ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁ ପୂଜନ ସମାରୋହ ଅଡିଟୋରିୟମ୍ ରେ ପ୍ରଧାନ ଶିକ୍ଷକ ପୂର୍ଣ୍ଣ ଚ଼ନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଗୁରୁଦିବସ ମହା ସମାରୋହରେ ପାଳିତ ହୋଇସାରିଛି ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଟନ୍ ଙ୍କ ୧୩୯ତମ ଜୟନ୍ତୀ ପାଳନ ଅବସରରେ ଶିକ୍ଷାର ମାନଦଣ୍ଡ ବୃଦ୍ଧି କରିବାରେ ଗୁରୁମାନଙ୍କ ଭୂମିକା ସହ ଗୁଣାତ୍ମକ ଶିକ୍ଷା ପ୍ରଦାନ ଓ ଗ୍ରହଣ କ୍ଷେତ୍ରରେ ଗୁରୁ ଓ ଛାତ୍ର ଛାତ୍ରୀଙ୍କ ଆନ୍ତରିକ ସହଯୋଗ ସମ୍ପର୍କରେ ଆଲୋଚନା କରାଯାଇଥିଲା ।















