• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜୟ ମା’ ବାସନ୍ତୀ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଦର୍ଶକଙ୍କ ପ୍ରବଳ ଭିଡ

Proprietor Abhimanyu Maharana by Proprietor Abhimanyu Maharana
September 6, 2026
in ଓଡ଼ିଶା, ଖେଳ, ମାଲକାନଗିରି, ହୋମ୍
0
ଜୟ ମା’ ବାସନ୍ତୀ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଦର୍ଶକଙ୍କ ପ୍ରବଳ ଭିଡ
Share on FacebookShare on TwitterWhatsapp

ମାଲକାନଗିରି (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ଅନ୍ତର୍ଗତ ଏମଭି-୫୮ ଗ୍ରାମ ଖେଳ ପଡିଆରେ ଜୟ ମା’ ବାସନ୍ତୀ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଦ୍ଵିତୀୟ ଦିନରେ ଆଜି ଉତ୍ସାହର ସହ ପ୍ରବଳ ଦର୍ଶକ ଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଥିଲା । ଆଜିର ମ୍ୟାଚ୍‌ରେ ପଡିଆ ଫୁଟବଲ କ୍ଳବ ଏବଂ ଗଣ୍ଡୱାନା ଫୁଟବଲ କ୍ଳବ ପରସ୍ପର କୁ ଭେଟିଥିଲେ। ପଡିଆ ଫୁଟବଲ କ୍ଳବକୁ ୨-୧ରେ ପରାସ୍ତ କରି ଗଣ୍ଡୱାନା ଫୁଟବଲ କ୍ଳବ ବିଜୟ ହାସଲ କରିଥିଲା । ଆଜିର ଟୁର୍ଣ୍ଣାମେଣ୍ଟରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଉତ୍କଳ ସାମ୍ବାଦିକ ସଙ୍ଘ ସଭାପତି ଅଶୋକ ମିଶ୍ର ଯୋଗ ଦେଇଥିଲେ ।

ଏଥିସମେତ ଉତ୍କଳ ସାମ୍ବାଦିକ ସଙ୍ଘ ସମ୍ପାଦକ ବି ଶ୍ରୀନିବାସ ପାତ୍ର, ମାଟେରୁ ସରପଞ୍ଚ ଲକ୍ଷ୍ମଣ ମାଡକାମୀ, ସାମ୍ବାଦିକ ସୁଧାଂଶୁ ଶେଖର ମହାନ୍ତି ଏବଂ ସାମ୍ବାଦିକ ସୌରଭ ମଣ୍ଡଳ ପ୍ରମୁଖ ମଞ୍ଚାସୀନ ରହି ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ଗ୍ରାମ କମିଟି ମୁଖ୍ୟ ମୋହନ ମଣ୍ଡଳ, ଗୌରପଦ ବିଶ୍ୱାସ, ମନିମହନ ମଣ୍ଡଳ, ହରିହର ଗାଇନ, କାର୍ତ୍ତିକ ରାୟ ପ୍ରମୁଖ ଉପସ୍ଥିତ ରହି ଏହି ଟୁର୍ଣ୍ଣାମେଣ୍ଟ ପରିଚାଳନା କରିଥିଲେ ।

ଉପସ୍ଥିତ ଅତିଥିମାନେ ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ଶୃଙ୍ଖଳା ଓ ଭାଇଚାରା ବୃଦ୍ଧିରେ ଏଭଳି ଆୟୋଜନର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ । ଟୁର୍ଣ୍ଣାମେଣ୍ଟକୁ ନେଇ ଏମଭି-୫୮ ସମେତ ଏହାର ଆଖପାଖ ଅଞ୍ଚଳର ଶହ ଶହ କ୍ରୀଡ଼ାପ୍ରେମୀ ବେଶ୍ ଉତ୍ସାହ ର ସହ କ୍ରୀଡା ର ମଜା ନେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗୁରୁ ଦିବସରେ ଶିକ୍ଷାର୍ଥୀଙ୍କ ଜୀବନରେ ଗୁରୁଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ

ଗୁରୁ ଦିବସରେ ଶିକ୍ଷାର୍ଥୀଙ୍କ ଜୀବନରେ ଗୁରୁଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ

September 6, 2026
୧୦ ପରିବାରର ୩୭ ଜଣ ସଦସ୍ୟ ସ୍ଵଧର୍ମ କୁ ପରାବର୍ତ୍ତନ

୧୦ ପରିବାରର ୩୭ ଜଣ ସଦସ୍ୟ ସ୍ଵଧର୍ମ କୁ ପରାବର୍ତ୍ତନ

September 6, 2026
କୁଖ୍ୟାତ ଚୋର ଗ୍ୟାଙ୍ଗ ଠାବ, ୪ ଗିରଫ : ବନ୍ଧୁକ, ଛୁରୀ, ବୁଲେଟ୍‌ ସହ ନଗଦ ଟଙ୍କା ଜବତ

କୁଖ୍ୟାତ ଚୋର ଗ୍ୟାଙ୍ଗ ଠାବ, ୪ ଗିରଫ : ବନ୍ଧୁକ, ଛୁରୀ, ବୁଲେଟ୍‌ ସହ ନଗଦ ଟଙ୍କା ଜବତ

September 6, 2026
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ

ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ

September 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୁରୁ ଦିବସରେ ଶିକ୍ଷାର୍ଥୀଙ୍କ ଜୀବନରେ ଗୁରୁଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ

ଗୁରୁ ଦିବସରେ ଶିକ୍ଷାର୍ଥୀଙ୍କ ଜୀବନରେ ଗୁରୁଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ

September 6, 2026
୧୦ ପରିବାରର ୩୭ ଜଣ ସଦସ୍ୟ ସ୍ଵଧର୍ମ କୁ ପରାବର୍ତ୍ତନ

୧୦ ପରିବାରର ୩୭ ଜଣ ସଦସ୍ୟ ସ୍ଵଧର୍ମ କୁ ପରାବର୍ତ୍ତନ

September 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version