• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାବାହୁଙ୍କ ପାଇଁ ରାକ୍ଷୀ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ନାଲି, ନେଳି, ହଳଦିଆ ଓ ବାଇଗଣି ରଙ୍ଗର ରାକ୍ଷୀ

Proprietor Abhimanyu Maharana by Proprietor Abhimanyu Maharana
August 25, 2026
in ଓଡ଼ିଶା, ପୁରୀ, ହୋମ୍
0
ମହାବାହୁଙ୍କ ପାଇଁ ରାକ୍ଷୀ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ନାଲି, ନେଳି, ହଳଦିଆ ଓ ବାଇଗଣି ରଙ୍ଗର ରାକ୍ଷୀ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଶ୍ରାବଣ ମାସର ପୂର୍ଣ୍ଣିମାରେ ପବିତ୍ର ରକ୍ଷା ବନ୍ଧନ । ମହାପ୍ରଭୁଙ୍କ ମାନବୀୟଲୀଳା ମଧ୍ଯରେ ରକ୍ଷା ବନ୍ଧନ ଅନ୍ଯନ ପର୍ବ ।ଶ୍ରୀମନ୍ଦିର ରୀତିନୀତି ଅନୁଯାଇ ବଡଠାକୁର ଶ୍ରୀବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଦେବୀ ସୁଭଦ୍ରାଙ୍କ ଠାରୁ ରାଖୀ ପିନ୍ଧିବେ । ଏଥିପାଇଁ ଦୋଳମଣ୍ଡପ ସାହି ସ୍ଥିତ ନିଜ ବାସଭବନରେ ପାଟରା ବିଷୋୟୀ ସେବକ ମାନେ ରାଖୀ ପ୍ରସ୍ତୁତି ଆରମ୍ଭ କରିଛନ୍ତି ।

ନାଲି, ନେଳୀ, ହଳଦିଆ ଓ ବାଇଗଣୀ ରଙ୍ଗର ରାକ୍ଷୀ ପିନ୍ଧିବେ ଚତୁର୍ଦ୍ଧାମୂର୍ତ୍ତି । ପବିତ୍ର ଗହ୍ମା ପୁନେଁଇରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କୁ ରାକ୍ଷୀ ପିନ୍ଧାଇବେ ଭଉଣୀ ସୁଭଦ୍ରା। ଦୁଇ ଭାଇ ପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କ ହାତରେ ରାକ୍ଷୀ ବାନ୍ଧି ନିଜ ସୁରକ୍ଷା ଲୋଡିବେ ଦେବୀ ମା ସୁଭଦ୍ରା । ଭାଇ ଭଉଣୀଙ୍କ ଥିବା ଏହି ସମ୍ପର୍କ ଡୋରିର ନିଦର୍ଶନକୁ ଗହ୍ମା ପୁନେଁଇରେ ଦର୍ଶନ କରି ନିଜକୁ ଧନ୍ୟ ମଣିବେ ଭକ୍ତ। ଗତ ଚିତାଲାଗି ଅମାବାସ୍ୟା ଠାରୁ ମହାପ୍ରଭୁଙ୍କ ପାଇଁ ରାକ୍ଷୀ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଛି ।

ମହାପ୍ରଭୁଙ୍କ ରାକ୍ଷୀ ତିଆରି କରୁଥିବା ସ୍ଵତନ୍ତ୍ର ସେବକ ପାଟରା ବିଷୋୟୀ ସେବକ ନିଜ ବାସଗୃହରେ ରାକ୍ଷୀ ପ୍ରସ୍ତୁତିରେ ଲାଗି ପଡିଛନ୍ତି। ବିଧି ମୁତାବକ ମହାପ୍ରଭୁ ଶ୍ରୀଜଗନ୍ନାଥ ଦୁଇଟି ଓ ଶ୍ରୀ ବଳଭଦ୍ର ଦୁଇଟି ଲେଖାଏଁ ରାକ୍ଷୀ ପରିଧାନ କରିଥାନ୍ତି। ଏଥିସହ ହାତରେ ଦୁଇଟି ଲେଖାଏଁ ଗୁଆ ମାଳ ପରିଧାନ କରି ରାକ୍ଷୀ ପୂର୍ଣ୍ଣିମାରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ସେହିପରି ଗହ୍ମା ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କ ଜନ୍ମଦିନ ମଧ୍ୟ ପାଳନ ହେବ।

