• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ”ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ -୨୦୨୬” ପାଳିତ

Proprietor Abhimanyu Maharana by Proprietor Abhimanyu Maharana
September 2, 2026
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ”ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ -୨୦୨୬” ପାଳିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ପୌର-ପରିଷଦ ପକ୍ଷରୁ ଆଜି “ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ-୨୦୨୬ ପାଳିତ ହୋଇଯାଇଛି ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୌର ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଉପସ୍ଥିତ ସମସ୍ତଙ୍କୁ ଉଦବୋଧନ ଦେଇ କହିଥିଲେ ଯେ , ପୌର ପରିଷଦ ପକ୍ଷରୁ ଜନସାଧାରଣଙ୍କ ଚାହିଦା ଦୃଷ୍ଟିରୁ ପାରଳାଖେମୁଣ୍ଡି ସହରରେ ବହୁ ଉନ୍ନତି ମୂଳକ କାର୍ଯ୍ୟ କରାଯାଇଛି ।

ସହରକୁ ସଫାସୁତୁରା ରଖିବା ଦିଗରେ ବିଭିନ୍ନ ସଚେତନତା ମୂଳକ ପଦକ୍ଷେପ ନିଆଯାଇଛି । ଆଗକୁ ଆହୁରି ଉନ୍ନତିମୂଳକ କାର୍ଯ୍ୟ ଜାରୀ ରହିବ , ସେଥିପାଇଁ ଜନସାଧାରଣଙ୍କ ସହଯୋଗ ମିଳିଲେ ପାରଳାଖେମୁଣ୍ଡି ସହରକୁ ଏକ ଅଗ୍ରଣୀ ସ୍ୱଚ୍ଛ ସହର ଭାବେ ଗଢି ତୋଳିବା ରେ ବିଶେଷ ସହାୟକ ହୋଇପାରିବ, ଜନସାଧାରଣଙ୍କ ସମେତ ପାରଳାଖେମୁଣ୍ଡି ର ମିଡିଆ ଭାଇ ମାନଙ୍କ ବିନା ସହଯୋଗରେ ପୌର ପରିଷଦର ସର୍ବାଙ୍ଗୀନ ଉନ୍ନତି ଅସମ୍ଭବ ବୋଲି କହିଥିଲେ । ଅନ୍ୟ ପକ୍ଷରେ ପୌର ପରିଷଦର ଉନ୍ନତି ମୂଳକ କାର୍ଯ୍ୟକ୍ରମରେ କେହି ବାଧା ସୃଷ୍ଟି ନ କରି ସମସ୍ତେ ଜାତି, ଧର୍ମ, ବର୍ଣ୍ଣ, ଭାଷା ନିର୍ବିଶେଷରେ ଆମେ ସମସ୍ତେ ହେଉଛୁ ପାରଳା ବାସୀ, ଆମେ ସମସ୍ତେ ଏକ ଓ ସମସ୍ତେ ଭାରତୀୟ ଏହି ମନୋଭାବ ରଖି ସହଯୋଗ ରଖିବାକୁ ଆହ୍ବାନ କରିଥିଲେ ।

ମୁଖ୍ୟତଃ ପୌର ପରିଷଦର ସମସ୍ତ ସଫେଇ କର୍ମଚାରୀ ପାହାନ୍ତିଆ ସକାଳୁ ସମଗ୍ର ସହରକୁ ସଫାସୁତୁରା ରଖୁଥିବା ଭୂମିକାକୁ ଭୁୟସୀ ପ୍ରଶଂସା କରିଥିଲେ । ଏହି ଅବସରରେ ପୌର ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ ଉଦବୋଧନ ଦେଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମରେ ପାରଳା ବାସୀ ମିଳିମିଶି ସହଯୋଗ କରିବାକୁ କହି ପୌର ପରିଷଦ କର୍ମଚାରୀ ମାନେ ସେମାନଙ୍କ ଦାୟିତ୍ବ ସ୍ଵଚ୍ଛତାର ସହ ନିର୍ବାହ କରି ଜନସାଧାରଣଙ୍କ ସେବାରେ ବ୍ରତୀ ହେବାକୁ ଆହ୍ବାନ କରିଥିଲେ । ଅନ୍ୟପକ୍ଷରେ ପୌର ପରିଷଦର ସମସ୍ତ କର୍ମଚାରୀ ଓ କାଉନସିଲ ବହୁତ୍ ସହଯୋଗୀ ମନୋଭାବ ରଖି କାମ କରୁଛନ୍ତି ବୋଲି କହି ସ୍ୱାୟତ୍ତ ଶାସନ ଦିବସ ଅବସରରେ ପୌର ପରିଷଦ ପକ୍ଷରୁ ଦିନ ତମାମ ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ ।

