁ ନ୍ୟାୟସଙ୍ଗତ ପ୍ରାପ୍ୟ ଦେବାକୁ ହେବ ! ବାୟୋମେଟ୍ରିକ୍ ଉପସ୍ଥାନ ପାଠଦାନ ନିଶ୍ଚୟତାର ଏକମାତ୍ର ମାପକାଠି ନୁହେଁ ! ନୟାଗଡ଼ କଲେଜ ଭଳି ଏକ ଖ୍ୟାତି ସଂପନ୍ନ ଶିକ୍ଷାନୁଷ୍ଠାନର ମାନବୃଦ୍ଧି ପାଇଁ ଶିକ୍ଷା ନିର୍ଘଣ୍ଟର ସଂଶୋଧନ ସହିତ ଶ୍ରେଣୀଶିକ୍ଷାର ବାସ୍ତବବାଦୀ ତତ୍ତ୍ଵାବଧାନରେ କଡାକଡି କରିବାର ଆବଶ୍ୟକତା ରହିଛି ବୋଲି ଶ୍ରୀ ମହାପାତ୍ର ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସ୍ଯାଣ୍ଡ ଆନିମେସନରେ ଶ୍ରଦ୍ଧାଞ୍ଜଳି

ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସ୍ଯାଣ୍ଡ ଆନିମେସନରେ ଶ୍ରଦ୍ଧାଞ୍ଜଳି

August 22, 2026
ଧାରଣାରେ ବସିଲେ ନିଖିଳ ଓଡ଼ିଶା ବିଦ୍ୟୁତ ମଜଦୂର ମହାସଂଘ

ଧାରଣାରେ ବସିଲେ ନିଖିଳ ଓଡ଼ିଶା ବିଦ୍ୟୁତ ମଜଦୂର ମହାସଂଘ

August 22, 2026
ଯୌତୁକ ଏକ ଭୟଙ୍କର ବ୍ୟାଧି, ସଚେତନତା ହିଁ ନିରାକରଣ ର ମାଧ୍ୟମ

ଯୌତୁକ ଏକ ଭୟଙ୍କର ବ୍ୟାଧି, ସଚେତନତା ହିଁ ନିରାକରଣ ର ମାଧ୍ୟମ

August 22, 2026
ନୟାଗଡ଼ କଲେଜର ଶିକ୍ଷାଦାନ ନିର୍ଘଣ୍ଟ କାହା ସ୍ୱାର୍ଥରେ…

ନୟାଗଡ଼ କଲେଜର ଶିକ୍ଷାଦାନ ନିର୍ଘଣ୍ଟ କାହା ସ୍ୱାର୍ଥରେ…

August 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସ୍ଯାଣ୍ଡ ଆନିମେସନରେ ଶ୍ରଦ୍ଧାଞ୍ଜଳି

ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସ୍ଯାଣ୍ଡ ଆନିମେସନରେ ଶ୍ରଦ୍ଧାଞ୍ଜଳି

August 22, 2026
ଧାରଣାରେ ବସିଲେ ନିଖିଳ ଓଡ଼ିଶା ବିଦ୍ୟୁତ ମଜଦୂର ମହାସଂଘ

ଧାରଣାରେ ବସିଲେ ନିଖିଳ ଓଡ଼ିଶା ବିଦ୍ୟୁତ ମଜଦୂର ମହାସଂଘ

August 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version