• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ – ୨୦୨୬ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 30, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ – ୨୦୨୬ ପାଳିତ
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜାନ୍ୟୁଜ ) (ନି. ପ୍ର) :- ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରାତଃ ୭ ଟା ସମୟରେ ନୟାଗଡ଼ସ୍ଥିତ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ୍‌ଠାରେ ଜାତୀୟ କ୍ରୀଡ଼ା ଦିବସ- ୨୦୨୬ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଭାରତୀୟ ହକିର କିମ୍ବଦନ୍ତୀ ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀ ଅବସରରେ ଏହି ଦିବସ ପାଳନ କରାଯାଇଥାଏ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ, ଅତିରିକ୍ତ ଅରକ୍ଷୀ ଅଧିକାରୀ ଶ୍ରୀ ସୁବାସ ଚନ୍ଦ୍ର ପଣ୍ଡା,

ସହାୟକ ଜିଲ୍ଲାପାଳ ଶ୍ରୀ ଅକ୍ଷୟ କୁମାର ବେହେରା, ଆଥଲେଟିକ୍‌ ସଂଘର ସମ୍ପାଦକ ଶ୍ରୀ ଆଶିଷ ଦାସ ଏବଂ ଜିଲ୍ଲା କ୍ରିଡା ଅଧିକାରୀ ଶ୍ରୀମତୀ ସୁଜାତା କୁମାରୀ ସାହୁ ଆଦି ଉପସ୍ଥିତ ଥିଲେ । ଏହି ଅବସରରେ ନୟାଗଡ ଷ୍ଟାଡିୟମ ଠାରୁ ସ୍ଵୟଂଶାସିତ ମହାବିଦ୍ୟାଳୟ ପର୍ଯ୍ୟନ୍ତ ଏକ ବିଶାଳ ଶୋଭାଯାତ୍ରାର ଆୟୋଜନ କରଯାଇଥିଲା । ଏହି ଶୋଭାଯାତ୍ରାରେ ଛାତ୍ରଛାତ୍ରୀ, ମହିଳା, ସାମ୍ବାଦିକ ଏବଂ ସମାଜର ବିଭିନ୍ନ ବର୍ଗର ଜନସାଧାରଣ ଅଂସଗ୍ରହଣ କରିଥିଲେ ।

ଇତ୍ୟ ଅବସରରେ ବିଭିନ୍ନ ପ୍ରକାର କ୍ରିଡା ପ୍ରତିଯୋଗୀତା ଯଥା ଫୁଟବଲ, ବ୍ୟାଡମିଣ୍ଟନ, Music chair ଇତ୍ୟାଦିର ଆୟୋଜନ କରଯାଇଥିଲା ଏବଂ କୃତି ପ୍ରତିଯୋଗୀମାନଙ୍କୁ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ପୁରସ୍କୃତ କରିଥିଲେ । ନୟାଗଡ଼ ଜିଲ୍ଲା ପ୍ରଶାସନ ଏବଂ ରାଜ୍ୟ ଯୁବ ଓ କ୍ରୀଡ଼ା ବିଭାଗ, ଓଡିଶାଙ୍କ ସଂଯୁକ୍ତ ଉଦ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଜିଲ୍ଲାରେ କ୍ରୀଡ଼ାର ପରିବେଶକୁ ଅଧିକ ସୁଦୃଢ଼ କରିବା ସହିତ ସମସ୍ତ ବର୍ଗର ନାଗରିକଙ୍କ ମଧ୍ୟରେ ଶାରୀରିକ ସୁସ୍ଥତା,

କ୍ରୀଡ଼ା ପ୍ରତି ଆଗ୍ରହ ଓ କ୍ରୀଡ଼ା ମନୋଭାବକୁ ପ୍ରୋତ୍ସାହିତ କରିବା । ଜିଲ୍ଲାରେ କ୍ରୀଡ଼ାର ପ୍ରସାର, ଶାରୀରିକ ସୁସ୍ଥତାର ବିକାଶ ଏବଂ ସମସ୍ତ ବୟସ ବର୍ଗର ନାଗରିକଙ୍କୁ କ୍ରୀଡ଼ା ଓ ଶାରୀରିକ କ୍ରିୟାକଳାପରେ ଅଧିକ ସକ୍ରିୟ ଭାବେ ସାମିଲ କରିବା ପାଇଁ ସମସ୍ତେ ନୂତନ ସଂକଳ୍ପ ଗ୍ରହଣ କରିଥିଲେ । ଶେଷରେ, ଅଂଶଗ୍ରହଣକାରୀ ଏବଂ ଅତିଥି ମାନଙ୍କ ନିମନ୍ତେ ଜଳପାନର ବ୍ୟବସ୍ଥା କରଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ପ୍ରଦର୍ଶନୀ ଫୁଟବଲ୍‌ ପ୍ରତିଯୋଗୀତା : ପ୍ରଶାସନ ଏକାଦଶ ବିଜୟୀ

ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ପ୍ରଦର୍ଶନୀ ଫୁଟବଲ୍‌ ପ୍ରତିଯୋଗୀତା : ପ୍ରଶାସନ ଏକାଦଶ ବିଜୟୀ

August 30, 2026
ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ସୁଭଦ୍ରର ୫ମ କସ୍ତି ପ୍ରଦାନ ସମାରୋହ

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ସୁଭଦ୍ରର ୫ମ କସ୍ତି ପ୍ରଦାନ ସମାରୋହ

August 30, 2026
ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ – ୨୦୨୬ ପାଳିତ

ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ – ୨୦୨୬ ପାଳିତ

August 30, 2026
ପ୍ରାଥମିକ ଶିକ୍ଷକ ସଂଘର ସମୂହ ସେବାନିବୃତ୍ତ ସମ୍ବର୍ଦ୍ଧନା ସଭା

ପ୍ରାଥମିକ ଶିକ୍ଷକ ସଂଘର ସମୂହ ସେବାନିବୃତ୍ତ ସମ୍ବର୍ଦ୍ଧନା ସଭା

August 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ପ୍ରଦର୍ଶନୀ ଫୁଟବଲ୍‌ ପ୍ରତିଯୋଗୀତା : ପ୍ରଶାସନ ଏକାଦଶ ବିଜୟୀ

ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ପ୍ରଦର୍ଶନୀ ଫୁଟବଲ୍‌ ପ୍ରତିଯୋଗୀତା : ପ୍ରଶାସନ ଏକାଦଶ ବିଜୟୀ

August 30, 2026
ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ସୁଭଦ୍ରର ୫ମ କସ୍ତି ପ୍ରଦାନ ସମାରୋହ

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ସୁଭଦ୍ରର ୫ମ କସ୍ତି ପ୍ରଦାନ ସମାରୋହ

August 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version