• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

 ୨୦ ଜଣ ବଣ୍ଡା ମହିଳାଙ୍କୁ ନେଇ ମାଳି ଓ ଗହଣା ତିଆରି ଶିଳ୍ପୀ ତାଲିମ କାର୍ଯ୍ୟକ୍ରମ ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
August 23, 2026
in ଓଡ଼ିଶା, ମାଲକାନଗିରି, ହୋମ୍
0
 ୨୦ ଜଣ ବଣ୍ଡା ମହିଳାଙ୍କୁ ନେଇ ମାଳି ଓ ଗହଣା ତିଆରି ଶିଳ୍ପୀ ତାଲିମ କାର୍ଯ୍ୟକ୍ରମ ଶୁଭାରମ୍ଭ
Share on FacebookShare on TwitterWhatsapp

ମୁଦୁଲିପଡ଼ାରେ ଆଦିମ ବଣ୍ଡା ଜନଜାତି ମହିଳାଙ୍କ ପାଇଁ ଜନଜାତୀୟ ଦକ୍ଷତା କେନ୍ଦ୍ର ଉଦ୍‌ଘାଟିତ 

 ମାଲକାନଗିରି (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ମାଲକାନଗିରି ଜିଲ୍ଲାର ଦୁର୍ଗମ ବଣ୍ଡା ଅଞ୍ଚଳର ମହିଳାମାନଙ୍କୁ ଦକ୍ଷତା ବିକାଶ ମାଧ୍ୟମରେ ଆତ୍ମନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ଆଜି ମୁଦୁଲିପଡ଼ାସ୍ଥିତ ବଣ୍ଡା ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ପରିସରରେ ଜନଜାତୀୟ ଦକ୍ଷତା କେନ୍ଦ୍ର ଉଦ୍‌ଘାଟିତ ହୋଇଛି । ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ୍ ରାଜଶିର୍କେ ଏହି ତାଲିମ କେନ୍ଦ୍ରର ଶୁଭ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ୨୦ ଜଣ ବଣ୍ଡା ମହିଳାଙ୍କୁ ନେଇ ମାଳି ଓ ଗହଣା ତିଆରି ଶିଳ୍ପୀ ବିଷୟରେ ଦକ୍ଷତା ବିକାଶ ତାଲିମ ଆରମ୍ଭ କରାଯାଇଛି ।

ଏହି ସ୍ୱତନ୍ତ୍ର ଦକ୍ଷତା ତାଲିମ କାର୍ଯ୍ୟକ୍ରମ ଜନ ଶିକ୍ଷା ସଂସ୍ଥାନ, ମାଲକାନଗିରି ଦ୍ୱାରା ପରିଚାଳନା କରାଯାଉଛି। ତାଲିମ ମାଧ୍ୟମରେ ବଣ୍ଡା ମହିଳାମାନଙ୍କୁ ଆଧୁନିକ ଗହଣା ତିଆରି ସମ୍ପର୍କିତ କୌଶଳ ପ୍ରଦାନ କରାଯାଇ ସେମାନଙ୍କର ରୋଜଗାର ସୁଯୋଗ ବୃଦ୍ଧି ଓ ଆତ୍ମନିର୍ଭରଶୀଳତାକୁ ପ୍ରୋତ୍ସାହିତ କରାଯିବ। କାର୍ଯ୍ୟକ୍ରମରେ ଜିଲ୍ଲାପାଳ କହିଛନ୍ତି, ବଣ୍ଡା ଜନଜାତିଙ୍କ ପାରମ୍ପରିକ ଅଳଙ୍କାର ଓ କଳା ସଂସ୍କୃତିର ଏକ ସ୍ୱତନ୍ତ୍ର ପରିଚୟ ରହିଛି। ଏହି ଜନଜାତୀୟ ଦକ୍ଷତା କେନ୍ଦ୍ର ମାଧ୍ୟମରେ ସେମାନଙ୍କର ଏହି ପାରମ୍ପରିକ କୌଶଳକୁ ଆଧୁନିକ ଗହଣା ଶିଳ୍ପର ରୂପ ଦିଆଯିବ, ଯାହା ଦ୍ୱାରା ବଣ୍ଡା ମହିଳାମାନେ ନିଜ ଘର ପାଖରେ ରହି ଆତ୍ମନିର୍ଭରଶୀଳ ହୋଇପାରିବେ ଏବଂ ସେମାନଙ୍କର ଆର୍ଥିକ ସ୍ଥିତିରେ ସୁଧାର ଆସିବ।