ଏହି କାର୍ଯ୍ୟକ୍ରମ ଅବସରରେ ୩ ନଂ ୱାର୍ଡ ସଭ୍ୟ ଶ୍ରୀ ବାବୁନା ବିଭୂତି ବେହେରା ଏବଂ ୪ ନଂ ୱାର୍ଡ ସଭ୍ୟ ଶ୍ରୀ ବାବୁ ବାଳକୃଷ୍ଣ ପାତ୍ର ଉଦବୋଧନ ଦେଇ ସଫେଇ କର୍ମଚାରୀ ମାନଙ୍କ କାର୍ଯ୍ୟକୁ ଭୂୟସୀ ପ୍ରଶଂସା କରିଥିଲେ ଏହି ପବିତ୍ର ଉତ୍ସବ କାର୍ଯ୍ୟକ୍ରମରେ ପୌର ପରିଷଦର ଉପାଧ୍ୟକ୍ଷ ଶ୍ରୀ ଲେଙ୍କା ମଧୁଙ୍କ ସମେତ ପରିଷଦର ସମସ୍ତ ସଭ୍ୟ ସଭ୍ୟା ମଞ୍ଚ ଉପରେ ଉପସ୍ଥିତ ଥିବା ବେଳେ କାର୍ଯ୍ୟକ୍ରମରେ ପୌର ପରିଷଦର ସମସ୍ତ ଅଫିସ ଷ୍ଟାଫ , ଯନ୍ତ୍ରୀ , ସେଛସାଥି , ଜଳସାଥି ଓ ସଫେଇ କର୍ମଚାରୀ ,

ଅବସରପ୍ରାପ୍ତ କର୍ମଚାରୀ, ପୂର୍ବତନ ଅଧ୍ୟକ୍ଷ ଓ ସଭ୍ୟସଭ୍ୟା ମାନେ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ । ଏହି ଅବସରରେ ପାହାନ୍ତିଆ ସକାଳ ସମୟରେ ଡାକବାଜି ଯନ୍ତ୍ର ଯୋଗେ ରାମଧୂନ ସଙ୍ଗୀତ ବଜାଇ ସହର ପରିକ୍ରମା କରିଥିଲା , ପରେ ସକାଳେ ସମସ୍ତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ ଓ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ବୃକ୍ଷ ରୋପଣ କରାଯିବା ସହ ସ୍ଥାନୀୟ କୁଷ୍ଠାଶ୍ରମର ଅନ୍ତେବାସୀ ମାନଙ୍କୁ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରା ଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

September 2, 2026
ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ”ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ -୨୦୨୬” ପାଳିତ

ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ”ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ -୨୦୨୬” ପାଳିତ

September 2, 2026
ଶ୍ରୀମନ୍ଦିର ର ୩ ଟି ଯୋଜନାରେ ୧୮୧୧ କୋଟି ୯ ଲକ୍ଷ ୫୮ ହଜାର ୨୮୩ ଟଙ୍କା ସ୍ଥାୟୀ ଜମା ରହିଛି

ଶ୍ରୀମନ୍ଦିର ର ୩ ଟି ଯୋଜନାରେ ୧୮୧୧ କୋଟି ୯ ଲକ୍ଷ ୫୮ ହଜାର ୨୮୩ ଟଙ୍କା ସ୍ଥାୟୀ ଜମା ରହିଛି

September 2, 2026
ଶ୍ରୀକୃଷ୍ଣ ଲୀଳା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଶ୍ରୀକୃଷ୍ଣ ଲୀଳା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

September 2, 2026
ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ”ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ -୨୦୨୬” ପାଳିତ

ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ”ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ -୨୦୨୬” ପାଳିତ

September 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version