• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟପୁର ଜଗନ୍ନାଥ ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ଆୟୋଜନ

Proprietor Abhimanyu Maharana by Proprietor Abhimanyu Maharana
August 28, 2026
in ଓଡ଼ିଶା, ଦେଶ, ମନୋରଞ୍ଜନ, ମହାନଗର, ହୋମ୍
0
Raipur Jagannath Temple Celebrates Raksha Bandhan
Share on FacebookShare on TwitterWhatsapp

ରାୟପୁର (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ରାୟପୁର ଜଗନ୍ନାଥ ମନ୍ଦିର ଠାରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ମହା ସମାରୋହରେ ପାଳନ କରାଯାଇଥିବା ଜଣାଯାଇଛି । ଏହି ଅବସରରେ ପ୍ରାୟ ୨୧୦୦ ଜଣ ମାତା ଓ ଭଉଣୀ , ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ବିଧିପୂର୍ବକ ଓ ଶ୍ରଦ୍ଧାର ସହିତ ରାଖୀ ପିନ୍ଧାଇ ଥିଲେ । ଏହି ପବିତ୍ର ପାର୍ବଣ ଉପଲକ୍ଷେ ସମଗ୍ର ମନ୍ଦିର ପରିସର ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନି, ବୈଦିକ ମନ୍ତ୍ରୋଚ୍ଚାର ତଥା ଆଧ୍ୟାତ୍ମିକ ଉଚ୍ଛ୍ଵାସରେ ମୁଖରିତ ହୋଇଉଠିଥିଲା । ରାକ୍ଷୀ ପୁର୍ଣିମା ଦୃଷ୍ଟିରୁ ବଢ଼ି ଭୋରରୁ ମନ୍ଦିରରେ ମହିଳା ମାନଙ୍କର ଭାରି ଭିଡ଼ ଲାଗିଥିଲା । ଉପସ୍ଥିତ ସହସ୍ରାଧିକ ମାଆ ଓ ଭଉଣୀ ମାନଙ୍କ ମଧ୍ୟରେ କାର୍ଯ୍ୟକ୍ରମକୁ କେନ୍ଦ୍ରକରି ପ୍ରବଳ ଆନନ୍ଦ,ଉଲ୍ଲାସ, ଉତ୍ସାହ ଏବଂ ଉଦ୍ଦୀପନା ପରିଲ୍ଲଖିତ କରାଯାଇଥିଲା। ମାତା ଓ ଭଉଣୀମାନେ ଭଗବାନଙ୍କୁ ମହିଳା ମାନଙ୍କର ସୁରକ୍ଷା, ସମ୍ମାନ ଓ ସଶକ୍ତିକରଣ ପାଇଁ ପ୍ରାର୍ଥନା କରିଥିଲେ ।

ସମାବେଶକୁ ସମ୍ବୋଧନ କରି ଉତ୍ସବର ମୁଖ୍ୟ ଆୟୋଜକ, ସ୍ଥାନୀୟ ବିଧାୟକ ଏବଂ ଜଗନ୍ନାଥ ସେବା ସମିତିର ଅଧ୍ୟକ୍ଷ ପୁରନ୍ଦର ମିଶ୍ର ଭଗବାନ ଜଗନ୍ନାଥଙ୍କୁ ରକ୍ଷା ସୂତ୍ର ଅର୍ପଣ କରିବା କେବଳ ଏକ ଧାର୍ମିକ ଆସ୍ଥା ନୁହେଁ ବରଂ ଏହି ପରମ୍ପରା ସମାଜରେ ଭାଇ-ଭଉଣୀର ପବିତ୍ର ସମ୍ପର୍କ, ପାରିବାରିକ ସଂସ୍କାର, ପରସ୍ପର ମଧ୍ୟରେ ପ୍ରେମ ଓ ନାରୀଜାତିକୁ ସମ୍ମାନ ପ୍ରଦର୍ଶନର ସ୍ଵାକ୍ଷର ବହନ କରୁଥିବା ସୁଚାଇଥିଲେ। ମାତୃଶକ୍ତି ଭଗବାନ ଜଗନ୍ନାଥଙ୍କ ନିକଟରେ ପ୍ରଦେଶ ଓ ଦେଶର ସୁଖ, ଶାନ୍ତି, ସମୃଦ୍ଧି ଓ ସୁରକ୍ଷା ପାଇଁ କାମନା କରିଥିବା ଶ୍ରୀ ମିଶ୍ର କହିଛନ୍ତି । ଭଗବାନ ଜଗନ୍ନାଥ ସ୍ୱାମୀ ସମସ୍ତଙ୍କ ଉପରେ କୃପା ରଖିବା ଏବଂ ସମାଜରେ ଶ୍ରଦ୍ଧା,ସଦ୍ଭାବନା ଓ ଭାଇଚାରା ବଜାୟ ରଖିବା ପାଇଁ ସେ ପ୍ରାର୍ଥନା କରିଛନ୍ତି।

