• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
September 6, 2026
in ଓଡ଼ିଶା, ମାଲକାନଗିରି, ହୋମ୍
0
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

କାଲିମେଳା (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଗୁରୁ ଦିବସ ଅବସରରେ ମାଲକାନଗିରି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ‘ଗୁରୁ ସମ୍ମାନ-୨୦୨୬’ କାର୍ଯ୍ୟକ୍ରମ କାଲିମେଳା ବ୍ଲକର ଭୈରବୀ ୟୁଥ୍‌ କ୍ଲବ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘର କାଲିମେଳା ଓ ପଡ଼ିଆ ବ୍ଲକ ଶାଖାର ମିଳିତ ଆୟୋଜନରେ ହୋଇଥିବା ଏହି କାର୍ଯ୍ୟକ୍ରମ ଜିଲ୍ଲା ସଭାପତି ଅଶୋକ ମିଶ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିଲା । କାର୍ଯ୍ୟକ୍ରମରେ କାଲିମେଳା ବିଡିଓ ପ୍ରଦୀପ କୁମାର କର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷକମାନେ ସମାଜର ଭବିଷ୍ୟତ ଗଠନର ମୁଖ୍ୟ କାରିଗର ବୋଲି କହିଥିଲେ ।

ଶିକ୍ଷାଦାନ ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୈତିକତା, ଶୃଙ୍ଖଳା ଓ ମାନବିକ ମୂଲ୍ୟବୋଧ ଗଢ଼ି ତୋଳିବାରେ ଶିକ୍ଷକଙ୍କ ଭୂମିକା ଅତୁଳନୀୟ ବୋଲି ସେ ମତପ୍ରକାଶ କରିଥିଲେ।ସମ୍ମାନିତ ଅତିଥି ଭାବେ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ସମ୍ପାଦକ ବି. ଶ୍ରୀନିବାସ ପାତ୍ର, ଉପସଭାପତି ପ୍ରଶାନ୍ତ କୁମାର ସାହୁ, କୋଷାଧ୍ୟକ୍ଷ ହୃଷିକେଶ ସେଠୀ, ଉପଦେଷ୍ଟା ରତ୍ନାକର ଦାଶ ଏବଂ କାଲିମେଳା-ପଡ଼ିଆ ବ୍ଲକ ସଭାପତି ଟି. ସତ୍ୟନାରାୟଣ ସୁବୁଦ୍ଧି ଯୋଗଦେଇଥିଲେ । ଅତିଥିମାନେ ଗୁରୁ ଦିବସର ମହତ୍ତ୍ୱ ଓ ଆଧୁନିକ ସମାଜ ଗଠନରେ ଶିକ୍ଷକମାନଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ ।

ଏହି ଅବସରରେ କାଲିମେଳା ଓ ପଡ଼ିଆ ବ୍ଲକରେ ଉତ୍ତମ ଶିକ୍ଷାଦାନ ଓ ନିଷ୍ଠାର ସହ କାର୍ଯ୍ୟ କରୁଥିବା ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ସଂଘ ପକ୍ଷରୁ ସମ୍ବର୍ଦ୍ଧିତ ଓ ସମ୍ମାନିତ କରାଯାଇଥିଲା। ଶିକ୍ଷକମାନଙ୍କ ସମାଜ ପ୍ରତି ଅବଦାନକୁ ସ୍ୱୀକୃତି ଦେବା ସହ ତାଙ୍କୁ ଉତ୍ସାହିତ କରିବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ଅବସରରେ ସଂଘର ସମସ୍ତ ବ୍ଲକ ସଭାପତିଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ସଂଘର ବରିଷ୍ଠ ସଦସ୍ୟ ଭଗବାନ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ କାଲିମେଳା-ପଡ଼ିଆ ବ୍ଲକ ସମ୍ପାଦକ ସୌରଭ ମଣ୍ଡଳ, କୋଷାଧ୍ୟକ୍ଷ ପ୍ରଭାତ ସାହା, ବିଦ୍ୟୁତ୍‌ ବୈରାଗୀ,

ଶିବବ୍ରତ ଦାସ,ଚିରଞ୍ଜିତ ସରକାର, ରାଜେଶ ଓଝା, ସୁଜିତ ମୁଖାର୍ଜୀ, ଆଶିସ ବାଇନ, ବୁଦ୍ଧଦେବ ମଣ୍ଡଳ, ଭିକି ବାରିକ, ଅମଲ ମଣ୍ଡଲ, ଗୋବିନ୍ଦ ସରକାର,ପ୍ରମୁଖ ସହଯୋଗ କରିଥିବା ବେଳେ ସଂଘର ୫୦ରୁ ଅଧିକ ସଦସ୍ୟ ଉପସ୍ଥିତ ଥିଲେ । ଶେଷରେ ଉପସଭାପତି ପ୍ରଶାନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିବା ପରେ ସଭା ସମାପ୍ତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗୁରୁ ଦିବସରେ ଶିକ୍ଷାର୍ଥୀଙ୍କ ଜୀବନରେ ଗୁରୁଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ

ଗୁରୁ ଦିବସରେ ଶିକ୍ଷାର୍ଥୀଙ୍କ ଜୀବନରେ ଗୁରୁଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ

September 6, 2026
୧୦ ପରିବାରର ୩୭ ଜଣ ସଦସ୍ୟ ସ୍ଵଧର୍ମ କୁ ପରାବର୍ତ୍ତନ

୧୦ ପରିବାରର ୩୭ ଜଣ ସଦସ୍ୟ ସ୍ଵଧର୍ମ କୁ ପରାବର୍ତ୍ତନ

September 6, 2026
କୁଖ୍ୟାତ ଚୋର ଗ୍ୟାଙ୍ଗ ଠାବ, ୪ ଗିରଫ : ବନ୍ଧୁକ, ଛୁରୀ, ବୁଲେଟ୍‌ ସହ ନଗଦ ଟଙ୍କା ଜବତ

କୁଖ୍ୟାତ ଚୋର ଗ୍ୟାଙ୍ଗ ଠାବ, ୪ ଗିରଫ : ବନ୍ଧୁକ, ଛୁରୀ, ବୁଲେଟ୍‌ ସହ ନଗଦ ଟଙ୍କା ଜବତ

September 6, 2026
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ

ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ

September 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୁରୁ ଦିବସରେ ଶିକ୍ଷାର୍ଥୀଙ୍କ ଜୀବନରେ ଗୁରୁଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ

ଗୁରୁ ଦିବସରେ ଶିକ୍ଷାର୍ଥୀଙ୍କ ଜୀବନରେ ଗୁରୁଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ

September 6, 2026
୧୦ ପରିବାରର ୩୭ ଜଣ ସଦସ୍ୟ ସ୍ଵଧର୍ମ କୁ ପରାବର୍ତ୍ତନ

୧୦ ପରିବାରର ୩୭ ଜଣ ସଦସ୍ୟ ସ୍ଵଧର୍ମ କୁ ପରାବର୍ତ୍ତନ

September 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version