• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁରୁ ସାକ୍ଷାତ ପରଂବ୍ରହ୍ମ କାର୍ଯ୍ୟକ୍ରମ ରେ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାବିତ ସମ୍ବର୍ଦ୍ଧିତ

Proprietor Abhimanyu Maharana by Proprietor Abhimanyu Maharana
September 6, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଗୁରୁ ସାକ୍ଷାତ ପରଂବ୍ରହ୍ମ କାର୍ଯ୍ୟକ୍ରମ ରେ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାବିତ ସମ୍ବର୍ଦ୍ଧିତ
Share on FacebookShare on TwitterWhatsapp

ଖଣ୍ଡପଡ଼ା (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଖଣ୍ଡପଡ଼ା ବ୍ଲକ ଅଧିନ ବନମାଳି ପୁର ପ୍ରଭୁ ଶ୍ରୀ ସୋମନାଥ ଦେବଙ୍କ ପଞ୍ଚୁ ଦୋଳ ଯାତ୍ରା ପଡ଼ିଆରେ ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନ ‘ମୋ ମାଟି ଭାପୁର’ ପକ୍ଷରୁ ୫ ମ ବାର୍ଷିକ “ଗୁରୁ ସାକ୍ଷାତ ପରଂବ୍ରହ୍ମ” କାର୍ଯ୍ୟକ୍ରମ ଶିକ୍ଷାବିତ ରବୀନ୍ଦ୍ର ନାଥ ପଟ୍ଟନାୟକଙ୍କ ପୌରୋହିତ୍ୟ ରେ ଅନୁଷ୍ଠିତ ହୋଇଯାଇଛି I ଭାପୁର ବ୍ଲକ ଉପାଧ୍ୟକ୍ଷ  ତଥା ମୋ ମାଟି ଭାପୁର ଅନୁଷ୍ଠାନର ସଭାପତି ବେଣୁଧର ପ୍ରଧାନ ଗୁରୁ ମାନଙ୍କ ପାଦ ଧୋଇ ଆଶୀର୍ବାଦ କାମନା କରିଥିଲେ I

ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଗୁରୁ ଓ ଗୁରୁ ମା ମାନଙ୍କ ମଥାରେ ଫୁଲ, ଚନ୍ଦନ ଦେଇ ଉତ୍ତରୀୟ ପ୍ରଦାନ କରି ସମ୍ବନ୍ଧିତ କରାଯାଇଥିଲା I ପ୍ରାରମ୍ଭରେ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରାଣକୃଷ୍ଣ ମହାରଣା, ସବିତା ଶୁକ୍ଲା, ବାଣୀ କଣ୍ଠ ଶିଳ୍ପୀ ଯୁଧୂଷ୍ଠିର ଖୁଣ୍ଟିଆ ପ୍ରମୁଖ ଭଜନ ପରିବେଷଣ କରିଥିବା ବେଳେ ଛାତ୍ରୀ ପ୍ରଜ୍ଞା ପ୍ରିୟଦର୍ଶିନୀ ଗୋଛି ଙ୍କ ଓଡ଼ିଶୀ ନୃତ୍ୟ ସମସ୍ତଙ୍କ ମନକୁ ଛୁଇଁଥିଲା I ପରେ ଅତିଥିମାନେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ଡ଼ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ପ୍ରଦୀପ ପ୍ରଜ୍ବଳନ କରିଥିଲେ ।

ଯୁବ ଉପସ୍ଥାପକ ଅଂଶୁମାନ ଜେନା କାର୍ଯ୍ୟକ୍ରମରେ ସଂଯୋଜନା କରିବା ସହ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ I ଅନୁଷ୍ଠାନ ପକ୍ଷରୁ ସମସ୍ତ ଅତିଥି ମାନଙ୍କୁ ଉତ୍ତରୀୟ, ପୁଷ୍ପଗୁଚ୍ଛ ଦେଇ ସମ୍ବନ୍ଧିତ କରାଯାଇଥିଲା I ଅନୁଷ୍ଠାନ ପକ୍ଷରୁ ମୁଦ୍ରିତ ‘ବୁଝୁ ନ ବୁଝୁ ପଢ଼ ଗୀତା’ ପୁସ୍ତକ କୁ ମୁଖ୍ୟ ସମ୍ମାନିତ ଅତିଥି ମାନଙ୍କ ଦ୍ବାରା ଲୋକାର୍ପିତ ହୋଇଥିଲା I

ଉପସ୍ଥିତ ସମସ୍ତ ଶିକ୍ଷକ,  ଶିକ୍ଷୟିତ୍ରୀମାନଙ୍କୁ ଭାଗବତ ଗୀତା ବଣ୍ଟନ କରାଯାଇଥିଲା I ମୁଖ୍ୟ ସମ୍ମାନୀତ ଅତିଥି ଗୁରୁ ପୂଜନ ର ମାହାତ୍ମ୍ୟ ଓ ବିକଶିତ ରାଷ୍ଟ୍ର ଗଠନରେ ଗୁରୁମାନଙ୍କର ଅବଦାନ ନେଇ ବକ୍ତବ୍ୟ ପ୍ରଦାନ କରିଥିଲେ।ମୋ ମାଟି ଭାପୁର ଅନୁଷ୍ଠାନର ସଦସ୍ୟଙ୍କ ସମେତ ଖଣ୍ଡପଡ଼ା ଓ ଭାପୁର ବ୍ଲକ ଅଞ୍ଚଳର ଜନପ୍ରତିନିଧି ମାନେ କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Khimji Jewellers Unveils ‘Dhanteras Dhanvarsha’ , a shower of festive offers across its collections

ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

October 31, 2026

ଜାତି ବାସନ୍ଦର କରୁଣ ଚିତ୍ର : ଶବ ଛୁଇଁଲେନି ଜାତିଭାଇ, ୧୮ ଘଣ୍ଟା ପରେ ଚାରିକାନ୍ଧ ଦେଲେ ସମାଜସେବୀ

ଜାତି ବାସନ୍ଦର କରୁଣ ଚିତ୍ର : ଶବ ଛୁଇଁଲେନି ଜାତିଭାଇ, ୧୮ ଘଣ୍ଟା ପରେ ଚାରିକାନ୍ଧ ଦେଲେ ସମାଜସେବୀ

October 31, 2026
ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳିତ – ସଚେତନତା ଶୋଭାଯାତ୍ରା ଓ ଶପଥ ଗ୍ରହଣ

ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳିତ – ସଚେତନତା ଶୋଭାଯାତ୍ରା ଓ ଶପଥ ଗ୍ରହଣ

October 31, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Khimji Jewellers Unveils ‘Dhanteras Dhanvarsha’ , a shower of festive offers across its collections

ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

October 31, 2026
Khimji Jewellers Unveils ‘Dhanteras Dhanvarsha’ , a shower of festive offers across its collections

Khimji Jewellers Unveils ‘Dhanteras Dhanvarsha’ , a shower of festive offers across its collections

October 31, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version