• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 4, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଶାରୀରିକ ଶିକ୍ଷା ଓ ଧନ୍ଦାମୂଳକ ଶିକ୍ଷା ବିଷୟରେ ସପ୍ତମ ଶ୍ରେଣୀ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (DIET), ନୟାଗଡ଼, ରାଜସୁନାଖଳାଠାରେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳା, DIETର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ କୁମାର ତ୍ରିପାଠୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଥିଲା । ଏଥିରେ ମୋଟ ୫୪ ଜଣ ପ୍ରଶିକ୍ଷକ ଓ ପ୍ରଶିକ୍ଷିକାଯୋଗଦେଇଥିଲେ।

କର୍ମଶାଳାରେ ଅନୁଷ୍ଠାନର ସହକର୍ମୀ ଦୀପକ କୁମାର ପ୍ରଧାନ , ପ୍ରତାପ କୁମାର ମହାପାତ୍ର ଓ ଶିଖା ସିଆଲ୍ ପ୍ରଶ୍ନପତ୍ର ଓ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଦକ୍ଷତାଭିତ୍ତିକ, ଶିକ୍ଷଣ ଫଳାଫଳ ଆଧାରିତ ତଥା ଛାତ୍ରଛାତ୍ରୀଙ୍କ ଜ୍ଞାନ ଓ ଦକ୍ଷତା ମୂଲ୍ୟାୟନକୁ ଗୁରୁତ୍ୱ ଦେଇ ପ୍ରଶ୍ନ ପ୍ରସ୍ତୁତି ଉପରେ ବିଶେଷ ଅଭ୍ୟାସ କରାଯାଇଥିଲା।ମନୋରଞ୍ଜନ ଦାଶ, ମାନସ କୁମାର ସାହୁ, ସ୍ୱାଗତିକା ଶରଣ, ବିଶ୍ୱରଞ୍ଜନ ପଟ୍ଟନାୟକ, ବଟକୃଷ୍ଣ ସାହୁ ଓ ସନ୍ତୋଷ କୁମାର ମିଶ୍ରଙ୍କ ସମେତ ଅନ୍ୟ ସହକର୍ମୀମାନଙ୍କ ସହଯୋଗରେ ସମଗ୍ର କାର୍ଯ୍ୟକ୍ରମଟି ସୁସଂଗଠିତ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇଥିଲା।

ଏହି ତିନି ଦିନିଆ କର୍ମଶାଳାରେ ପ୍ରଶିକ୍ଷକ ଓ ପ୍ରଶିକ୍ଷିକାମାନେ ନିଜ ଅନୁଭୂତି ଓ ଜ୍ଞାନ ବିନିମୟ କରିବା ସହ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତିରେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ। ପରିଶେଷରେ DIETର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ କୁମାର ତ୍ରିପାଠୀ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ, ପ୍ରଶିକ୍ଷକ-ପ୍ରଶିକ୍ଷିକା ଓ ସହଯୋଗୀମାନଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ କର୍ମଶାଳାର ସମାପନ ଘୋଷଣା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଞ୍ଚୁପାଣ୍ଡବ ମନ୍ଦିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ : ଦୀର୍ଘବର୍ଷର ଅଞ୍ଚଳ ବାସୀ ଙ୍କ ସ୍ବପ୍ନ ସାକାର କଲେ – ଦଶପଲ୍ଲା ବିଧାୟକ

ପଞ୍ଚୁପାଣ୍ଡବ ମନ୍ଦିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ : ଦୀର୍ଘବର୍ଷର ଅଞ୍ଚଳ ବାସୀ ଙ୍କ ସ୍ବପ୍ନ ସାକାର କଲେ – ଦଶପଲ୍ଲା ବିଧାୟକ

September 4, 2026
ଶ୍ରୀଜଗନ୍ନାଥଙ୍କ ୩୨ ବେଶ ମହୋତ୍ସବ ଉଦ୍‌ଘାଟିତ

ଶ୍ରୀଜଗନ୍ନାଥଙ୍କ ୩୨ ବେଶ ମହୋତ୍ସବ ଉଦ୍‌ଘାଟିତ

September 4, 2026
ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

September 4, 2026
ଗଜପତି ଜିଲ୍ଲାର ଦୁର୍ଗମ ଲବାରସିଂରୁ ଭାରତ ସରକାରର ବରିଷ୍ଠ ବୈଜ୍ଞାନିକ-ଏଫ୍; ଗଜପତି ପାଇଁ ଗର୍ବ ଆଣିଲେ ଡ଼ଃ ସତ୍ୟବାନ ବିଶୋୟୀ ରତ୍ନ

ଗଜପତି ଜିଲ୍ଲାର ଦୁର୍ଗମ ଲବାରସିଂରୁ ଭାରତ ସରକାରର ବରିଷ୍ଠ ବୈଜ୍ଞାନିକ-ଏଫ୍; ଗଜପତି ପାଇଁ ଗର୍ବ ଆଣିଲେ ଡ଼ଃ ସତ୍ୟବାନ ବିଶୋୟୀ ରତ୍ନ

September 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଞ୍ଚୁପାଣ୍ଡବ ମନ୍ଦିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ : ଦୀର୍ଘବର୍ଷର ଅଞ୍ଚଳ ବାସୀ ଙ୍କ ସ୍ବପ୍ନ ସାକାର କଲେ – ଦଶପଲ୍ଲା ବିଧାୟକ

ପଞ୍ଚୁପାଣ୍ଡବ ମନ୍ଦିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ : ଦୀର୍ଘବର୍ଷର ଅଞ୍ଚଳ ବାସୀ ଙ୍କ ସ୍ବପ୍ନ ସାକାର କଲେ – ଦଶପଲ୍ଲା ବିଧାୟକ

September 4, 2026
ଶ୍ରୀଜଗନ୍ନାଥଙ୍କ ୩୨ ବେଶ ମହୋତ୍ସବ ଉଦ୍‌ଘାଟିତ

ଶ୍ରୀଜଗନ୍ନାଥଙ୍କ ୩୨ ବେଶ ମହୋତ୍ସବ ଉଦ୍‌ଘାଟିତ

September 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version