• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀମନ୍ଦିର ର ୩ ଟି ଯୋଜନାରେ ୧୮୧୧ କୋଟି ୯ ଲକ୍ଷ ୫୮ ହଜାର ୨୮୩ ଟଙ୍କା ସ୍ଥାୟୀ ଜମା ରହିଛି

Proprietor Abhimanyu Maharana by Proprietor Abhimanyu Maharana
September 2, 2026
in ଓଡ଼ିଶା, ପୁରୀ, ହୋମ୍
0
ଶ୍ରୀମନ୍ଦିର ର ୩ ଟି ଯୋଜନାରେ ୧୮୧୧ କୋଟି ୯ ଲକ୍ଷ ୫୮ ହଜାର ୨୮୩ ଟଙ୍କା ସ୍ଥାୟୀ ଜମା ରହିଛି
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଶ୍ରୀଜଗନ୍ନାଥ ମନ୍ଦିର, ପୁରୀର ଆୟ ମୁଖ୍ୟତଃ ଭକ୍ତଙ୍କ ଦାନ, ଶ୍ରୀମନ୍ଦିର ଖଣିଖାଦାନ, ସ୍ଥାୟୀ ଜମାରେ ରଖାଯାଇଥିବା ଅର୍ଥର ସୁଧ, ଜମି ବିକ୍ରି ଓ ଜମି ଅଧିଗ୍ରହଣ ଏବଂ ସରକାରୀ ଅନୁଦାନରୁ ହୋଇଥାଏ। ଉକ୍ତ ଆୟର କିଛି ନିର୍ଦ୍ଦିଷ୍ଟ ଅଂଶ କର୍ପସ ପାଣ୍ଠି  ହିସାବରେ ଏବଂ ଅନ୍ୟ ଏକ ଅଂଶ ଫାଉଣ୍ଡେସନ ପାଣ୍ଠି ହିସାବରେ ସ୍ଥାୟୀ ଜମାରେ ରଖାଯାଇଥାଏ। ଅବଶିଷ୍ଟ ଆୟ ମନ୍ଦିର ପାଣ୍ଠି ହିସାବରେ ରଖାଯାଇଥାଏ। ଶ୍ରୀମନ୍ଦିରର ଦୈନନ୍ଦିନ ଖର୍ଚ୍ଚ ଉକ୍ତ ମନ୍ଦିର ପାଣ୍ଠିରୁ ହୋଇଥାଏ ଏବଂ ବଳକା ମନ୍ଦିର ପାଣ୍ଠି ଅର୍ଥକୁ ସ୍ଥାୟୀ ଜମା ହିସାବରେ ରଖାଯାଏ। ଏହି ସମସ୍ତ ସମ୍ପତ୍ତିର ସ୍ୱଚ୍ଛ, ସଠିକ୍ ପରିଚାଳନା କରିବା ହେଉଛି ଶ୍ରୀମନ୍ଦିର ପ୍ରଶାସନର ପ୍ରମୁଖ ଦାୟିତ୍ୱ।

ତା. ୩୧.୦୮.୨୦୨୬ ରିଖ ସୁଦ୍ଧା ଶ୍ରୀଜଗନ୍ନାଥ ମନ୍ଦିରର ଉପରୋକ୍ତ ୩ ଟି ଯୋଜନାରେ ୧୮୧୧ କୋଟି ୯ ଲକ୍ଷ ୫୮ ହଜାର ୨୮୩ ଟଙ୍କା ସ୍ଥାୟୀ ଜମାରେ ରଖାଯାଇଅଛି। ଏଥି ମଧ୍ୟରୁ ବିଭିନ୍ନ ରାଷ୍ଟ୍ରୟତ ବ୍ୟାଙ୍କମାନଙ୍କରେ ୧୩୧୧ କୋଟି ୯ ଲକ୍ଷ ୫୮ ହଜାର ୨୮୩ ଟଙ୍କା ଏବଂ ଶ୍ରୀଜଗନ୍ନାଥ ମନ୍ଦିରର ପି.ଏଲ୍.ଆକାଉଣ୍ଟରେ ଓଡ଼ିଶା ସରକାରଙ୍କ ପ୍ରଦତ୍ତ ୫୦୦ କୋଟି ଟଙ୍କାର କର୍ପସ ପାଣ୍ଠି ରଖାଯାଇଅଛି। ଏତଦ୍ ବ୍ୟତୀତ ଅଦ୍ୟ ତାରିଖରେ ଶ୍ରୀଜଗନ୍ନାଥ ମନ୍ଦିରର ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟମାନଙ୍କରେ (ସେଭିଙ୍ଗସ୍/ କରଣ୍ଟ/ ଫିକ୍ସଇଙ୍ଗ ) ୧୦୦ କୋଟି ୭୦ ଲକ୍ଷ ୬୬ ହଜାର ୮୬୮ ଟଙ୍କା ରହିଅଛି।