ଓଡ଼ିଶାର ଅନ୍ୟତମ ପ୍ରମୁଖ ଆଦିମ ଜନଜାତି ବଣ୍ଡା ସମ୍ପ୍ରଦାୟର ମହିଳାମାନେ ନିଜ ହାତତିଆରି ପାରମ୍ପରିକ ମାଳି ଏବଂ ଗହଣା ବ୍ୟବହାର ପାଇଁ ସ୍ୱତନ୍ତ୍ର ପରିଚିତି ବଜାୟ ରଖିଛନ୍ତି। ଏହି ନୂତନ ଦକ୍ଷତା କେନ୍ଦ୍ର ସେମାନଙ୍କର ନିଜସ୍ୱ କଳାକୁ ବୃହତ ବଜାର ସହ ଯୋଡ଼ିବାରେ ଏକ ପ୍ରମୁଖ ସେତୁ ସାଜିବ। କେବଳ ପାରମ୍ପରିକ କୃଷି ଓ ବନଜାତ ଦ୍ରବ୍ୟ ସଂଗ୍ରହ ଉପରେ ନିର୍ଭର ନକରି ମହିଳାମାନେ ଏବେ ସ୍ୱୟଂ ସକ୍ଷମ ହୋଇ ନିୟମିତ ଆୟ କରିପାରିବେ। ଆଧୁନିକ ବଜାରର ଚାହିଦା ଅନୁଯାୟୀ ପ୍ରସ୍ତୁତ ଗହଣା ସେମାନଙ୍କ ଆର୍ଥିକ ସଶକ୍ତୀକରଣକୁ ସୁଦୃଢ଼ କରିବା ସହ ସେମାନଙ୍କର ପାରମ୍ପରିକ ଜ୍ଞାନକୌଶଳ ଓ ସଂସ୍କୃତିକୁ ବଞ୍ଚାଇ ରଖିବାରେ ସହାୟକ ହେବ।

ଜିଲ୍ଲା ଦକ୍ଷତା ବିକାଶ ଏବଂ ନିୟୋଜନ ଅଧିକାରୀ ଗୁପ୍ତ ମାଢ଼ି ଙ୍କ ତତ୍ୱାବଧାନରେ ଆୟୋଜିତ ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ବେଦବର ପ୍ରଧାନ, କନିଷ୍ଠ ନିଯୁକ୍ତି ଅଧିକାରୀ ରାଜେଶ କୁମାର ନାୟକ, ନିର୍ଦ୍ଦେଶକ, ଜନ ଶିକ୍ଷା ସଂସ୍ଥାନ ସୁଶାନ୍ତ କୁମାର ସାହୁ ଏବଂ ପ୍ରକଳ୍ପ ମୁଖ୍ୟ , ବଣ୍ଡା ଉନ୍ନୟନ ସଂସ୍ଥାଙ୍କ ସମେତ ସମ୍ପୃକ୍ତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବୋଲବମ୍ ସେବସଂଘ,ନୟାଗଡ ଆନୁକୁଲ୍ୟରେ ଭଜନ ସମାରୋହ ଅନୁଷ୍ଠିତ

ବୋଲବମ୍ ସେବସଂଘ,ନୟାଗଡ ଆନୁକୁଲ୍ୟରେ ଭଜନ ସମାରୋହ ଅନୁଷ୍ଠିତ

August 23, 2026
ବଣ୍ଡା ଘାଟିର ସୀତାକୁଣ୍ଡର ରୂପରେଖ ବଦଳିବ : ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ମାଲକାନଗିରି ଜିଲ୍ଲାପାଳ

ବଣ୍ଡା ଘାଟିର ସୀତାକୁଣ୍ଡର ରୂପରେଖ ବଦଳିବ : ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ମାଲକାନଗିରି ଜିଲ୍ଲାପାଳ

August 23, 2026
 ୨୦ ଜଣ ବଣ୍ଡା ମହିଳାଙ୍କୁ ନେଇ ମାଳି ଓ ଗହଣା ତିଆରି ଶିଳ୍ପୀ ତାଲିମ କାର୍ଯ୍ୟକ୍ରମ ଶୁଭାରମ୍ଭ

 ୨୦ ଜଣ ବଣ୍ଡା ମହିଳାଙ୍କୁ ନେଇ ମାଳି ଓ ଗହଣା ତିଆରି ଶିଳ୍ପୀ ତାଲିମ କାର୍ଯ୍ୟକ୍ରମ ଶୁଭାରମ୍ଭ

August 23, 2026
ଶିକ୍ଷାର ଗୁଣାତ୍ମକ ମାନ ଓ ଭିତ୍ତିଭୂମି ବିକାଶ ଉପରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ସମୀକ୍ଷା

ଶିକ୍ଷାର ଗୁଣାତ୍ମକ ମାନ ଓ ଭିତ୍ତିଭୂମି ବିକାଶ ଉପରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ସମୀକ୍ଷା

August 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବୋଲବମ୍ ସେବସଂଘ,ନୟାଗଡ ଆନୁକୁଲ୍ୟରେ ଭଜନ ସମାରୋହ ଅନୁଷ୍ଠିତ

ବୋଲବମ୍ ସେବସଂଘ,ନୟାଗଡ ଆନୁକୁଲ୍ୟରେ ଭଜନ ସମାରୋହ ଅନୁଷ୍ଠିତ

August 23, 2026
ବଣ୍ଡା ଘାଟିର ସୀତାକୁଣ୍ଡର ରୂପରେଖ ବଦଳିବ : ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ମାଲକାନଗିରି ଜିଲ୍ଲାପାଳ

ବଣ୍ଡା ଘାଟିର ସୀତାକୁଣ୍ଡର ରୂପରେଖ ବଦଳିବ : ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ମାଲକାନଗିରି ଜିଲ୍ଲାପାଳ

August 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version