• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାରିଙ୍ଗବାଡି ସରପଞ୍ଚଙ୍କ ପଦଚ୍ୟୁତ କଲେ କନ୍ଧମାଳ ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
August 22, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ଦାରିଙ୍ଗବାଡି ସରପଞ୍ଚଙ୍କ ପଦଚ୍ୟୁତ କଲେ କନ୍ଧମାଳ ଜିଲ୍ଲାପାଳ
Share on FacebookShare on TwitterWhatsapp

ବାଲିଗୁଡା (ଓଡିଶା ତାଜାନ୍ୟୁଜ ) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ସରପଞ୍ଚ ଚନ୍ଦ୍ରିକା ମଲିକଙ୍କୁ ପଦଚ୍ୟୁତ କରିଛନ୍ତି କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ । ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ପତ୍ର ସଂଖ୍ୟା ୧୨୩୩/୧୯.୦୮. ୨୦୨୬ ରେ ଜାରି ହୋଇଛି। ସରପଞ୍ଚ ପଦଚ୍ୟୁତ ହେବା ପରେ ପଞ୍ଚାୟତର ସମସ୍ତ ଦାୟିତ୍ବ ନାଏବ ନାଏବ ସରପଞ୍ଚଙ୍କୁ ହସ୍ତାନ୍ତର କରିବାକୁ ଆଦେଶରେ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ଅନୁସାରେ, ଗତ ୧୪ ତାରିଖରେ ଦାରିଙ୍ଗବାଡ଼ି ପଞ୍ଚାୟତ ସଭାଗୃହରେ ସରପଞ୍ଚ ଚନ୍ଦ୍ରିକା ମଲିକଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନେଇ ସ୍ବତନ୍ତ୍ର ବୈଠକ ହୋଇଥିଲା ।

ବୈଠକରେ ଗୁପ୍ତ ମତଦାନ ହୋଇଥିବା ବେଳେ ଅନାସ୍ଥା ସପକ୍ଷରେ ୧୫ ଜଣ ୱାର୍ଡ ସଭ୍ୟ ଭୋଟ ଦେଇଥିଲେ । ସରପଞ୍ଚଙ୍କୁ ମିଶାଇ ୫ ଜଣ ଏହାର ବିପକ୍ଷରେ ଭୋଟ ଦେଇଥିବା ବେଳେ ୨ ଜଣ ଓ୍ବାର୍ଡ ସଭ୍ୟ ଅନୁପସ୍ଥିତ ଥିଲେ । ମତଦାନ ପରେ ପ୍ରିଜାଇଡିଂ ଅଫିସର ତଥା ତହସିଲଦାର ଧୀରଜ ପାତ୍ର ମତଦାନ ସମ୍ପର୍କିତ ତଥ୍ୟ ଉପଜିଲ୍ଲାପାଳ ଓ ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ। ଏହାକୁ ଆଧାର କରି ଜିଲ୍ଲାପାଳ ଚନ୍ଦ୍ରିକା ମଲିକଙ୍କୁ ସରପଞ୍ଚ ପଦରୁ ପଦଚ୍ୟୁତ କରିଛନ୍ତି । ଏଥିସହ ପୂର୍ବତନ ସରପଞ୍ଚଙ୍କ ଠାରୁ ନାଏବ ସରପଞ୍ଚ ଦାୟିତ୍ଵ ଗ୍ରହଣ କରିବାକୁ ଆଦେଶରେ ଉଲ୍ଲେଖ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

August 22, 2026
ଷ୍ଟଲୱାର୍ଟ ଆଟମୋସ୍ପିୟର ପ୍ରକଳ୍ପର ଶୁଭାରମ୍ଭ

ଷ୍ଟଲୱାର୍ଟ ଆଟମୋସ୍ପିୟର ପ୍ରକଳ୍ପର ଶୁଭାରମ୍ଭ

August 22, 2026
ଦାରିଙ୍ଗବାଡି ସରପଞ୍ଚଙ୍କ ପଦଚ୍ୟୁତ କଲେ କନ୍ଧମାଳ ଜିଲ୍ଲାପାଳ

ଦାରିଙ୍ଗବାଡି ସରପଞ୍ଚଙ୍କ ପଦଚ୍ୟୁତ କଲେ କନ୍ଧମାଳ ଜିଲ୍ଲାପାଳ

August 22, 2026
ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସ୍ଯାଣ୍ଡ ଆନିମେସନରେ ଶ୍ରଦ୍ଧାଞ୍ଜଳି

ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସ୍ଯାଣ୍ଡ ଆନିମେସନରେ ଶ୍ରଦ୍ଧାଞ୍ଜଳି

August 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

August 22, 2026
ଷ୍ଟଲୱାର୍ଟ ଆଟମୋସ୍ପିୟର ପ୍ରକଳ୍ପର ଶୁଭାରମ୍ଭ

ଷ୍ଟଲୱାର୍ଟ ଆଟମୋସ୍ପିୟର ପ୍ରକଳ୍ପର ଶୁଭାରମ୍ଭ

August 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version