ବହୁ ସଂଖ୍ୟା ରେ ପହଞ୍ଚି କାର୍ଯ୍ୟକ୍ରମକୁ ସଫଳ କରିଥିବା ସମସ୍ତ ମାତା-ଭଉଣୀ, ଜନପ୍ରତିନିଧି, କାର୍ଯ୍ୟକର୍ତ୍ତା, ସମାଜସେବୀ ଓ ଶ୍ରଦ୍ଧାଳୁଙ୍କୁ ଶ୍ରୀ ମିଶ୍ର ଧନ୍ୟବାଦ ଜଣାଇଥିଲେ । ଉତ୍ସବରେ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଯଥା :- ଜନପ୍ରତିନିଧି,ସମାଜସେବୀ ଓ ନେତ୍ରୁ ମଣ୍ଡଳୀ ଆଦି ସାମିଲ ହୋଇ ଥିଲେ। ସେମାନଙ୍କ ମଧ୍ୟରେ ରାଜ୍ୟସଭା ସାଂସଦ ଲକ୍ଷ୍ମୀ ବର୍ମା , ପୂର୍ବତନ ସାଂସଦ ସରୋଜ ପାଣ୍ଡେ, ଭାଜପା ଜିଲ୍ଲା ସଭାପତି ରମେଶ ସିଂହ ଠାକୁର, ଭାଜପା ମହିଳା ମୋର୍ଚାର ପ୍ରଦେଶ ସଭାପତି ବିଭା ଅବସ୍ଥୀ, ରାୟପୁରର ମେୟର ମୀନଲ ଚୌବେ ଏବଂ ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା ମମତା ସାହୁ ପ୍ରମୁଖ ଅନ୍ତର୍ଭୁକ୍ତ ଥିଲେ।

ଏହା ବ୍ୟତୀତ ଭାଜପାର ମୁଖପାତ୍ ପିୟୂଷ ମିଶ୍ର, ମଣ୍ଡଳ ଅଧ୍ୟକ୍ଷ ରାମ ପ୍ରଜାପତି, ଦଲବିନ୍ଦର ବେଦୀ, ଜିଲ୍ଲା ମନ୍ତ୍ରୀ ଅର୍ଚନା ହୁକରେ, ନଗର ନିଗମ ଏମ୍.ଆଇ.ସି. ସଦସ୍ୟ ମହେନ୍ଦ୍ର ଖୋଡ଼ିୟାର, ସଞ୍ଜନା ସନ୍ତୋଷ ହିୟାଲ, ଅମର ଗିଦ୍ୱାନୀ, ସନ୍ତୋଷ ସୀମା ସାହୁ, ପାର୍ଷଦ ମହେଶ ଧ୍ରୁବ, କୈଲାଶ ବେହେରା, ମହେଶ ବଘେଲ, ରାଜେଶ ଗୁପ୍ତା, ପୁଷ୍ପା ରୋହିତ ସାହୁ, ସ୍ୱପ୍ନିଲ ମିଶ୍ର ଜୀ, ମମତା ସୋନୁ ତିୱାରୀ, ଜ୍ଞାନଚନ୍ଦ ଚୌଧୁରୀ ଏବଂ ଆକାଶ ତିୱାରୀ ପ୍ରମୁଖ ମଧ୍ୟ କାର୍ଯ୍ୟକ୍ରମରେ ଭାଗନେଇ ଥିଲେ। ଆଗନ୍ତୁକ ସମସ୍ତ ଶ୍ରଦ୍ଧାଳୁ ମାନଙ୍କ ପାଇଁ ଆୟୋଜନ ସମିତି ତରଫରୁ ଭୋଜନର ବ୍ୟବସ୍ଥା କରାଯାଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୋଖରୀକୁ ଖୋଳି ଲକ୍ଷ ଲକ୍ଷ ଟଙ୍କାର ମାଟି ବୋହି ନେଲେ ମାଫିଆ : ରାଜସ୍ବ କ୍ଷତି,ପ୍ରଶାସନ ନିଦାବିଷ୍ଣୁ

ପୋଖରୀକୁ ଖୋଳି ଲକ୍ଷ ଲକ୍ଷ ଟଙ୍କାର ମାଟି ବୋହି ନେଲେ ମାଫିଆ : ରାଜସ୍ବ କ୍ଷତି,ପ୍ରଶାସନ ନିଦାବିଷ୍ଣୁ

August 28, 2026
ନୟାଗଡ଼ ଜିଲ୍ଲାର ୨ ଲକ୍ଷ ୩୩ ହଜାର ୫୮୫ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପଞ୍ଚମ କିସ୍ତିରେ ୧୧୬ କୋଟି ୮୦ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ

ନୟାଗଡ଼ ଜିଲ୍ଲାର ୨ ଲକ୍ଷ ୩୩ ହଜାର ୫୮୫ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପଞ୍ଚମ କିସ୍ତିରେ ୧୧୬ କୋଟି ୮୦ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ

August 28, 2026
Raipur Jagannath Temple Celebrates Raksha Bandhan

ରାୟପୁର ଜଗନ୍ନାଥ ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ଆୟୋଜନ

August 28, 2026
Raipur Jagannath Temple Celebrates Raksha Bandhan

Raipur Jagannath Temple Celebrates Raksha Bandhan

August 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୋଖରୀକୁ ଖୋଳି ଲକ୍ଷ ଲକ୍ଷ ଟଙ୍କାର ମାଟି ବୋହି ନେଲେ ମାଫିଆ : ରାଜସ୍ବ କ୍ଷତି,ପ୍ରଶାସନ ନିଦାବିଷ୍ଣୁ

ପୋଖରୀକୁ ଖୋଳି ଲକ୍ଷ ଲକ୍ଷ ଟଙ୍କାର ମାଟି ବୋହି ନେଲେ ମାଫିଆ : ରାଜସ୍ବ କ୍ଷତି,ପ୍ରଶାସନ ନିଦାବିଷ୍ଣୁ

August 28, 2026
ନୟାଗଡ଼ ଜିଲ୍ଲାର ୨ ଲକ୍ଷ ୩୩ ହଜାର ୫୮୫ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପଞ୍ଚମ କିସ୍ତିରେ ୧୧୬ କୋଟି ୮୦ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ

ନୟାଗଡ଼ ଜିଲ୍ଲାର ୨ ଲକ୍ଷ ୩୩ ହଜାର ୫୮୫ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପଞ୍ଚମ କିସ୍ତିରେ ୧୧୬ କୋଟି ୮୦ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ

August 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version