• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟ ସଭାପତିଙ୍କ ଗଡରେ ଆରମ୍ଭ ହେଲା ଜନ ସଚେତନତା କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
October 2, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ରାଜ୍ୟ ସଭାପତିଙ୍କ ଗଡରେ ଆରମ୍ଭ ହେଲା  ଜନ ସଚେତନତା କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨ ଅକ୍ଟୋବର ଶୁକ୍ରବାର ) ଛତ୍ରପୁର :- ଜାତୀୟ ତଥା ରାଜ୍ୟ ରାଜନୀତିରେ ଏକ ସ୍ୱତନ୍ତ୍ର ସ୍ଥାନ ଅଳଙ୍କୃତ କରିଥିବା ଆଞ୍ଚଳିକ ଦଳ ବିଜୁ ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଚଳିତ ବର୍ଷର ଦଳୀୟ କାର୍ଯ୍ୟକ୍ରମକୁ ଅଗ୍ରାଧିକାର ଦେବା ପରିବର୍ତ୍ତେ କରୋନା ମହାମାରୀ ସହ ଲଢେ଼ଇ ଜାରୀ ରଖିବା ପାଇଁ ଏକ ନିର୍ଣ୍ଣାୟକ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଓଡ଼ିଶାର ସାଢେ ୪ କୋଟି ଓଡ଼ିଆ ବାସୀଙ୍କ ସେବା ପାଇଁ ସମର୍ପିତ ଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହାମାରୀ କରୋନା ସଂକ୍ରମଣରୁ ଲୋକଙ୍କ ଜୀବନ ସୁରକ୍ଷା ପ୍ରତି ପ୍ରାଧାନ୍ୟ ଦେଇ ଦୀର୍ଘ ୬ ମାସରୁ ଉର୍ଦ୍ଧ୍ବ ସମୟ ଧରି ଉତ୍କୃଷ୍ଟ ସେବା ଯୋଗାଇ ଦେଇ ଆସୁଛନ୍ତି । ରାଜ୍ୟ ସରକାର କରୋନା ନିୟନ୍ତ୍ରଣ କ୍ଷେତ୍ରରେ ନିରବିଛିନ୍ନ ସେବା ଜାରୀ ରଖି ନିକଟରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ପକ୍ଷରୁ ପ୍ରଶଂସା ପତ୍ର ସାଉଁଟିବା ପରେ ରାଜ୍ୟ ସଭାପତି ବେଶ ଉତ୍ସାହିତ ହୋଇ ଜନସମ୍ପର୍କ ପଦଯାତ୍ରା ପରିବର୍ତ୍ତେ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଠାରୁ ଆସନ୍ତା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ କରୋନା ସଚେତନତା ଅଭିଯାନ ନିମନ୍ତେ ଦଳୀୟ ଜନ ପ୍ରତିନିଧି ଏବଂ କର୍ମୀ ସମୂହଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସଭାପତିଙ୍କ ଅଭେଦ୍ୟ ଦୁର୍ଗ ହିଞ୍ଜିଳିରେ ତୁଙ୍ଗ ନେତୃମଣ୍ଡଳୀଙ୍କ ଦ୍ୱାରା ଉଭୟ ବ୍ଲକ ଓ ନଗର ବିଜେଡି ପକ୍ଷରୁ ଶୁକ୍ରବାର ଠାରୁ ସଚେତନତା ଅଭିଯାନ ଆରମ୍ଭ ହୋଇଥିଲା । ହିଞ୍ଜିଳି ବ୍ଲକ ସମରଝୋଳ ଛକ ଠାରେ ବ୍ଲକ ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ, ଅଧ୍ୟକ୍ଷ ଏନ. ରଘୁନାଥ,ଯୁବ ନେତା ଅଜୟ କୁମାର ମହାରଣା ସମାଜସେବୀ ଡ଼ି.ବିଶ୍ୱନାଥ, ଯୁବ ବିଜେଡି ବ୍ଲକ ସଭାପତି ମନୋଜ କୁମାର ସାବତ, ବଡ଼ଖଣ୍ଡି ସରପଞ୍ଚ କେ ଦୁର୍ଗା ପ୍ରସାଦ ରାଓ ଓ ପୋଚିଲିମ୍ମା ସରପଞ୍ଚ ଭି. ରବୀନ୍ଦ୍ର ଓ ବହୁ କର୍ମୀ ଉପସ୍ଥିତ ଥିଲେ । ବାଇକ ଚାଳକ, ପଥଚାରୀ ଓ ଅନ୍ୟ ମାନଙ୍କୁ ମାସ୍କ ପ୍ରଦାନ କରି କରୋନା ସଂକ୍ରମଣର ଭୟାଭହତା ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ ।

ସେହିପରି ନଗର ବିଜେଡ଼ି ପକ୍ଷରୁ ବିଜୁ ପଟ୍ଟନାୟକ ଛକ ଓ ଶିଶୁ ଉଦ୍ୟାନ ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିକୃତିରେ ଦଳୀୟ ନେତୃବୃନ୍ଦ ପୁଷ୍ପ ମାଲ୍ୟ ଅର୍ପଣକରି ସଚେତନତା ଅଭିଯାନ ଆରମ୍ଭ କରିଥିଲେ । ପୂର୍ବତନ ଉପାଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲେଇ, ଭୀମସେନ ବେହେରା,ପୂର୍ବତନ ନଗରପାଳ ଶିବରାମ ଗୌଡ଼, ପୂର୍ବତନ ଉପ ନଗରପାଳ ପବିତ୍ର ମୋହନ ପାଣିଗ୍ରାହୀ,ଗୌରହରି ସାମନ୍ତରା, ସରୋଜ କୁମାର ପଣ୍ଡା, ସଞ୍ଜୟ କୁମାର ପଣ୍ଡା, ଯୁଧିଷ୍ଠିର ସ୍ୱାଇଁ, କିରଣ କୁମାର ପଟ୍ଟନାୟକ, ରୋହିତ ବିଷୋୟୀ,ବି ଅଜିତ କୁମାର ସୁବୁଦ୍ଧି, ମାନସ ବେହେରା, ଅକ୍ଷୟ ସ୍ୱାଇଁଙ୍କ ସମେତବହୁ ସଂଖ୍ୟକ ଦଳୀୟ କର୍ମୀ ସହରର ବିଭିନ୍ନ ସ୍ଥାନରେ ମାସ୍କ ବଣ୍ଟନ କରି ଜନସାଧାରଣଙ୍କୁ କରୋନା ସଚେତନତା ସୃଷ୍ଟି କରିଥିଲେ । (ଶେଷଦେବ ସାହୁ / ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version