ଏହାସହ ପ୍ରତ୍ୟେକ ଦିନ ଶ୍ରୀମନ୍ଦିର ହୁଣ୍ଡି ଗଣନା ହେବା ସହ ତତ୍ ସମ୍ବନ୍ଧୀୟ ବିବରଣୀ ସୂଚନା ଫଳକ ଏବଂ ସାମାଜିକ ଗଣମାଧ୍ୟମରେ ପ୍ରକାଶ କରାଯାଉଅଛି। ଶ୍ରୀମନ୍ଦିରର ପରିଚାଳନାରେ ସ୍ୱଚ୍ଛତା ଏବଂ ଉତ୍ତରଦାୟିତ୍ୱ ବଜାୟ ରଖିବା ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ଲକ୍ଷ୍ୟ। ମହାପ୍ରଭୁଙ୍କ ପ୍ରତି ସମର୍ପିତ ଭକ୍ତମାନଙ୍କର ଦାନରାଶି ଏବଂ ମନ୍ଦିର ସମ୍ପତ୍ତିର ସଠିକ୍ ପରିଚାଳନା ସମ୍ପର୍କରେ ଜନସାଧାରଣ ଓ ଭକ୍ତଗଣଙ୍କୁ ଅବଗତ କରାଇବା ପାଇଁ ଏହି ସୂଚନା ପ୍ରକାଶ କରାଯାଉଅଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

September 4, 2026
ଗଜପତି ଜିଲ୍ଲାର ଦୁର୍ଗମ ଲବାରସିଂରୁ ଭାରତ ସରକାରର ବରିଷ୍ଠ ବୈଜ୍ଞାନିକ-ଏଫ୍; ଗଜପତି ପାଇଁ ଗର୍ବ ଆଣିଲେ ଡ଼ଃ ସତ୍ୟବାନ ବିଶୋୟୀ ରତ୍ନ

ଗଜପତି ଜିଲ୍ଲାର ଦୁର୍ଗମ ଲବାରସିଂରୁ ଭାରତ ସରକାରର ବରିଷ୍ଠ ବୈଜ୍ଞାନିକ-ଏଫ୍; ଗଜପତି ପାଇଁ ଗର୍ବ ଆଣିଲେ ଡ଼ଃ ସତ୍ୟବାନ ବିଶୋୟୀ ରତ୍ନ

September 3, 2026
ବେଣ୍ଟ ଠାରେ ହୋଇଥିବା ନାରକୀୟ ହତ୍ୟା କାଣ୍ଡ ର ହତ୍ୟାକାରୀ ଙ୍କୁ ନୟାଗଡ଼ ପୁଲିସ ଖୁବଶୀଘ୍ର ଲୋକଲୋଚନକୁ ଆଣିବ

ବେଣ୍ଟ ଠାରେ ହୋଇଥିବା ନାରକୀୟ ହତ୍ୟା କାଣ୍ଡ ର ହତ୍ୟାକାରୀ ଙ୍କୁ ନୟାଗଡ଼ ପୁଲିସ ଖୁବଶୀଘ୍ର ଲୋକଲୋଚନକୁ ଆଣିବ

September 3, 2026
ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ‘ଅମ୍ଳାନ’ ଅଭିଯାନ : ଛାତ୍ରୀମାନଙ୍କର ହେମୋଗ୍ଲୋବିନ୍ ପରୀକ୍ଷା

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ‘ଅମ୍ଳାନ’ ଅଭିଯାନ : ଛାତ୍ରୀମାନଙ୍କର ହେମୋଗ୍ଲୋବିନ୍ ପରୀକ୍ଷା

September 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

September 4, 2026
ଗଜପତି ଜିଲ୍ଲାର ଦୁର୍ଗମ ଲବାରସିଂରୁ ଭାରତ ସରକାରର ବରିଷ୍ଠ ବୈଜ୍ଞାନିକ-ଏଫ୍; ଗଜପତି ପାଇଁ ଗର୍ବ ଆଣିଲେ ଡ଼ଃ ସତ୍ୟବାନ ବିଶୋୟୀ ରତ୍ନ

ଗଜପତି ଜିଲ୍ଲାର ଦୁର୍ଗମ ଲବାରସିଂରୁ ଭାରତ ସରକାରର ବରିଷ୍ଠ ବୈଜ୍ଞାନିକ-ଏଫ୍; ଗଜପତି ପାଇଁ ଗର୍ବ ଆଣିଲେ ଡ଼ଃ ସତ୍ୟବାନ ବିଶୋୟୀ ରତ୍ନ

September 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version