ରାକ୍ଷୀ ତିଆରି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପାଟରା ବିଷୋୟୀ ସେବକଙ୍କୁ ଆବଶ୍ୟକ ପରିମାଣର ବାସୁଙ୍ଗା ପାଟ ଯୋଗାଇ ଦିଆଯାଏ । ଏହାକୁ ପ୍ରାକୃତିକ ରଙ୍ଗରେ ବୁଡ଼ାଇ ଖରାରେ ସୁଖାଯାଇଥାଏ। ହଳଦିଆ, ନାଲି, ନେଳି ଓ ବାଇଗଣୀ ରଙ୍ଗରେ ବାସୁଙ୍ଗା ପାଟକୁ ରଙ୍ଗୀନ କରାଯିବା ପରେ ତାକୁ ନିର୍ଦ୍ଦିଷ୍ଟ ମାପରେ କଟାଯାଇ ଗୋଲେଇ ଆକାରରେ ପ୍ରସ୍ତୁତ କରାଯାଇଥାଏ । କାଠ ପାନିଆରେ ଏହାକୁ ସାଇଜ କରାଯାଇ ୫ ଥାକିଆ ରାକ୍ଷୀ ପ୍ରସ୍ତୁତ କରାଯାଏ। ବାସୁଙ୍ଗା ପାଟରେ ଡୋରି ମଧ୍ୟ ପ୍ରସ୍ତୁତ କରାଯାଇଥାଏ ।

ଏଥି ସହିତ ୫୪ ଟି ଲେଖାଏଁ ଗୁଆରେ ୪ ଟି ଗୁଆମାଳ ପ୍ରସ୍ତୁତ କରାଯାଏ। ମହାପ୍ରଭୁ ଶ୍ରୀଜଗନ୍ନାଥ ହଳଦିଆ ଓ ନାଲି ରଙ୍ଗର ଗୁଆମାଳ ଏବଂ ପ୍ରଭୁ ଶ୍ରୀ ବଳଭଦ୍ର ନେଳି ଓ ବାଇଗଣୀ ରଙ୍ଗର ଗୁଅମାଳ ପରିଧାନ କରିଥାନ୍ତି । ଏହା ବ୍ୟତୀତ ବାସୁଙ୍ଗା ପାଟରେ ୧୫ ଟି ଛୋଟ ରାକ୍ଷୀ ପ୍ରସ୍ତୁତ ହୋଇଥାଏ । ଶ୍ରୀମନ୍ଦିର ଭିତରେ ଥିବା ପାର୍ଶ୍ଵ ଦେବାଦେବୀ ମଧ୍ୟ ଏହି ଛୋଟ ରାକ୍ଷୀ ପରିଧାନ କରିଥାନ୍ତି । ରାକ୍ଷୀ ନିର୍ମାଣ ପାଇଁ ୧୦ରୁ ୧୨ ଦିନ ସମୟ ଲାଗେ ।

ଶୁଦ୍ଧପୂତ ଭାବେ ରହି ନିଷ୍ଠାର ସହ ରାଖୀ ତିଆରି କରିବାକୁ ପଡ଼େ । ରାଖୀ ପୂର୍ଣ୍ଣିମା ପୂର୍ବ ଦିନ ରାଖୀ ତିଆରି ସରିଥାଏ । ଗହ୍ମା ପୂର୍ଣ୍ଣିମା ସକାଳେ ଶ୍ରୀମନ୍ଦିରରୁ ଚର୍ଚ୍ଚା ଆସି ଡାକିଥାନ୍ତି । ଏହାପରେ ଦୁଇଟି ତାଡ଼ରେ ରାଖୀ ଓ ଗୁଆମାଳ ଶ୍ରୀମନ୍ଦିରକୁ ଯାଇଥାଏ । ମହାପ୍ରଭୁଙ୍କ ସେବାରେ ନିମଗ୍ନ ହୋଇ ଧନ୍ଯ ମନେ କରିଛନ୍ତି ପାଟରା ବିଷୋୟୀ ସେବକ ସନ୍ତୋଷ କୁମାର ପାତ୍ର ଓ ତାଙ୍କ ପୁତ୍ର ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ ଅନୁଷ୍ଠିତ

ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ ଅନୁଷ୍ଠିତ

October 27, 2026
ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

October 27, 2026
ଗଜପତି ଜିଲ୍ଲାରେ ଦୁର୍ନୀତିର ମୁଳୋତ୍ପାଟନ ନିମନ୍ତେ ଶପଥ ନେଲେ ଅଭିଯୋଜନ ଅଧିକାରୀ

ଗଜପତି ଜିଲ୍ଲାରେ ଦୁର୍ନୀତିର ମୁଳୋତ୍ପାଟନ ନିମନ୍ତେ ଶପଥ ନେଲେ ଅଭିଯୋଜନ ଅଧିକାରୀ

October 27, 2026
ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ପାରଳାଖେମୁଣ୍ଡି ଠାରେ କୁମାରଉସ୍ରବ ପାଳିତ

ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ପାରଳାଖେମୁଣ୍ଡି ଠାରେ କୁମାରଉସ୍ରବ ପାଳିତ

October 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ ଅନୁଷ୍ଠିତ

ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ ଅନୁଷ୍ଠିତ

October 27, 2026
ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

October 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version