ବାଲିଗୁଡା (ଓଡିଶା ତାଜାନ୍ୟୁଜ ) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ସାରଙ୍ଗଡ଼ ଥାନା ପକ୍ଷରୁ ପାବୁରିଆ ହାଇସ୍କୁଲ ସଭାଗୃହ ପରିସରରେ ନିଶାମୁକ୍ତ ଓଡିଶା ଅଭିଯାନ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ସାରଙ୍ଗଡ଼ ଥାନା ଅଧିକାରୀଣୀ ସ୍ମିତା ଜେନା ଙ୍କ ନେତୃତ୍ଵରେ ଅନୁଷ୍ଠିତ ହୋଇଯାଇଛି l















