ପୁରୀ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପ୍ରଖ୍ୟାତ ଓଡ଼ିଆ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ତାଙ୍କ ପୁରୀସ୍ଥିତ ଷ୍ଟୁଡିଓରେ ଏକ ସୁନ୍ଦର ବାଲୁକା ଆନିମେସନ୍ ମାଧ୍ୟମରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।



© 2023 Odisha Taza News.