ନୟାଗଡ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ନୟାଗଡ ବ୍ଲକ ତୁଳସୀପୁର ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଚତୁଃପାର୍ଶ୍ଵରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଆୟୋଜିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଣୀ ବୀଣାପାଣି ଦାଶଙ୍କ ତତ୍ତ୍ୱାବଧାନରେ ଓ ଅଗ୍ରଣୀ ସ୍ଵେଚ୍ଛାସେବୀ ସଂଗଠନ ସେଣ୍ଟେର ଫର ଆସୋସିଏଟେଡ ପ୍ରୋଗ୍ରେସର ମିଳିତ ସହଯୋଗରେ ବରିଷ୍ଠ ଚିକିତ୍ସା ତଦାରଖକାରୀ ଦୀପକ ଦଳବେହେରା,















